Yearly Archives

2021

ବାଂଲାଦେଶ ମୁକ୍ତି ସଂଗ୍ରାମ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଢ଼ାକାରେ ବାଂଲାଦେଶ ମୁକ୍ତି ସଂଗ୍ରାମ ସହିଦମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ବାଂଲାଦେଶକୁ ଦୁଇଦିନ ଗସ୍ତରେ ଯାଇ ଢ଼ାକାର ହଜରତ ସହ-ଜଲ୍ଲାଲ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ଶ୍ରୀ ମୋଦୀ ସେଠାରୁ ସିଧା ଜାତୀୟ ସହିଦ ସ୍ମାରକୀ

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ୧୫ ପ୍ରତିଶତ ସଂରକ୍ଷଣ ସଂକଳ୍ପ ପାରିତ

ଭୁବନେଶ୍ବର: ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସିଖବର ଆଣିଛନ୍ତି ରାଜ୍ୟ ସରକାର। ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ସଂକଳ୍ପ

ଶ୍ରୀମନ୍ଦିରର ବିକାଶ ପାଇଁ ଏକ ଲକ୍ଷ ଟଙ୍କା ସମର୍ପଣ ନିଧି ଆକାରରେ ପ୍ରଦାନ କଲେ ମହାମହିମ ରାଷ୍ଟ୍ରପତି

ପୁରୀ – ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ମହାମହିମ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଏବଂ ଦେଶର ପ୍ରଥମ ମହିଳା ଶ୍ରୀମତି ସବିତା କୋବିନ୍ଦ ଶ୍ରୀମନ୍ଦିର ପ୍ରଶାସନକୁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସମର୍ପଣ ନିଧି ଅର୍ପଣ କରି ଶ୍ରୀମନ୍ଦିରର ବିକାଶ ପାଇଁ ଆଗେଇ ଆସିବାକୁ

ଜଙ୍ଗଲ ନିଆଁକୁ ପ୍ରଶମିତ ଓ ହ୍ରାସ କରିବା ପାଇଁ ପ୍ରଚେଷ୍ଟା ଜାରି ରହିଛି: ଫରେଷ୍ଟ ଫାୟାର୍‌ ଟାସ୍କ୍ ଫୋର୍ସ

ରାଜ୍ୟରେ ଜଙ୍ଗଲ ନିଆଁ ଆୟତ୍ତାଧୀନ ଥିବା ନେଇ ଫାୟାର୍‌ ଟାସ୍କ ଫୋର୍ସଙ୍କ ସୂଚନା। ଜଙ୍ଗଲ ନିଆଁକୁ ହ୍ରାସ ପାଇଁ ସମସ୍ତ ପ୍ରକାର ସରକାରୀ ପ୍ରଚେଷ୍ଟା କରାଯାଉଛି। କ୍ଷେତ୍ର କର୍ମଚାରୀ, ଓଡ୍ରାଫ୍‌, ପିଆର୍‌ଆଇ, ସ୍ଥାନୀୟ ଲୋକେ ଚେଷ୍ଟା କରୁଛନ୍ତି। ସ୍ବଳ୍ପ ବର୍ଷା ସତ୍ତ୍ବେ ଅତ୍ୟଧିକ ଗ୍ରୀଷ୍ମ

ଆସନ୍ତାକାଲି ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ତା କଡାକଡି

ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶନିବାର ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଂଚିବା ପରେ ରାଜଭବନରେ ରାତ୍ରି ଯାପନ କରିବେ। ୨୧ ତାରିଖ (ରବିବାର)ରେ ରାଷ୍ଟ୍ରପତି ରାଉରକେଲା ଯାଇ ଏନଆଇଟିର ସମାବର୍ତ୍ତନ

୧୧୨ ଡାଏଲ କରି ପାଆନ୍ତୁ ତିନିଟି ଜରୁରୀ ସେବା

ଭୁବନେଶ୍ବର: ଏଣିକି ପୁଲିସ, ଦମକଳ ଆମ୍ବୁଲାନ୍ସ ସେବା ପାଇଁ ଗୋଟିଏ ନମ୍ବର ୧୧୨ ଜାରି କରାଯାଇଛି । ସାରା ରାଜ୍ୟ ପାଇଁ ଏବେ କାମ କରିବା ଏହି ନମ୍ବର । ଏହାକୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ।ଏଣିକି ଲୋକମାନେ ଆବଶ୍ୟକ ପଡ଼ିଲେ ଗୋଟିଏ ନମ୍ବର

ବିଜେପି ବିଧାୟକଙ୍କ ଧାରଣାସ୍ଥଳକୁ ଆସିଲେ ମୁଖ୍ୟମନ୍ତ୍ରୀ: ଆଲୋଚନା ପାଇଁ ନବୀନ ନିବାସ ଭିତରକୁ କାଡିଲେ, କହିଲେ ସମସ୍ୟା…

ଭୁବନେଶ୍ୱର: ବିଧାନସଭାରେ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରହୀଙ୍କ ସାନିଟାଇଜର୍‌ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହା ପରଠାରୁ ୬ ଦିନ ହେଲା ବିଧାନସଭା ଅଚଳାବସ୍ଥା ଲାଗି ରହିଛି। ଏହାକୁ ନେଇ ଶାସକ ଦଳ ବିଜେଡି ସମେତ ବିଜେପି ଓ କଂଗ୍ରେସ ମଧ୍ୟରେ ରାଜନୀତି ଜୋର ଧରିଛି। ବିଜେପି

୨୦୨୧ରେ କେବଳ ଥରେ ହେବ ନିଟ୍ ପରୀକ୍ଷା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖ୍ରିଆଲ

ନୂଆଦିଲ୍ଲୀ: ଚଳିତ ବର୍ଷ କେବଳ ଥରେ ହେବ ନ୍ୟାସନାଲ୍‌ ଏଲିଜିବିଲିଟି କମ୍‌ ଏନ୍‌ଣ୍ଟ୍ରାନ୍ସ ଟେ‌ଷ୍ଟ(ନିଟ୍‌) ପରୀକ୍ଷା। ପରୀକ୍ଷାର୍ଥୀମା‌ନେ କେବଳ ଥରେ ହିଁ ନିଟ ପରୀକ୍ଷା ଦେବାର ସୁଯୋଗ ପାଇବେ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖ୍ରିଆଲ୍ ଲୋକସଭାରେ ଘୋଷଣା କରିଛନ୍ତି। ଦେଶର କିଛି

ରାଜ୍ୟର ପ୍ରଥମ ୧୩ ବର୍ଷ ବାଳକର ହୃଦୟ ପ୍ରତିରୋପଣ ସଫଳ

କେନ୍ଦୁଝର ଜିଲ୍ଲାର ୧୩ ବର୍ଷ ବୟସ୍କ ବାଳକ ବାଦଲ ପରିଡାଙ୍କ ହୃଦୟ ପ୍ରତିରୋପଣ ସଫଳ ହୋଇଛି। ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ ଅନୁଯାୟୀ ପୂର୍ବ ଭାରତର ସବୁଠାରୁ କମ ବୟସର ବାଦଲଙ୍କ କ୍ଷେତ୍ରରେ ଏହି ପ୍ରତିରୋପଣ ସଫଳ ହୋଇଛି। କୋଲକାତା ହାୱଡା ସ୍ତିତ

ପିପିଲି ଉପନିର୍ବାଚନ: ଏପ୍ରିଲ ୧୭ରେ ମତଦାନ, ମେ’ ୨ରେ ଫଳ

ପିପିଲିରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ସାରା ଦେଶରେ କେତେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳରେ ଉପନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଆଜି ନିର୍ବାଚନ କମିଶନ ଯେଉଁ ସବୁ ସ୍ଥାନରେ ନିର୍ବାଚିତ ପ୍ରତିନିଧିଙ୍କ ମୃତ୍ୟୁ ଯୋଗୁ କିମ୍ବା ଅନ୍ୟ କାରଣ ଯୋଗୁ ଆସନ ଫାଙ୍କା ପଡିଛି, ସେହି
error: Content is protected !!
Open chat