ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂହ ଧାମି
ଡେରାଡୁନ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି। ରବିବାର ଡେରାଡୁନ ସ୍ଥିତ ରାଜଭବନରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି। ରାଜ୍ୟପାଳ ବେବିରାଣୀ!-->…