Monthly Archives

January 2022

ମାର୍ଚ୍ଚ ୧୧ ସୁଦ୍ଧା କରୋନା ହେବ ପ୍ରଭାବହୀନ

ନୂଆଦିଲ୍ଲୀ ୨୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ପ୍ରାୟ ଦୁଇ ବର୍ଷ ହେଲା କରୋନା ମହାମାରୀ ପୀଡାରେ ଛଟପଟ ହେଉଥିବା ଭାରତ ସମେତ ସମୁଚ୍ଚୟ ବିଶ୍ବ ପାଇଁ ଏକ ସବୁଠୁ ବଡ଼ ପ୍ରଶ୍ନ କେବେ ଯିବ କରୋନା। ଏହା ଭିତରେ ଏକ ଆଶ୍ବସ୍ତିକର ଖବର ଦେଇଛନ୍ତି ଆଇସିଏମଆର ମହାମାରୀ ବିଶେଷଜ୍ଞ ସମୀରନ ପଣ୍ଡା। ସେ…

ରାଜ୍ୟରେ କୋଭିଡ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି: ଜନସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୨୦/୦୧/୨୦୨୨ କଳିଙ୍ଗ ଜ୍ୟୋତି : ସଂକ୍ରମଣ ଅପାତତଃ ଭାବେ ସ୍ଥିର ରହିଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ ଆସିଛି, କେସ ଡବଲିଙ୍ଗ କମିଛି।ଏବେ ରାଜ୍ୟରେ ୮୮ ହଜାର ଆକ୍ଟିଭ କେସ…

ସ୍ତନ୍ୟପାନ ମାଧ୍ୟମରେ କୋଭିଡ୍‌-୧୯ ଭାଇରସ୍‌ ସଂକ୍ରମଣର କୌଣସି ପ୍ରମାଣ ନାହିଁ : ଅଧ୍ୟୟନ

ନୂଆଦିଲ୍ଲୀ ୧୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ନିକଟରେ କୋଭିଡ୍‌ ସଂକ୍ରମିତ ମା’ମାନେ ସେମାନଙ୍କ ଶିଶୁକୁ ସ୍ତନ୍ୟପାନ ମାଧ୍ୟମରେ ସଂକ୍ରାମକ ସାର୍ସକୋଭ-୨ ଦ୍ୱାରା ସଂକ୍ରମିତ କରିବାର କୌଣସି ପ୍ରମାଣ ନାହିଁ ବୋଲି ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। ଏହି ଅଧ୍ୟୟନର ରିପୋର୍ଟ ‘ପେଡିଆଟ୍ରିକ୍‌…

ରାଜ୍ୟରେ କୋଭିଡ୍‌ର ତୃତୀୟ ଲହର ଚାଲିଛି – ଭୟଭୀତ ହୁଅନ୍ତୁ ନାହିଁ ସତର୍କ ରୁହନ୍ତୁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୧୯/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ କୋଭିଡ୍‌ର ତୃତୀୟ ଲହର ଚାଲିଛି  । ଭୟଭୀତ ହୁଅନ୍ତୁ ନାହିଁ ସତର୍କ ରୁହନ୍ତୁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସୂଚନା ଦେଇଛନ୍ତି । ରାଜ୍ୟ ସରକାର ଜୀବନ ଏବଂ ଜୀବିକା ଉଭୟକୁ ପ୍ରାଧାନ୍ୟତା ଦେଉଛନ୍ତି । ଏଥିପାଇଁ ଲକ୍ ଡାଉନ୍‌…

ଟିକା ନେବା ପାଇଁ କାହାକୁ ବାଧ୍ୟ କରାଯାଇ ପାରିବ ନାହିଁ : କେନ୍ଦ୍ର ସରକାର

ନୂଆଦିଲ୍ଲୀ ୧୭/୦୧/୨୦୨୨ କଳିଙ୍ଗ ଜ୍ୟୋତି : ସମ୍ମତି ବିନା କୌଣସି ବ୍ୟକ୍ତିଙ୍କୁ ବାଧ୍ୟ କରି ଟିକା ଦିଆଯାଇ ପାରିବ ନାହିଁ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଜାରି କରିଥିବା ‘କୋଭିଡ୍‌-୧୯ ଟିକାକରଣ ଗାଇଡ୍‌ଲାଇନ୍‌’ରେ ଉଲ୍ଲେଖ ଥିବା କଥା କେନ୍ଦ୍ର ସରକାର ସୁପ୍ରିମ୍‌ କୋର୍ଟଙ୍କୁ…

ଭାରତରେ କୋଭିଡ୍‌ ଟିକାକରଣ ଅଭିଯାନର ୧ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ ୧୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କୋଭିଡ୍‌-୧୯ ମହାମାରୀ ବିରୁଦ୍ଧରେ ଦେଶବ୍ୟାପୀ ଆରମ୍ଭ ହୋଇଥିବା ଟିକାକରଣ ଅଭିଯାନର ରବିବାର ଦିନ ଏକ ବର୍ଷ ପୂର୍ତ୍ତି ହୋଇଛି। ଏହି ଅବଧି ମଧ୍ୟରେ ୧୫୬.୭୬ କୋଟିରୁ ଅଧିକ ଟିକା ଡୋଜ୍‌ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଇଛି। ସ୍ୱାସ୍ଥ୍ୟ…

ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ : ବିଶେଷଜ୍ଞ

ନୁଆଦିଲ୍ଲୀ ୧୬/୦୧/୨୦୨୨ କଳିଙ୍ଗ ଜ୍ୟୋତି : କରୋନାର ସ୍ୱଳ୍ପ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ପାରାସିଟାମଲ୍ ହିଁ ଯଥେଷ୍ଟ । ଆଜିଥ୍ରୋମାଇସିନ୍ ଓ ମଲୁନୋପିରାଭିର ଭଳି ଆଣ୍ଟିବାୟ‌ୋଟିକର ବହୁଳ ବ୍ୟବହାର ନେଇ ଚିନ୍ତା ବ୍ୟକ୍ତକରିଛନ୍ତି ବିଶେଷଜ୍ଞ । ବିଶେଷଜ୍ଞଙ୍କ ମତରେ ଯେଉଁ ରୋଗୀ କରୋନା ଟିକା…

ଭାରତୀୟ ଟେଷ୍ଟ ଦଳର ଅଧିନାୟକ ପଦ ଛାଡିଲେ ବିରାଟ କୋହଲି

ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବିରାଟ କୋହଲି ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ଏକ ଟ୍ବିଟ କରି ସେ ଏହି ସୂଚନା ଦେଇଛନ୍ତି । ଟ୍ବିଟରରେ ସେ ଲେଖିଛନ୍ତି ଯେ ଗତ ୭ ବର୍ଷରେ ସେ କଠିନ ପରିଶ୍ରମ ଓ ଅଧ୍ୟବସାୟ ବଳରେ ସେ ଦଳକୁ ଆଗକୁ ନେଇଛନ୍ତି…

୨୨ ପର୍ଯ୍ୟନ୍ତ ଶୋଭାଯାତ୍ରା ମନା, ସଭାକୁ ଅନୁମତି

ଶୋଭାଯାତ୍ରା ଓ ରୋଡ୍‌ ଶୋ’ ଉପରେ କଟକଣା ଜାରି କଲେ ଭାରତ ନିର୍ବାଚନ ଆୟୁକ୍ତ ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଶନିବାର ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଦେଶର ୫ଟି ରାଜ୍ୟରେ ହେବାକୁଥିବା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କଟକଣାକୁ ବୃଦ୍ଧି କରାଯାଇଛି। ନିର୍ବାଚନ ହେବାକୁ…

ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ

ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ଉତ୍ସବକୁ ପାଳନରେ ସାମିଲ କରାଯିବ ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ ତାରିଖରୁ ଆରମ୍ଭ ହେବ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ବୀର ପୁରୁଷ ନେତାଜୀ ସୁଭାଷ ଚନ୍ଦ୍ର…
error: Content is protected !!
Open chat