ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ
କାମାକ୍ଷାନଗର: ମାଛ ବ୍ୟବସାୟୀଙ୍କୁ ମାଡ଼ମାରି ଟଙ୍କା ଛଡ଼ାଇନଲେ ଦୁର୍ବୃତ୍ତ। ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଖତେଇବେଣି କେନାଲ ନିକଟରେ ଘଟିଛି ଏହି ଭଳି ଘଟଣା। ସୂଚନା ମୁତାବକ ବ୍ୟବସାୟୀ ଜଣଙ୍କ ହେଉଛନ୍ତି ଜୟପୁର ଗ୍ରାମର ଚୈତନ୍ୟ ବେହେରା। ସେ ଆଜି ବ୍ୟବସାୟ ସାରି ଘରକୁ ଫେରୁଥିବା!-->…
