ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ

0 790
greentech

ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ ୮୮,୮୯,୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

nineteen + eleven =

error: Content is protected !!
Open chat