ମାର୍ଚ୍ଚ ୧୧ ସୁଦ୍ଧା କରୋନା ହେବ ପ୍ରଭାବହୀନ
ନୂଆଦିଲ୍ଲୀ ୨୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରାୟ ଦୁଇ ବର୍ଷ ହେଲା କରୋନା ମହାମାରୀ ପୀଡାରେ ଛଟପଟ ହେଉଥିବା ଭାରତ ସମେତ ସମୁଚ୍ଚୟ ବିଶ୍ବ ପାଇଁ ଏକ ସବୁଠୁ ବଡ଼ ପ୍ରଶ୍ନ କେବେ ଯିବ କରୋନା। ଏହା ଭିତରେ ଏକ ଆଶ୍ବସ୍ତିକର ଖବର ଦେଇଛନ୍ତି ଆଇସିଏମଆର ମହାମାରୀ ବିଶେଷଜ୍ଞ ସମୀରନ ପଣ୍ଡା। ସେ!-->…