Yearly Archives

2021

ଶୈବପୀଠ ଭକ୍ତିମୟ, ଜାଗର ପାଇଁ ଉଜାଗର ଭକ୍ତ

ଆଜି ରାଜ୍ୟର ସମସ୍ତ ଶୈବପୀଠ ଚଳଚଞ୍ଚଳ, ଦିନ ତାପମାତ୍ରା ଯଦିଓ ଅସହ୍ୟ ତଥାପି ଭକ୍ତମାନଙ୍କ ଭକ୍ତିରେ ଭାବମୟ ହୋଇଉଠିଛି ଶିବମନ୍ଦିର। ସବୁଆଡେ ଭକ୍ତିମୟ ପରିବେଶ। ଆରଡ଼ି ଆଖଣ୍ଡଳମଣି ପୀଠଆଜି କରୋନା କଟକଣା ଅନୁଯାୟୀ ଭଦ୍ରକ ଆରଡ଼ି ସ୍ଥିତ ପ୍ରସିଦ୍ଧ ଆଖଣ୍ଡଳମଣି ପୀଠରେ ବିନା ଶ୍ରଦ୍ଧାଳୁରେ

କର୍ମକରିବା ହେଉଛି ଭଗବତ ଗୀତାର ସୂକ୍ଷ୍ମ ତତ୍ତ୍ୱ – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଆତ୍ମନିର୍ଭର ଭାରତ ଅଭିଯାନ ଏକ ବୃହତ ମାନବିକତା ଲାଗି ମୂଲ୍ୟବୋଧ ଓ ସମ୍ବଳ ସୃଷ୍ଟି କରିବ। ଏହାକୁ ବିଶ୍ୱର ବିକାଶ ଦିଗରେ ଏକ ସକାରାତ୍ମକ ପଦକ୍ଷେପ ବୋଲି ବର୍ଣ୍ଣନା କରି ସେ କହିଛନ୍ତି ୧୩୦ କୋଟି ଭାରତୀୟ ନିଜର ଭବିଷ୍ୟତ କାର୍ଯ୍ୟପନ୍ଥା

ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ଟ୍ବିନ୍ ସିଟି ନୂଆ ପୁଲିସ କମିଶନର

ଭୁବନେଶ୍ବର: ବଦଳିଲେ ଟ୍ବିନ୍ ସିଟି ପୁଲିସ କମିଶନର। ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୁଲିସ କମିଶନର। ୧୯୯୫ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ। ସୌମେନ୍ଦ୍ର ପ୍ରିୟଦର୍ଶୀ ଏବେ କ୍ରାଇମ୍‌ ବ୍ରାଞ୍ଚ ଏଡିଜି ଅଛନ୍ତି। ସୁଧାଂଶୁ ଷଡ଼ଙ୍ଗୀଙ୍କ ସ୍ଥାନରେ ନୂଆ ପୁଲିସ

ଦେଶର ଯୁବକମାନେ ଆମର ପୂର୍ବପୁରୁଷଙ୍କ ବଳିଦାନକୁ ସ୍ମରଣ କରିବା ଆବଶ୍ୟକ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ଚଳିତ ବର୍ଷ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବ। ଏଥିପାଇଁ ୭୫ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମର ଆୟୋଜନ କରିିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ପକ୍ଷରୁ ଏଥିପାଇଁ ଏକ ୨୫୯ ଜଣିଆ ଜାତୀୟ କମିଟି ଗଠନ କରାଯାଇଛି, ଯେଉଁଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ

ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଚେତାବନୀ : ଆସିପାରେ କରୋନା ମହାମାରୀର ତୃତୀୟ କିମ୍ବା ଚତୁର୍ଥ ଲହର

ନୂଆଦିଲ୍ଲୀ : କିଛିଦିନ ଧରି କରୋନା ସଂକ୍ରମଣ ହ୍ରାସ ପରେ ପୁଣି ଥରେ ସାରା ବିଶ୍ୱରେ ଏହାର ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ସାରା ବିଶ୍ୱରେ ଗତ ୨୪ ଘଣ୍ଟା ମଧ୍ୟରେ ତିନି ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି, ଫଳ​‌ରେ ସଂକ୍ରମଣ ସଂଖ୍ୟା ୧୧ କୋଟି ୭୦ ଲକ୍ଷରୁ ଅଧିକ ହୋଇଯାଇଛି। ଅନ୍ୟ

ମୁଖ୍ୟ ସଚିବଙ୍କ ଯାଜପୁର ଜିଲ୍ଲା ଗସ୍ତ

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଯାଜପୁର : ଯାଜପୁର ଜିଲ୍ଲାର ବିକାଶକୁ ତ୍ୱରାନ୍ୱିତ କରାଯାଉଛି। ବିଭିନ୍ନ ମେଗା ପ୍ରକଳ୍ପଗୁଡ଼ିକର ସମୀକ୍ଷା କରାଯିବା ସହ ତାହାର ସୁଫଳ ଲୋକମାନଙ୍କୁ ଯଥାଶୀଘ୍ର ମିଳିବା ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର

ବିଗିଡ଼ିଲା ସାଧ୍ବୀ ପ୍ରଜ୍ଞାଙ୍କ ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ପାଇଁ ବିମାନ ଯୋଗେ ମୁମ୍ବାଇ ନିଆଗଲା

ଭୋପାଳ: ବିଗିଡିଲା ମଧ୍ୟପ୍ରଦେଶର ଭୋପାଳରୁ ବିଜେପି ସାଂସଦ ଥିବା ସାଧ୍ବୀ ପ୍ରଜ୍ଞା ସିଂ ଠାକୁରଙ୍କ ସ୍ୱାସ୍ଥ୍ୟାବସ୍ଥା। ହଠାତ ସ୍ବାସ୍ଥ୍ୟାବସ୍ଥାରେ ସମସ୍ୟା ଦେଖାଯିବାରୁ ପ୍ରଜ୍ଞା ସିଂ ଠାକୁରଙ୍କୁ ବିମାନ ଯୋଗେ ଚିକିତ୍ସା ପାଇଁ ମୁମ୍ବାଇ ନିଆଯାଇଛି। ବିଜେପି ସାଂସଦଙ୍କ କାର୍ଯ୍ୟାଳୟ

ବିଶ୍ବ ଟେଷ୍ଟ ଚାମ୍ପିଅନ୍ ହେବାଠାରୁ ଆଉ ଗୋଟିଏ ପାଦ ଦୂରରେ ଭାରତ

ଅହମଦାବାଦ : ଆଜି ଅହମଦାବାଦ ଟେଷ୍ଟରେ ଇଂଲଣ୍ଡକୁ ପରାସ୍ତ କରିବା ପରେ ଭାରତ ବିଶ୍ବ ଟେଷ୍ଟ ଚାମ୍ପିଅନସିପର ଫାଇନାଲରେ ପ୍ରବେଶ କରିଛି । ଆସନ୍ତା ଜୁନ ୧୮ ତାରିଖରେ ଲଣ୍ଡନର ଐତିହାସିକ ଲର୍ଡ୍ସ ଷ୍ଟାଡିୟମଠାରେ ଏହି ଫାଇନାଲ ମ୍ୟାଚ ଖେଳାଯିବ । ଏହି ମ୍ୟାଚ ଜିତିଲେ ଭାରତ ପ୍ରଥମ ବିଶ୍ବ ଟେଷ୍ଟ

ଶ୍ରୀଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରା: ଦୀପ ଜାଳିବା ପାଇଁ ଏକାଠି ବସି ପାରିବେ ନାହିଁ ଶ୍ରଦ୍ଧାଳୁ

ଭୁବନେଶ୍ବର: ମାର୍ଚ୍ଚ ୧୧ରେ ପଡୁଛି ମହାଶିବ ରାତ୍ରୀ। ଏହି ଅବସରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗରଯାତ୍ରା ପାଳନ କରାଯିବ। ଏଥର କୋଭିଡ୍‌ କଟକଣା ମଧ୍ୟରେ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳିତ ହେବ। କୋଭିଡ୍‌ ନିୟମ ପାଳନ କରି ଭକ୍ତମାନେ ଦୀପ ଜାଳିବେ, କିନ୍ତୁ ଜାଗର ଦୀପ ଜାଳିବା ପାଇଁ

ଅହମ୍ମଦାବାଦ ଟେଷ୍ଟ ସହ ଭାରତ ୩-୧ରେ ସିରିଜ ବିଜୟୀ

ଋଷଭ ପନ୍ତ ମ୍ୟାନ ଅଫ୍ ଦ ମ୍ୟାଚ, ରବିଚନ୍ଦ୍ରନ୍‌ ଅଶ୍ବିନ ମ୍ୟାନ ଅଫ୍ ଦ ସିରିଜ ଅହମ୍ମଦାବାଦ : ଚତୁର୍ଥ ଟେଷ୍ଟରେ ଭାରତ ଇନିଂସ୍‌ ବିଜୟୀ ହୋଇଛି। ଇଂଲଣ୍ଡକୁ ଏକ ଇନିଂସ୍‌ ଓ ୨୫ ରନ୍‌ରେ ପରାସ୍ତ କରି ଭାରତ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ୩-୧ରେ ବିଜୟୀ। ଅକ୍ଷର ପଟେଲ୍‌ ଓ
error: Content is protected !!
Open chat