୨୪x୭ ଉପଲବ୍ଧ ହେବ ଆରଟିଜିଏସ ସେବା : ରିଜର୍ଭ ବ୍ୟାଙ୍କ

ମୁମ୍ବାଇ : ଆଗାମୀ କିଛି ଦିନ ମଧ୍ୟରେ ଆରଟିଜିଏସ ସେବାକୁ ୨୪ ଘଣ୍ଟିଆ କରାଯିବ ଓ ଏହା ସପ୍ତାହର ସବୁଦିନ ଉପଲବ୍ଧ ରହିବ ବୋଲି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି । ଆଜି ରିଜର୍ଭ ବ୍ୟାଙ୍କର ଦ୍ୱିମାସିକ ଋଣନୀତି ସମୀକ୍ଷା ଘୋଷଣା କରିବାବେଳେ ଶ୍ରୀ ଦାସ ଏ ସମ୍ପର୍କରେ

କୃଷକଙ୍କ ସମସ୍ତ ପ୍ରସଙ୍ଗ ଉପରେ ଖୋଲା ମନରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ : ଶନିବାର ୫ମ ପର୍ଯ୍ୟାୟ ଆଲୋଚନା

ନୂଆଦିଲ୍ଲୀ : ସରକାର ଏବଂ କୃଷକ ପ୍ରତିନିଧୀଙ୍କ ମଧ୍ୟରେ ୩ଟି କୃଷି ଆଇନକୁ ନେଇ ଚତୁର୍ଥ ପର୍ଯ୍ୟାୟ ଆଲୋଚନା ଶେଷ ହୋଇଛି । ତେବେ କିଛି ଚୁଡାନ୍ତ ନିଷ୍ପତ୍ତି ହୋଇ ପାରି ନାହିଁ। ଏହି ବୈଠକରେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ସରକାରୀ

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟ୍ବେଣ୍ଟି୨୦ ଆଜି

କାନ୍‌ବେରା: ଭ୍ରମଣକାରୀ ଭାରତ ବିପକ୍ଷରେ ଘରୋଇ ଦିନିକିଆ ସିରିଜ୍‌ର ପ୍ରଥମ ୨ଟି ମ୍ୟାଚ୍‌କୁ ସହଜ​‌େ​‌ର ଜିତିବା ପରେ ୩ୟ ଦିନିକିଆରେ ପରାସ୍ତ ହୋଇଛି ଅଷ୍ଟ୍ରେଲିଆ। ଦଳର କିଛି ପ୍ରମୁଖ ଖେଳାଳି ଆହତହେବା ଅଷ୍ଟ୍ରେଲିଆ ପରାଜୟର କାରଣ ହୋଇଥିଲା। ସମାନ ଆହତଗତ ସମସ୍ୟା ସହ ଭାରତ ବିପକ୍ଷରେ

ଚାକିରି ଦେବା ନାଁରେ ଠକେଇ, ଜାଲିଆତି ଅଭିଯୋଗ ମାମଲା: ଜାମିନ ଖାରଜ ପରେ ଝାରପଡ଼ା ଜେଲ୍‌ ଗଲେ ପ୍ରଦୀପ

ଭୁବନେଶ୍ୱର,୦୪/୧୨: ଚାରି ଦିନ ତଳେ ଦଳରୁ ତଡ଼ା ଖାଇଥିଲେ ଜନ ବିରୋଧୀ କାର୍ଯ୍ୟ ପାଇଁ । ଗତକାଲି ଗିରଫ ହୋଇଛନ୍ତି। ଅଭିଯୋଗ, ଚାକିରି ଦେବା ନାମରେ ଠକୁଥିଲେ । କୋଟି କୋଟି ଟଙ୍କା ଆଦାୟ କରିଛନ୍ତି । ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର

ବାସଭବନରୁ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଉଠାଇ ନେଲା କ୍ରାଇମବ୍ରାଞ୍ଚ

ସ୍ବାମୀଙ୍କ ଜୀବନ ପ୍ରତି ବିପଦ, କିଛି ହେଲେ ମୁଖ୍ୟମନ୍ତ୍ରୀ ଦାୟୀ: ପତ୍ନୀ ସୁଜାତା ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ  ତାଙ୍କ ଭୁବନେଶ୍ବର ବାସଭବନରୁ ଉଠାଇ ନେଇଛି କ୍ରାଇମ୍‌ବ୍ରାଞ୍ଚ। ଏ ସମ୍ପର୍କରେ କ୍ରାଇମବ୍ରାଞ୍ଚ ସୂଚନା ଦେଇଛି । ତାଙ୍କୁ ପଚରାଉଚରା କରାଯିବ

ବିପଜ୍ଜନକ ନିଶା (ଡ଼୍ରଗ୍) ତାଲିକାରୁ ହଟିଲା ଗଞ୍ଜେଇ

ଭିଏନା: ମିଳିତ ଜାତିସଂଘ ବିଶ୍ବର ବିପଜ୍ଜନକ ନିଶା (ଡ଼୍ରଗ୍) ତାଲିକାରୁ ଗଞ୍ଜେଇକୁ ବାଦ ଦେଇଛି । ନାରକୋଟିକ୍ସ ସଂକ୍ରାନ୍ତ ୧୯୬୧ କନଭେନସନ ତାଲିକାରୁ ଗଞ୍ଜେଇର ପତ୍ର ଓ ଗଞ୍ଜେଇର କଢ଼କୁ ବାଦ ଦେବା ନିମନ୍ତେ ହୋଇଥିବା ଭୋଟ ୨୭-୨୫ ଭୋଟରେ ଗୃହୀତ ହୋଇଛି । ଫଳରେ ଆନ୍ତର୍ଜାତିକସ୍ତରରେ ଗଞ୍ଜେଇ

ଜାନୁଆରି ପ୍ରଥମଭାଗ ସୁଦ୍ଧା ଭାରତରେ କରୋନା ଟିକାକୁ ଅନୁମତି ମିଳିବା ସମ୍ଭାବନା : ଏମ୍ସ ମୁଖ୍ୟ

ନୂଆଦିଲ୍ଲୀ : କରୋନା ଟିକାକୁ ସାରା ଦେଶର ଲୋକେ ଅପେକ୍ଷା କରିଥିବାବେଳେ ଏମ୍ସ ନିର୍ଦ୍ଦେଶକ ଡଃ. ରଣଦୀପ ଗୁଲେରିଆ ଆଜି କହିଛନ୍ତି ଯେ ଚଳିତ ମାସ ଶେଷ କିମ୍ବା ଜାନୁଆରି ପ୍ରଥମ ଭାଗ ସୁଦ୍ଧା ଟିକା ଆସିଯିବ ବୋଲି ସେ ଆଶା କରୁଛନ୍ତି । ସେ କହିଛନ୍ତି ଯେ ଭାରତରେ ଟିକା ଗୁଡ଼ିକର

ରାଜନୀତିରେ ରଜନୀକାନ୍ତଙ୍କ ପ୍ରବେଶ

ଚେନ୍ନାଇ: ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ରାଜନୀତିରେ ପ୍ରବେଶ କରିଛନ୍ତି ଦକ୍ଷିଣ ଭାରତୀୟ ସୁପରଷ୍ଟାର ରଜନୀକାନ୍ତ। ସେ ରାଜନୀତିରେ ସକ୍ରିୟ ରହିବା ଲାଗି ଦଳ ଗଠନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ୩୧ ତାରିଖରେ ସେ ଦଳ ସମ୍ପର୍କରେ ଘୋଷଣା କରିବେ ଏବଂ ନୂଆବର୍ଷରେ ଏହାର ଶୁଭାରମ୍ଭ

ପରୀ ଯଦି ନ୍ୟାୟ ନପାଇଲା ତେବେ ସରକାରଙ୍କ କ୍ଷମତାରେ ରହିବାର ଅଧିକାର ନାହିଁ : ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର : ନୟାଗଡ଼ର ପରୀ ହତ୍ୟା ମାମଲାକୁ ନେଇ ଏବେ ଓଡ଼ିଶା ରାଜନୀତିର ପାଣିପାଗ ରହିଛି। ପରୀକୁ କିଏ ହତ୍ୟା କରିଛି, କାହିଁକି ହତ୍ୟା କରିଛି ଓ ଏହା ପଛର ମୁଖ୍ୟ ଖଳନାୟକ କିଏ, ତାକୁ ଜାଣିବା ପାଇଁ ସମସ୍ତେ ଉକ୍ରଣ୍ଠାର ସହ ଚାହିଁବସିଛନ୍ତି । ତେବେ ଏହାରି  ନୟାଗଡ଼ର ପରୀ ହତ୍ୟା

ଅଫ୍‌ଲାଇନ୍‌ରେ ହେବ ଦଶମ ଏବଂ ଯୁକ୍ତ ଦୁଇ ପରୀକ୍ଷା- ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର – ଅଫ୍‌ ଲାଇନ୍‌ରେ ହେବ ଦଶମ ଏବଂ ଯୁକ୍ତ ଦୁଇ ପରୀକ୍ଷା । ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି । ପୂର୍ବରୁ ଚଳିତ ବର୍ଷ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ହେବ। ବିଳମ୍ବିତ ହୋଇପାରେ କିନ୍ତୁ ପରୀକ୍ଷା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
error: Content is protected !!
Open chat