Yearly Archives

2021

କିଶୋରଙ୍କୁ କେବଳ ଦିଆଯିବ କୋଭାକ୍ସିନ ଟିକା, ଜାନୁଆରୀ ପହିଲାରୁ ଆରମ୍ଭ ହେବ ଟିକାକରଣ ପାଇଁ ପଞ୍ଜୀକରଣ

ନୂଆଦିଲ୍ଲୀ ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କିଶୋର ଟିକାକରଣ ପାଇଁ ନିୟମାବଳୀ ଜାରି ହୋଇଛି। ଏହି ନିୟମାବଳୀରେ କିଶୋରଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ ବୋଲି ଦର୍ଶାଯାଇଛି। କିଶୋରଙ୍କ ପାଇଁ ଜାନୁଆରୀ ୩ରେ ଟିକାକରଣ ଆରମ୍ଭ ହେବ। କୋଭିଡ୍…

ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ବର ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ଫସଲ ନଷ୍ଟ…

‘ସତସଙ୍ଗ’ର ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହେଲେ ଶ୍ରୀଶ୍ରୀବାବାଇଦା

ଦେଓଘର ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରଧାନ ଆଚାର୍ଯ୍ୟଦେବ ପରମପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ମହାପ୍ରୟାଣ ପରେ ‘ସତସଙ୍ଗ’ର ନୂତନ ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହୋଇଛନ୍ତି ଶ୍ରୀଶ୍ରୀବାବାଇଦା ( ଶ୍ରୀ ଅର୍କଦ୍ୟୁତି ଚକ୍ରବର୍ତ୍ତୀ)। ଗତକାଲି ଶ୍ରୀଶ୍ରୀଦାଦାଙ୍କ ପାରଲୌକିକ କ୍ରିୟାର…

୨୫ ଲକ୍ଷରୁ ଅଧିକ ପିଲାଙ୍କୁ ଦିଆଯିବ ଟିକା

ଭୁବନେଶ୍ୱର ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ୨୫ ଲକ୍ଷରୁ ଅଧିକ ପିଲାଙ୍କୁ ଦିଆଯିବ ଟିକା। ଟିକା ପାଇଁ ୧୫ ରୁ ୧୮ ବର୍ଷର ପିଲାଙ୍କୁ ପଞ୍ଜିକରଣ କରିବାକୁ ପଡିବ। ଆବଶ୍ୟକ ହେଲେ ଅଭିଭାବକମାନଙ୍କୁ ପିଲାଙ୍କ ସହ ଆସିବାକୁ ପଡିବ। ୬୦ବର୍ଷରୁ ଅଧିକ ଲୋକଙ୍କ ସଂଖ୍ୟା ୫୨ ଲକ୍ଷ ୩୭ ହଜାର। ଏମାନଙ୍କ…

ରାଜସ୍ଥାନରେ ଟିକାକରଣ ବାଧ୍ୟତାମୂଳକ

ନୂଆଦିଲ୍ଲୀ ୨୫/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜସ୍ଥାନ ସରକାରଙ୍କ ବଡ଼ ନିଷ୍ପତ୍ତି । ଏଣିକି ରାଜ୍ୟରେ ଟିକାକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜସ୍ଥାନ ସରକାର । ଦେଶର ୧୭ ରାଜ୍ୟ ସହ ରାଜସ୍ଥାନରେ ବି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି ।…

ଦୁଇଟି ମୁଣ୍ଡ, ଗୋଟିଏ ହୃଦୟ: ପଞ୍ଜାବର ଜଗା-ବଳିଆଙ୍କୁ ଚାକିରି ଦେଲେ ରାଜ୍ୟ ସରକାର

ଚଣ୍ଡୀଗଡ଼ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଆପଣ ତ ଓଡ଼ିଶାର ଜଗା-ବଳିଆଙ୍କ ବାବଦରେ ଜାଣିଥିବେ | ଆଜି ଆମେ ଆପଣଙ୍କୁ ପଞ୍ଜାବର ଜଗା-ବଳିଆଙ୍କ ବାବଦରେ କହିବୁ, ଯାହାଙ୍କୁ ଏବେ ରାଜ୍ୟ ସରକାର ଚାକିରି ଦେଇଛନ୍ତି | ଯାଆଁଳା ଭାଇ ସୋହନ ଏବଂ ମୋହନ ପଞ୍ଜାବର ଅମୃତସରର ପଞ୍ଜାବ ଷ୍ଟେଟ ପାୱାର…

ମଞ୍ଚ ଉପରେ ଥାଇ ପୋଲିସକୁ ଖୋଲାଖୋଲି ଧମକ ଦେଲେ ଅସଦୁଦ୍ଦିନ ଓୱେସି, କହିଲେ ଯୋଗୀଙ୍କ ମଠ ଯିବା ପରେ କିଏ ତୁମକୁ ବଞ୍ଚାଇବ…

ଲକ୍ଷ୍ନୌ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱେସି ଉତ୍ତରପ୍ରଦେଶରେ ଏକ ରାଲିରେ ଉଦବୋଧନ ଦେଇ ଉତ୍ତରପ୍ରଦେଶ ପୋଲିସକୁ ଖୋଲାଖୋଲି ଧମକ ଦେଇଛନ୍ତି । ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ…

କ୍ରିକେଟ ଜୀବନକୁ ଅଲବିଦା କହିଲେ ହରଭଜନ

ନୂଆଦିଲ୍ଲୀ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତୀୟ କ୍ରିକେଟ ଟିମର ତାରକା ସ୍ପିନର ହରଭଜନ ସିଂ କ୍ରିକେଟରୁ ଅବସର ନେଇଥିବା ଘୋଷଣା କରିଛନ୍ତି। ହରଭଜନ ସିଂ ୧୯୯୮ରେ ଆନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ୨୩ ବର୍ଷ ପରେ ସେ କ୍ରିକେଟ ଜୀବନରୁ ସବୁଦିନ ପାଇଁ ବିଦାୟ ନେବାକୁ ନିଷ୍ପତ୍ତି…

ଗୋଟିଏ ଲେୟାର ମାସ୍କ ନପିନ୍ଧି ତିନି ଲେୟାର ମାସ୍କ କିମ୍ବା ଏନ-୯୫ ମାସ୍କ ପିନ୍ଧନ୍ତୁ: ଡିଏମ୍‌ଇଟି

ଭୁବନେଶ୍ବର ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଓଡିଶାରୁ ୪ ଜଣ ବ୍ୟକ୍ତି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହେବା ପରେ ସତର୍କ ହୋଇଛି ସ୍ୱାସ୍ଥ୍ୟ ବିଭାଗ । ଗୋଟିଏ ଲେୟାର ମାସ୍କ ନପିନ୍ଧି ତିନି ଲେୟାର ମାସ୍କ କିମ୍ବା ଏନ-୯୫ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଇଛନ୍ତି ଡିଏମଇଟି । ଏଥିସହ ଓମିକ୍ରନ…

ୟୁପିକୁ ଫେରିଲା ଲାଗିଲା ନାଇଟ୍‍ କର୍ଫ୍ୟୁ

ଲକ୍ଷ୍ନୌ ୨୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପୁଣି ଉତ୍ତର ପ୍ରଦେଶକୁ ଫେରିଲା ନାଇଟ୍‍ କର୍ଫ୍ୟୁ । । ଉତ୍ତରପ୍ରଦେଶ ସରକାର ପ୍ରଥମ ପର୍ୟ୍ୟାୟରେ ନାଇଟ୍ କର୍ଫ୍ୟୁ ଜାରି କରିଛନ୍ତି। ଦେଶରେ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନାଇଟ୍‍ କର୍ଫ୍ୟୁ ଲଗାଇଛନ୍ତି ଉତ୍ତର ପ୍ରଦେଶ ସରକାର ।…
error: Content is protected !!
Open chat