Yearly Archives

2021

ଜିଏସଟି ରାଜସ୍ବ ଉପରେ କରୋନା ମାଡ଼, ମେ’ ମାସରେ ୧ଲକ୍ଷ ୨ ହଜାର କୋଟିକୁ କମିଲା

ନୂଆଦିଲ୍ଲୀ : ଏପ୍ରିଲ ମାସର ରେକର୍ଡ ଜିଏସଟି ସଂଗ୍ରହ ପରେ ମେ’ ମାସରେ ଦେଶର ଜିଏସଟି ରାଜସ୍ୱ ୧ ଲକ୍ଷ ୨ ହଜାର କୋଟିକୁ ହ୍ରାସ ପାଇଛି । କରୋନା ମହାମାରୀର ୨ୟ ଲହର କାରଣରୁ ଦେଶର ବିଭିନ୍ନ ରାଜ୍ୟରେ ଲକଡାଉନ ଲାଗୁ କରାଯ଼ାଇଥିବାରୁ ବ୍ୟବସାୟ କାରବାର ପ୍ରଭାବିତ ହୋଇଛି । ମେ’ ମାସରେ

ଆଧାରକାର୍ଡ ହଜି ଯାଇଛି କି ? ଏଣିକି ବିନା ମୋବାଇଲ ନମ୍ବରରେ ବି ପାଇପାରିବେ ନୂଆ ଆଧାରକାର୍ଡ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଆଧାର କାର୍ଡ ସମସ୍ତଙ୍କ ପାଇଁ ଜରୁରୀ । ଘରୋଇ ହେଉ କିମ୍ବା ସରକାରୀ ବିନା ଆଧାରକାର୍ଡରେ କୌଣସି କାମ ସମ୍ଭବ ନୁହେଁ । କାରଣ ଆଧାର କାର୍ଡ ଏବେ ପ୍ରତିଟି ଲୋକଙ୍କ ପାଇଁ ପ୍ରମୁଖ ପରିଚୟ ପତ୍ର । ଲୋକମାନେ ଏବେ ଆଧାରକାର୍ଡକୁ ସାଙ୍ଗରେ ଧରି ମଧ୍ୟ ଯାତ୍ରା

ରାଜଧାନୀବାସୀଙ୍କୁ ନିଶ୍ଚୟ ମିଳିବ ଦ୍ୱିତୀୟ ଡୋଜ୍, ଦ୍ରୁତ ଗତିରେ ଆଗେଇବ ସାବାଳକ ଟିକାକରଣ : ବିଏମସି କମିସନର

ଭୁବନେଶ୍ବର :ରାଜ୍ୟରେ କୋଭିଡ୍ ଟିକା ନେଇ ସଙ୍କଟ ଦେଖାଦେଇଥିବାବେଳେ ଆଜି ଏହାକୁ ନେଇ ଏକ ବଡ ବୟାନ ରଖିଛନ୍ତି ବିଏମସି କମିସନର । ରାଜଧାନୀରେ ବାସକରୁଥିବା ସମସ୍ତ ୧୮ରୁ ୪୪ ବର୍ଷୀୟ ଲୋକଙ୍କୁ ଠିକ୍ ସମୟରେ ଟିକା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି । ତା ସହ ଯେଉଁମାନେ ଦ୍ୱିତୀୟ ଡୋଜ

୧୦ରେ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ, ସମଗ୍ର ପୂର୍ବ ଭାରତରେ ସକ୍ରିୟ ହେବ ମୌସୁମୀ

ନୂଆଦିଲ୍ଲୀ : ଆସନ୍ତା ୮ ଜୁନ ସୁଦ୍ଧା ସିଆମ ଉପସାଗର ଓ ମିଆଁମାର ଉପକୂଳରେ ଏକ ସାଇକ୍ଲୋନିକ ସର୍କୁଲେସନ ସୃଷ୍ଟି ହେବ । ଏହି ସାଇକ୍ଲୋନିକ ସର୍କୁଲେସନର ପ୍ରଭାବରେ ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଘରୋଇ ପାଣିପାଗ

ଭ୍ୟାକସିନ ସାର୍ଟିଫିକେଟରୁ ମୋଦୀଙ୍କ ଫଟୋ ହଟାଇ ନିଜ ଫଟୋ ଲଗାଇଲେ ମମତା ବାନାର୍ଜୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ବୋଧହୁଏ ଏଥିପାଇଁ ମମତା ବାନାର୍ଜୀ ଭ୍ୟାକସିନ ସାର୍ଟିଫିକେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଛବି ସ୍ଥାନରେ ତାଙ୍କ ଫଟୋ ରଖିଛନ୍ତି। ପଶ୍ଚିମବଙ୍ଗରେ ତୃତୀୟ

ରାଉରକେଲାରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମି ପୂଜା

ରାଉରକେଲା : ରାଉରକେଲାର ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣ ହେବାକୁ ଯାଉଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମିପୂଜା ଆଜି ଅନୁଷ୍ଠିତ ହୋଇଛି। ଫଳରେ ସୁନ୍ଦରଗଡ଼ ଜିଲା ଏବଂ ଓଡ଼ିଶା ପାଇଁ ଅନ୍ତର୍ଜାତୀୟ ସ୍ତରରେ ଏକ ନୂଆ ପରିଚୟ ଆଣିବାକୁ ଯାଉଥିବା ଏହି ଐତିହାସିକ

ବଲିଉଡ ଅଭିନେତ୍ରୀ ଜୁହି ଚାୱଲାଙ୍କୁ ଝଟକା, ଯାଚିକା ଖାରଜ କରି ୨୦ ଲକ୍ଷ ଟଙ୍କାର ଜରିମାନା ଲଗାଇଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ତଥା ପରିବେଶବିତ ଜୁହି ଚାୱଲାଙ୍କୁ ଝଟକା ଦେଲେ ଦିଲ୍ଲୀ ହାଇକୋର୍ଟ | ଶୁକ୍ରବାର ଦିନ ଦିଲ୍ଲୀ ହାଇକୋର୍ଟ ଅଭିନେତ୍ରୀ ଜୁହି ଚାୱଲାଙ୍କ ୫ଜି ନେଟୱାର୍କିଂ ବିରୋଧରେ ଦାଖଲ କରିଥିବା ଆବେଦନକୁ ଖାରଜ କରି ଦିଲ୍ଲୀ ହାଇକୋର୍ଟ ଅଭିଯୋଗକାରୀଙ୍କ ଉପରେ ୨୦ ଲକ୍ଷ ଟଙ୍କା

ଭାରତରେ ଶିଶୁମାନଙ୍କୁ ଦିଆଯିବ ଫାଇଜର ଟିକା: ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ

ଭୁବନେଶ୍ବର: ଦେଶରେ କରୋନାର ଦ୍ୱିତୀୟ ଲହର ଧୀରେଧୀରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି । ହେଲେ ବିଶେଷଜ୍ଞମାନେ ତୃତୀୟ ଲହରକୁ ନେଇ ବିଭିନ୍ନ ଚେତାବନୀ ଦେଇସାରିଲେଣି । ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି । ଏଭଳି ସ୍ଥଳେ ଦେଶରେ

ପ୍ରତ୍ୟେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସିଏସ୍‍ଆଇଆରର ବାର୍ଷିକ ବୈଠକରେ କହିଲେ ମୋଦୀ ନୂଆଦିଲ୍ଲୀ : ପ୍ରତ୍ୟେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। କୋଭିଡ-୧୯ ମହାମାରୀ ଯୋଗୁଁ ଯଦିଓ କେତେକ କ୍ଷେତ୍ରରେ ଲକ୍ଷ୍ୟ ହାସଲ ମନ୍ଥର ହୋଇଯାଇଛି, ତେବେ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ

ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ ଭୁବନେଶ୍ୱର : ବାତିଲ ହେଲା ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ
error: Content is protected !!
Open chat