ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ – ପୋଷଳ – ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଉଚ୍ଚସେତୁ ନିର୍ମାଣ…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୬/୦୯ : ରାଜ୍ୟ ସରକାର ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ-ପୋଷଳ-ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚସେତୁ ନିର୍ମାଣ କରିବା ପାଇଁ ମଞ୍ଜୁରୀ ଦେଇଛନ୍ତି । ଏହି ସେତୁର ଅଟକଳ ମୂଲ୍ୟ ୧୧୮.୫୬ କୋଟି ଏବଂ ଦୈର୍ଘ୍ୟ ୮୮୮.୮୯ ମିଟର । ସରକାରଙ୍କର!-->…