Daily Archives

February 20, 2022

ତୃତୀୟ ପର୍ଯ୍ୟାୟରେ ୭୧% ମତଦାନ

ଭୁବନେଶ୍ବର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ତୃତୀୟ ପର୍ଯ୍ୟାୟରେ ପ୍ରାରମ୍ଭିକ ସୂଚନା ଅନୁସାରେ ୭୧% ମତଦାନ ହୋଇଛି ବୋଲି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି। ମତଦାନ ନେଇ ସୂଚନା ଦେଇ ଶ୍ରୀ ପାଢ଼ୀ କହିଛନ୍ତି ଯେ ରାଜ୍ୟର ୨୯ଟି ଜିଲ୍ଲାର ୬୩ଟି ବ୍ଲକର ୧୩୮୨ଟି…

ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ, ଆଜି ତ୍ରିସ୍ତରୀୟ ପଞ୍ଚାୟତ…

ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଗୌଡୀୟ ମିଶନ ପ୍ରତିଷ୍ଠାତା ଶ୍ରୀଳ ଭକ୍ତିସିଦ୍ଧାନ୍ତ ଗୋସ୍ବାମୀ ପ୍ରଭୁପାଦଙ୍କ ଆଜି ୧୫୦ତମ ଜୟନ୍ତୀ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଯୋଗ ଦେଇଛନ୍ତି। ପୁରୀ ଚୈତନ୍ୟ ଗୌଡୀୟ ମଠକୁ ଯାଇ ଶ୍ରୀଳ ଭକ୍ତିସିଦ୍ଧାନ୍ତଙ୍କ ପ୍ରତିମୂର୍ତ୍ତିରେ…

ଯାଜପୁରରେ ୪ଟି ବୁଥରେ ଜବରଦଖଲ, ମତଦାନ ବନ୍ଦ; ବିଡ଼ିଓଙ୍କ ଉପରେ ଆକ୍ରମଣ ସୂଚନା

ଯାଜପୁର ୨୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଯାଜପୁର ଜିଲ୍ଲାରେ ତ୍ରି-ସ୍ତରୀୟ ପଂଚାୟତ ନିର୍ବାଚନର ପ୍ରଥମ ଓ ଦ୍ଵିତୀୟ ପର୍ଯ୍ୟାୟରେ ବୁଥ ଜବରଦଖଲ ଭଳି ଘଟଣା ଘଟିଥିଲା ବେଳେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ସମୟରେ କୋରାଇ ବ୍ଲକ ଗୋଳେଇପୁର ପଞ୍ଚାୟତର ସୋତି ୟୁଜିଏମଇ ସ୍କୁଲରେ ଭୋଟଗ୍ରହଣ ଚାଲିଥିବା…
error: Content is protected !!
Open chat