ଅଫଲାଇନ୍ରେ ହିଁ ହେବ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା
ନୂଆଦିଲ୍ଲୀ ୨୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଅଫଲାଇନ ବୋର୍ଡ଼ ପରୀକ୍ଷା ବାତିଲ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି ଦେଇଛନ୍ତି। ବୁଧବାର ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇ କହିଛନ୍ତି ଯେ, ଏପରି ଆବେଦନ ଛାତ୍ରଛାତ୍ରୀମାନଙ୍କୁ ମିଥ୍ୟା ସାନ୍ତ୍ୱନା ଦେଇଥାଏ ।!-->…