କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୭/୦୭ : ବରିଷ୍ଠ ବିଜେଡି ନେତା ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ ଘଟଛି।ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ କିଛିଦିନ ହେବ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।ତାଙ୍କ ମୃତ୍ୟୁକୁ ନେଇ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।