Yearly Archives

2021

ସେପ୍ଟେମ୍ବର ୧୯ରୁ ଖେଳାଯିବ ଆଇପିଏଲର ବଳକା ମ୍ୟାଚ୍, ଅକ୍ଟୋବର ୧୫ରେ ଚଳିତ ସିଜିନର ଶେଷ ମୁକାବିଲା

ନୂଆଦିଲ୍ଲୀ : କରୋନା ସହ ଲଢେଇ ଭିତରେ କ୍ରୀଡାପ୍ରେମୀଙ୍କ ପାଇଁ ଆସିଛି ଖୁସିର ଖବର । ଆସନ୍ତା ସେପ୍ଟେମ୍ବର ମାସ ୧୯ ତାରିଖରୁ ଖେଳାଯିବ ଆଇପିଏଲ ସିଜିନ-୧୪ର ବଳକା ମ୍ୟାଚ୍ । ସେହିପରି ଅକ୍ଟୋବର ୧୫ ତାରିଖରେ ଖେଳାଯିବ ଆଇପିଏଲର ଚଳିତ ସିଜିନର ଫାଇନାଲ୍ ମ୍ୟାଚ୍ । କରୋନା ପାଇଁ ଆଇପିଏଲ ୨୦୨୧କୁ

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା : ସମସ୍ତଙ୍କୁ ମିଳିବ ମାଗଣା ଟିକା

ନୂଆଦିଲ୍ଲୀ : କରୋନା ମହାମାରୀର ଦ୍ୱିତୀୟ ଲହର ଦେଶରେ ଜାରି ରହିବା ସହ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ତେବେ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଉଦବୋଧନ ଦେବା ସହ ଅନେକ କିଛି ନୂଆ ଘୋଷଣା କରିଛନ୍ତି। ସମସ୍ତ ଦେଶବାସୀଙ୍କୁ ମାଗଣା ଟିକା ମିଳିବ ବୋଲି ମଧ୍ୟ

ମାଗଣା ଟିକା ସହ ୮୦ କୋଟି ଲୋକଙ୍କୁ ନଭେମ୍ବର ଯାଏଁ ମାଗଣାରେ ମିଳିବ ରାସନ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ମାଗଣା ଟିକା ସହ ମାଗଣା ରାସନ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘୋଷଣା କରିଛନ୍ତି। କରୋନା ପାଇଁ ଜୀବିକା ବିପନ୍ନ ହୋଇଥିବାରୁ ମାଗଣା ରାସନ ଦେବାକୁ ମୋଦୀ ଆଜି ଘୋଷଣା କରିଛନ୍ତି । ନଭେମ୍ବର ଯାଏଁ ଦେଶର ୮୦ କୋଟି ଲୋକଙ୍କୁ ମାଗଣା ରାସନ ଦେବାକୁ ମୋଦୀ ଘୋଷଣା

ଟ୍ରାଜେଡି କିଙ୍ଗ ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାର ଅସୁସ୍ଥ

ମୁମ୍ବଇ : ବର୍ଷିଆନ ଅଭିନେତା ଦିଲ୍ଲୀପ କୁମାର ଅସୁସ୍ଥ। ମୁମ୍ବାଇର ହିନ୍ଦୁଜା ହସ୍‌ପିଟାଲରେ ଭର୍ତ୍ତି। ନିଃଶ୍ବାସ ନେବାରେ କଷ୍ଟ ଅନୁଭବ ହେଉଥିବାରୁ ତାଙ୍କୁ ଚିକିତ୍ସା ପାଇଁ ମୁମ୍ବଇର ହିନ୍ଦୁଜା ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ବରିଷ୍ଠ ଅଭିନେତା ଦିଲ୍ଲୀପ କୁମାରଙ୍କୁ ହିନ୍ଦୁଜା

ଅନ୍‌ଲାଇନ୍ ଠକେଇ ଅଭିଯୋଗ: ୨ ଜଣ ଡିପ୍ଲୋମା ଛାତ୍ର ଗିରଫ, ୧ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର : କରୋନା ଭାଇରସ୍ ମହାମାରୀ ସମୟରେ ଡିଜିଟାଲ ପେମେଣ୍ଟ ତଥା ଡିଜିଟାଲ ମାଧ୍ୟମରେ ଅଧିକାଂଶ ଆର୍ଥିକ କାମ କରୁଥିବା ବେଳେ ଏଥିରେ ଅନେକ ଲୋକ ଠକେଇର ଶିକାର ହେଉଥିବା ଅଭିଯୋଗ ହେଉଛି । ରାଜଧାନୀ ଭୁବନେଶ୍ୱରରୁ ଅନ୍‌ଲାଇନ୍ ମାଧ୍ୟମରେ ଲୋକଙ୍କୁ ଠକୁଥିବା ୨ ଜଣ ଡିପ୍ଲୋମା ଛାତ୍ର ଗିରଫ

ଉତ୍ତର-ପୂର୍ବାଞ୍ଚଳକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ

ନୂଆଦିଲ୍ଲୀ : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ଅଗ୍ରସର ହୋଇ ଭାରତର ଉତ୍ତର-ପୂର୍ବ ରାଜ୍ୟ, ଉତ୍ତର-ପଶ୍ଚିମ ବଙ୍ଗକୁ ଛୁଇଁଛି । ଏହାର ପ୍ରଭାବରେ ସ୍କିକିମ, ଅରୁଣାଚଳପ୍ରଦେଶ, ମେଘାଳୟରେ ପ୍ରବଳ ବର୍ଷା ଆରମ୍ଭ ହୋଇଯ଼ାଇଛି ।ଏହାଛଡ଼ା ମୌସୁମୀ ମଧ୍ୟ କେନ୍ଦ୍ରୀୟ ଆରବ ସାଗରରେ ଆଉ କିଛି ଅଂଶ,

ରାଜ୍ୟରେ ସଂକ୍ରମଣ ହାର କମିବା ଭଲ ସଂକେତ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର : ରାଜ୍ୟରେ ସଂକ୍ରମଣ କମୁଛି। ୨୩ ପ୍ରତିଶତ ଉପରେ ସଂକ୍ରମଣ ହାର ରହୁଥିଲା । ବର୍ତ୍ତମାନ ଏହା ଧୀରେ ଧୀରେ କମି ୯ ପ୍ରତିଶତରେ ପହଞ୍ଚିଲାଣି । ତେବେ ଏହା ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆଣିଛି। ଏହା ଏକ ଭଲ ସଙ୍କେତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ

ଜୁନ୍ ୧୫ ତାରିଖରୁ ଗୁଜୁରାଟରେ ଲାଗୁ ହେବ ‘ଲଭ୍ ଜିହାଦ’ ଆଇନ: ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲ

ଗାନ୍ଧୀନଗର : ଗୁଜୁରାଟରେ ଆସନ୍ତା ଜୁନ୍ ୧୫ ତାରିଖରୁ ‘ଲଭ୍ ଜିହାଦ’ ଆଇନ ଲାଗୁ ହେବାକୁ ଯାଉଛି । ପ୍ରଥମେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ପରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ଆଇନ ଲାଗୁ ହେବା ପରେ ରାଜ୍ୟରେ ଜୋର ଜବରଦସ୍ତି ଧର୍ମ ପରିବର୍ତ୍ତନ ଓ

ହଟେଇଥିଲା ପୁଣି ଲଗାଇଦେଲା: ଚେତାବନୀ ପାଇବା ପରେ ପୁଣି ଏହି ନେତାମାନଙ୍କ ଆକାଉଣ୍ଟରେ ବ୍ଲୁ ଟିକ୍‌ ଲଗାଇଲା ଟ୍ୱିଟର

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଚେତାବନୀ ପରେ ଟ୍ୱିଟର ନିଜର ଭୁଲକୁ ସଂଶୋଧନ କରିଛି। ଏହା ପରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତଙ୍କ ସମେତ ଅନେକ ଆରଏସଏସ ନେତାଙ୍କ ଟ୍ୱିଟର ଆକାଉଣ୍ଟରେ ବ୍ଲୁ ଟିକ୍ ପୁଣି ଲାଗିଛି । ଟ୍ୱିଟର ଆଜି ସକାଳୁ ବ୍ଲୁ ଟିକକୁ ନେଇ ଅଯଥା

ଭିନ୍ନକ୍ଷମ ସ୍ୱାମୀଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲେ ସ୍ତ୍ରୀ

ନୀଳଗିରି: ଭିନ୍ନକ୍ଷମ ସ୍ୱାମୀଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲେ ସ୍ତ୍ରୀ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲାର ନୀଳଗିରି ଥାନା ଅନ୍ତର୍ଗତ ତେଣ୍ଡା ଗ୍ରାମର। ଗ୍ରାମର ଗୁତୁବାରି ସିଂହ ଗତକାଲି ରାତିରେ ସ୍ୱାମୀ ଓ ସ୍ତ୍ରୀ୍ଙ୍କ ମଧ୍ୟରେ ଝଗଡ଼ା ହୋଇ କୌଣସି ଘଟଣା ନେଇ
error: Content is protected !!
Open chat