ମହେନ୍ଦ୍ରଗିରିର ବିକାଶ ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ପତ୍ର ଲେଖି ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ – ସ୍ୱଦେଶ ଦର୍ଶନ ଯୋଜନାରେ ରାମାୟଣ ସର୍କିଟ ଅଧିନରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରଣାଳୟକୁ ପ୍ରସ୍ତାବ ଦେବା ପାଇଁ ଅନୁରୋଧ – ରାଜ୍ୟ ସରକାରଙ୍କୁ ଏଥିପାଇଁ ପ୍ରସ୍ତାବ ଦେବାକୁ ପୂର୍ବରୁ ଅନୁରୋଧ କରିଥିଲା

ହୋମ୍ ଆଇସୋଲେସନ୍ ପାଇଁ ନୂଆ ଏସ୍ଓପି ଜାରି କଲା ବିଏମ୍‌ସି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୬/୦୯: ଭୁବନେଶ୍ଵର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଅଞ୍ଚଳରେ ଥିବା ଆଇସୋଲେସନ୍‌ ବ୍ୟବସ୍ଥା ପାଇଁ ନୂଆ ଏସ୍‌ଓପି ଜାରି ହୋଇଛି। ଉଭୟ ହୋମ୍‌ ଓ ପେଡ୍ ଆଇସୋଲେସନ୍‌ ଉପରେ ବିଏମ୍‌ସି କଡ଼ା

୨୦୨୧ରେ ଭାରତର କିଛି ଅଞ୍ଚଳରେ ରହିବ କରୋନା ପ୍ରଭ‌ାବ: ଏମ୍ସ ମୁଖ୍ୟ ଡକ୍ଟର ରଣଦୀପ ଗୁଲେରିଆ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : ଦେଶରେ ବଢ଼ୁଥିବା କରୋନା ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଆଜି ଭାରତରେ ମୋଟ କରୋନା ସଂକ୍ରମଣ ୪୦ଲକ୍ଷ ଅତିକ୍ରମ କରିଛି। ଏଥିସହିତ ୩୧ଲକ୍ଷରୁ ଅଧିକ କରୋନା ରୋଗୀ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ରାଜଧାନୀ: ପୁଣି ଖାକିରେ ଦାଗ ! ! ଲକଡାଉନ ସମୟରେ ପୁଲିସକର୍ମୀଙ୍କ ଦ୍ୱାରା ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ !

ଘଟଣାକୁ ଗମ୍ଭୀରତାର ସହ ନିଆଯାଇଛି;ତଦନ୍ତ ଜାରି ରହିଛି : ଡିସିପି,ଭୁବନେଶ୍ଵର ମାମଲାରେ ବୈଦ୍ୟୁତିକ ଗଣମାଧ୍ୟମର ୨ ଜଣ କର୍ମଚାରୀଙ୍କ ସଂପୃକ୍ତି ଅଭିଯୋଗ ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୯: ଲକଡାଉନ୍ ସମୟରେ ନାବାଳିକାଙ୍କୁ ରାଜଧାନୀ ଭୁବନେଶ୍ୱରରେ ପୁଲିସ କର୍ମଚାରୀ

ଆଇସିଏମଆରର ନୂଆ ଗାଇଡଲାଇନ – ଏବେ ଇଛା କଲେ ବି ହେବ କରୋନା ଟେଷ୍ଟିଂ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୯ : କରୋନା ପରୀକ୍ଷଣ ନିୟମରେ କୋହଳ କରିବା ପାଇଁ ପରାମର୍ଶ ଦେଇଛନ୍ତି ଆଇସିଏମଆର। ଏବେ ଯେ କୌଣସି ବ୍ୟକ୍ତି ଚାହିଁଲେ ନିଜର କରୋନା ପରୀକ୍ଷଣ କରାଇପାରିବେ। କାରଣ ବିଭିନ୍ନ ଦେଶ ଓ ରାଜ୍ୟ ସେମାନଙ୍କ ପ୍ରବେଶ ପଥରେ କରୋନା ନେଗେଟିଭ୍ ରିପୋର୍ଟକୁ

ଧର୍ମଗଡ: ସଟସର୍କିଟରୁ ତେଜରାତି ଦୋକାନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପାଉଁଶ ! !

ଧର୍ମଗଡ,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୯: ଧର୍ମଗଡ ସହରର କଲେଜ ରୋଡରେ ଡିସିବି ବ୍ୟାଙ୍କ ନିକଟରେ ଥିବା ବିଶ୍ୱାଳ କିରାନା ଷ୍ଟୋରରେ ସଟସର୍କିଟ ଯୋଗୁଁ ଗତକାଲି ରାତି ପ୍ରାୟ ତିନିଟା ସମୟରେ ନିଆଁ ଲାଗି ଯାଇଥିଲା । ସେହି ସମୟରେ ଉକ୍ତ ରାସ୍ତା ଦେଇ ପେଟ୍ରୋଲିଂରେ ଯାଉଥିବା

ସାଂସଦ ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ବର୍ଷା ପ୍ରିୟଦର୍ଶିନୀ: ଅନୁଭବଙ୍କ ଉପରେ ଘରୋଇ ହିଂସା ଓ ମାନସିକ ଅତ୍ୟାଚାର…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୫/୦୯: ସ୍ୱାମୀଙ୍କ ବିରୋଧରେ କୋର୍ଟ ଗଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ଘରୋଇ ହିଂସା ଓ ମାନସିକ ଅତ୍ୟାଚାର ଅଭିଯୋଗ ଆଣିଲେ ଅନୁଭବଙ୍କ ପତ୍ନୀ । କଟକ ଏସଡିଜେଏମ କୋର୍ଟରେ ଅଭିଯୋଗ କରିଛନ୍ତି ବର୍ଷା । ଏନେଇ ପ୍ରତିକ୍ରିୟା ରଖିଛନ୍ତି

ରାଜଗାଙ୍ଗପୁର: ନ୍ୟାସନାଲ ହ୍ୟୁମାନ ରାଇଟସ କମିଶନ ତରଫରୁ ଗୁରୁଦିବସ ଉପଲକ୍ଷେ ଅଞ୍ଚଳର ୧୭ ଜଣ ଶିକ୍ଷକ ଓ…

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୫/୦୯ : ପ୍ରତି ବର୍ଷ ସେପ୍ଟେମ୍ବର ମାସ ୫ ତାରିଖକୁ ସମଗ୍ର ଦେଶରେ ଗୁରୁଦିବସ ରୂପେ ପାଳନ କରାଯାଏ। ଆଜି, ସେପ୍ଟେମ୍ବର ୫ ତାରିଖ, ସ୍ୱାଧୀନ ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଓ ମହାନ ଶିକ୍ଷକ

ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ : ପାସ୍‌ ପ୍ରତିଶତ ୬୭.୫୬%, ପୁଣି ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

ବରଗଡ଼ ଜିଲ୍ଲାରେ ସର୍ବାଧିକ ପାସହାର ୭୬.୬୩%, ନବରଙ୍ଗପୁରରେ ସର୍ବନିମ୍ନ ୪୪.୬୭% କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୯ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ

ରାଉରକେଲା : ବଜରଙ୍ଗ ଦଳର କର୍ମୀମାନେ ଗୋରୁ ବୋଝେଇ ପିକଅପକୁ ଧରି ପୁଲିସ୍ ଜିମା ଦେଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଉରକେଲା ୦୫/୦୯: ବଜରଙ୍ଗ ଦଳର କର୍ମୀମାନେ ପୁଣିଏକ ଗୋରୁ ବୋଝେଇ ପିକ୍ଅପକୁ ଧରି ପୁଲିସ୍ ଜିମା ଦେଇଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋର ପ୍ରାୟ ସାଢେ ୪ଟା ବେଳେ ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ଖତକୁରବାହାଲରୁ ବନ୍ଧମୁଣ୍ଡା ଦେଇ ବିଶ୍ରାକୁ ଗୋଚାଲାଣ
error: Content is protected !!
Open chat