Yearly Archives

2021

ଅନୀଲ ଦେଶମୁଖଙ୍କ ଇସ୍ତଫା ପରେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିବେ ଏନସିପି ନେତା ଦିଲୀପ ୱାଲସେ…

ମୁମ୍ବାଇ: ଏନସିପି ନେତା ଦିଲୀପ ୱାଲସେ ପାଟିଲ ହେବେ ମହାରାଷ୍ଟ୍ରର ନୂଆ ଗୃହମନ୍ତ୍ରୀ। ଅନୀଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେବା ପରେ ଏନସିପି ନେତା ଦିଲୀପ ୱାଲସେ ପାଟିଲ ମହାରାଷ୍ଟ୍ରର ନୂଆ ଗୃହମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚାର ଜୋର ଧରିଛି। ଦିଲୀପ ୱାଲସେ ପାଟିଲ ବର୍ତ୍ତମାନ ଶ୍ରମ

ହେପାଟାଇଟିସ୍ ଔଷଧରେ ହୋଇପାରିବ କରୋନା ସଂକ୍ରମିତଙ୍କ ଚିକିତ୍ସା, ଡିସିଜିଆଇଙ୍କୁ ଅନୁମତି ମାଗିଲେ ଜାଇଡସ୍ କାଡିଲା

ନୂଆଦିଲ୍ଲୀ: ଔଷଧ କମ୍ପାନି ଜାଇଡସ୍ କାଡିଲା ଡ୍ରଗ୍ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ (ଡିସିଜିଆଇ)କୁ ହେପାଟାଇଟିସ୍ ଔଷଧ ପେଗିଲେଟେଡ ଇଣ୍ଟରଫେରାନ୍ ଓଲ୍ଫା -୨ବି ର ବ୍ୟବହାର କରୋନା ସଂକ୍ରମିତଙ୍କଠାରେ ବ୍ୟବହାର କରିବାକୁ ଅନୁମତି ମାଗିଛି । ସୋମବାର ଦିନ ଜାଇଡସ୍ କାଡିଲା ପକ୍ଷରୁ

ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ

ମୁମ୍ବଇ: ମୁମ୍ବଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ଅଭିଯୋଗ ଉପରେ ବମ୍ବେ ହାଇକୋର୍ଟ ସୋମବାର ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସିବିସିଆଇ ତଦନ୍ତ ପାଇଁ ନିର୍ଦେଶ ଦେବା ପରେ ସେ ତୁରନ୍ତ ଇସ୍ତଫା ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦେଶ ଆସିବାର କିଛି କ୍ଷଣ ମଧ୍ୟରେ

ପରୀ ମାମଲା: ୧୯ରେ ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର: ନୟାଗଡ଼ ପରୀ ମୃତ୍ୟୁ ମାମଲାର ଶୁଣାଣି ଆସନ୍ତା ୧୯ ତାରିଖରେ ସୁପ୍ରିମକୋର୍ଟରେ ହେବ। ମାମଲାର ସିବିଆଇ ତଦନ୍ତ ଦାବି କରି ପରୀ ମା’ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଏହି ମାମଲାରେ ରାଜ୍ୟ ସରକାର ଜବାବ ଦାଖଲ କରିବା ପରେ ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତି ଶୁଣାଇବେ।

ମହାରାଷ୍ଟ୍ରରେ ନାଇଟ୍‌ କର୍ଫ୍ୟୁ, ପ୍ରତି ଶନିବାର ଓ ରବିବାର ହେବ ଲକ୍‌ଡାଉନ୍‌

ମୁମ୍ବାଇ: ଦିନକୁ ଦିନ କରୋନ ସଂକ୍ରମଣ ହାର ଆଶାତୀତ ଭାବେ ବୃଦ୍ଧିପାଉଥିବାରୁ ମହାରାଷ୍ଟ୍ର ସରକାରଙ୍କ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଏଣିକି ମହାରାଷ୍ଟ୍ରରେ ନାଇଟ୍‌ କର୍ଫ୍ୟୁ ରାତି ୮ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜାରି ରହିବ ଏବଂ ସାପ୍ତାହନ୍ତ ଲକ୍‌ଡାଉନ୍‌ କରାଯିବ ବୋଲି

ପରଲୋକରେ ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳା

ମୁମ୍ବାଇ: ପରଲୋକରେ ବଲିଉଡର ବରିଷ୍ଠ ଅଭିନେତ୍ରୀ ଶଶିକଳା ଜାବଲକର। ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିବା ବେଳେ ମୁମ୍ବାଇର କୋଲାବାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ବାର୍ଦ୍ଧକ୍ୟଜନିତ କାରଣରୁ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଶଶିକଳା ଅଗଷ୍ଟ ୧୯୩୨ରେ ସୋଲାପୁରର ଏକ

ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଚାଲିବ ୪ଟି ବିଶେଷ ଟ୍ରେନ

ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଆହୁରି ୪ଟି ବିଶେଷ ଟ୍ରେନ ଚଳାଚଳ ପାଇଁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ଗ୍ରହଣ କରିଛି। ଏହି ଟ୍ରେନ୍ ଗୁଡିକ ହେଉଛି ପୁରୀ-ମୁମ୍ବାଇ ଏଲଟିଟି, ପୁରୀ-ଗାନ୍ଧୀଧାମ, ମୁଜାଫରପୁର-ଯଶୋବନ୍ତପୁର ଏବଂ ଜସିଡିହ-ତାମ୍ବରମ ୦୨୧୪୫/୦୨୧୪୬ ମୁମ୍ବାଇ ଏଲଟିଟି-

ସିଆରପିଏଫ ଡ଼ିଜିଙ୍କୁ ଛତିଶଗଡ଼ ଯାଇ ପରିସ୍ଥିତି ଆକଳନ ପାଇଁ ନିର୍ଦ୍ଦେଶ

ଛତିଶଗଡର ବିଜାପୁର ଏବଂ ସୁକମା ସୀମାରେ ସୁରକ୍ଷା ବାହିନୀ ଉପରେ ନକ୍ସଲ ଆକ୍ରମଣ ପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ଦିନ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଗେଲଙ୍କ ସହ ଆଲୋଚନା ସହ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ଏଥିସହ ସେ କେନ୍ଦ୍ରର ସମସ୍ତ ସମ୍ଭାବ୍ୟ ସହାୟତା

ମମତାଙ୍କୁ ନିର୍ବାଚନ କମିଶନଙ୍କ ଶକ୍ତ ଝଟ୍‌କା ; ନନ୍ଦୀଗ୍ରାମ୍‌ ବୁଥ୍‌ରେ ହୋଇନି କୌଣସି ହିଂସା, BSF ଯବାନଙ୍କ ଉପରେ…

କୋଲକାତା: ମୁଖ୍ୟମନ୍ତ୍ରୀ ତଥା ତୃଣମୁଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀଙ୍କ ଅଭିଯୋଗ ଉପରେ ନିର୍ବାଚନ ଆୟୋଗ ପ୍ରତିକ୍ରିୟା ଦେଇଛନ୍ତି । ନିର୍ବାଚନ ଆୟୋଗ ସ୍ପଷ୍ଟ ଭାବେ କହିଛନ୍ତି ଯେ ନନ୍ଦିଗ୍ରାମର ବୁଥ ନମ୍ବର ୭ ରେ ଶାନ୍ତିପୂର୍ଣ୍ଣ ମତଦାନ ହୋଇଥିଲା, ଏଠାରେ କୌଣସି ପ୍ରକାରର ହିଂସା

୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ହ୍ରାସ ହେବନି ସିବିଏସଇ ପାଠ୍ୟକ୍ରମ

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ – ସିବିଏସଇ ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ନବମରୁ ଦ୍ୱାଦଶ ଶ୍ରେଣୀ ସକାଶେ ପାଠ୍ୟକ୍ରମରେ କୌଣସି ହ୍ରାସ ନ କରିବାକୁ ନିଷ୍ପତ୍ତି ନେଇଛି। ବୋର୍ଡ ନୂଆ ପାଠ୍ୟକ୍ରମ ପ୍ରକାଶ କରିଛି, ଯେଉଁଥିରେ ଗତ ଶିକ୍ଷା ବର୍ଷରେ ଯେଉଁ ପାଠ୍ୟକ୍ରମଗୁଡ଼ିକୁ ହଟାଯାଇଥିଲା
error: Content is protected !!
Open chat