ସୁସ୍ଥ ହେଲେ ମହାପ୍ରଭୁ : ରାଜପ୍ରସାଦ ବିଜେ ନୀତି
ପୁରୀ ୨୫/୦୬/୨୦୨୨ କଳିଙ୍ଗ ଜ୍ୟୋତି ବ୍ୟୁରୋ : ଶ୍ରୀମନ୍ଦିରରେ ଶନିବାର ପାରମ୍ପରିକ ରୀତିମତେ ରାଜପ୍ରସାଦ ବିଜେ ନୀତି ଅନୁଷ୍ଠିତ ହୋଇଯାଇଛି । ଅଣସରଘରେ ଚତୁର୍ଦ୍ଧାମୂର୍ତ୍ତି ଏବେ ସୁସ୍ଥ ହୋଇଛନ୍ତି ବୋଲି ମହାପ୍ରଭୁଙ୍କ ସେବାରେ ବ୍ରତୀଥିବା ଦଇତାପତି ସେବକମାନେ ଗଜପତି ମହାରାଜାଙ୍କୁ!-->…