କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଓଡିଶାରୁ ବିଜେପି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ
ନୂଆଦିଲ୍ଲୀ ୦୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ମୋଦୀ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବା ସହିତ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ!-->…