ବଂଶବାଦୀ ରାଜନୀତି ଗଣତନ୍ତ୍ର ପାଇଁ ବିପଦ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଂଶବାଦୀ ରାଜନୀତି ଗଣତନ୍ତ୍ର ପାଇଁ ବିପଦ। ଏଭଳି ରାଜନୀତି ରାଷ୍ଟ୍ର ହିତରେ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନର ୨୪ ଘଣ୍ଟାରୁ କମ୍ ସମୟ ପୂର୍ବରୁ ଏଏନ୍ଆଇକୁ ସାକ୍ଷାତକାର!-->…