ଚୀନକୁ ଝଟକା ଦେଲା ଶ୍ରୀଲଙ୍କା : ଶ୍ରୀଲଙ୍କା ପାଇଁ ଭାରତ ପ୍ରଥମ : ଶ୍ରୀଲଙ୍କା ପାଇଁ ଭାରତ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୮: ଭାରତ ସହ ସୀମାରେ ବିବାଦ ଚାଲିଥିବା ବେଳେ ଚୀନକୁ ଝଟକା ଦେଇଛି ଶ୍ରୀଲଙ୍କା । ଭାରତ ହିଁ ଶ୍ରୀଲଙ୍କାର ପ୍ରଥମ ଗୁରୁତ୍ୱ ରହିବ ବୋଲି କହିଛନ୍ତି ଶ୍ରୀଲଙ୍କାର ରାଷ୍ଟ୍ରପତି ଗୋଟାବାୟ ରାଜପାକ୍ଷେ କହିଛନ୍ତି । ସେ କହିଛନ୍ତି ଯେ, ଶ୍ରୀଲଙ୍କା

ଆଇପିଏଲ୍‌ : ଆବୁଧାବିରେ କରୋନା ସଂକ୍ରମଣ ବୃଦ୍ଧି ନେଇ ଚିନ୍ତାରେ ବିସିସିଆଇ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୭/୦୮:ବିଶ୍ୱର ସବୁଠାରୁ ଧନଶାଳୀ ଟ୍ୱେଣ୍ଟି୨୦ ଲିଗ୍‍ ଆଇପିଏଲ୍‍ ଖେଳିବା ପାଇଁ ଖେଳାଳି ଏବେ ୟୁନାଇଟେଡ୍‍ ଆରବ ଏମିରେଟ୍‍ସ (ୟୁଏଇ)ରେ ସଂଗରୋଧରେ ଅଛନ୍ତି। ୮ଟିଯାକ ଫ୍ରାଞ୍ଚାଇଜି ଖୁବ୍‍ ଶୀଘ୍ର ଅଭ୍ୟାସ ପାଇଁ ମଧ୍ୟ ଓହ୍ଲାଇବେ। ଆଇପିଏଲ୍‍ର ୧୩ଶ ସଂସ୍କରଣ

ଦଶହରାରେ ଶସ୍ତାରେ ମିଳିପାରେ ବାଇକ, କେନ୍ଦ୍ର ସରକାର କମାଇପାରନ୍ତି ବାଇକ ମୂଲ୍ୟ

ନୂଆଦିଲ୍ଲୀ: ଦଶହରାରେ ବାଇକ କିଣିବାକୁ ଚାଁହୁଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର ଆଣିପାରନ୍ତି କେନ୍ଦ୍ର ସରକାର | କାରଣ କେନ୍ଦ୍ର ସରକାର ଦୁଇ ଚକିଆ ଯାନ ବାଇକ୍ କିମ୍ବା ସ୍କୁଟିର ମୂଲ୍ୟ ହ୍ରାସ କରିବାକୁ ଚିନ୍ତା କରୁଛନ୍ତି | ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଧ୍ୟ ଏ ବାବଦରେ ସୂଚନା

ନିତି ଆୟୋଗ ରପ୍ତାନି ତତ୍ପରତା ସୂଚୀ ୨୦୨୦ : ଶେଷ୍ଠ ପାଞ୍ଚ ରାଜ୍ୟ ମଧ୍ୟରେ ଓଡ଼ିଶା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୭/୦୮: ପ୍ରକାଶ ପାଇଛି ନୀତି ଆୟୋଗ ‘ରପ୍ତାନି ତତ୍ପରତା ସୂଚୀ ୨୦୨୦’ । ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ ଏହି ସୂଚୀରେ ଓଡ଼ିଶା ଶୀର୍ଷ ୫ ରାଜ୍ୟ ମଧ୍ୟରେ ସ୍ଥାନ ପାଇଛି। ବ୍ୟବସାୟ, ବାଣିଜ୍ୟ, ଶିଳ୍ପ ଏବଂ ରପ୍ତାନି କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ

ଯୁବିଙ୍କ ୬ ଛକା କଥା ମନେ ପକାଇଲେ ଅଶ୍ବିନ : ‘୪ ଛକା ପରେ ଅଧିନାୟକ ଓ ବୋଲରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା’

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାରେ ଆୟୋଜିତ ୨୦୦୭ ଟି-୨୦ ବିଶ୍ୱକପ୍‌ କ୍ରିକେଟ୍‌ପ୍ରେମୀଙ୍କ ମନରୁ ଲିଭିନଥିବ। କାରଣ ଏହି ବିଶ୍ବକପ୍‌ରୁ କ୍ରିକେଟ୍‌ର ସବୁଠାରୁ କ୍ଷୁଦ୍ର ଫର୍ମାଟ୍ ତିଷ୍ଟି ରହିବାର ବାଟ ଫିଟି ଥିଲା। ଏହି ପ୍ରତିଯୋଗିତାରେ ଭାରତୀୟ ମଧ୍ୟମକ୍ରମ ବାମହାତୀ ବ୍ୟାଟ୍ସମ୍ୟାନ୍ ଯୁବରାଜ

ଭାରତ ସରକାରଙ୍କ ଉଦ୍ୟମ ଓଡ଼ିଶାରେ ପର୍ଯ୍ୟଟନକୁ ବିକଶିତ କରିବ : ଧର୍ମେନ୍ଦ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୭/୦୮: ଓଡ଼ିଶା ବିଭିନ୍ନ ପ୍ରକାରର ଜୈବ ବିବିଧତା ସହ ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ସଂରକ୍ଷଣ ପାଇଁ ଉଦ୍ୟମ ଏବଂ ଜୈବ-ବିବିଧତାକୁ ସଶକ୍ତ କରିବାର

ଭାରତ ସରକାରଙ୍କ ବ୍ୟାଘ୍ର ପ୍ରକଳ୍ପକୁ ମିଳିଛି ସଫଳତା – ଗତ ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟା ଦୁଇ ଗୁଣା ହୋଇଛି:…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୮: ଭାରତ ସରକାରଙ୍କ ବାଘ ପ୍ରକଳ୍ପକୁ ସଫଳତା ମିଳିଛି। ଗତ ଦୁଇ ବର୍ଷ ମଧ୍ୟରେ ବାଘ ସଂଖ୍ୟା ଦୁଇ ଗୁଣା ହୋଇଛି ବୋଲି ଟ୍ୱିଟ୍‌ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାଛଡ଼ା ଭାରତ ସରକାର କ୍ରମାଗତ ଭାବରେ ସନ୍ତସନ୍ତିଆ ଅଞ୍ଚଳ ଓ

ବିଳାସ ସାମଗ୍ରୀ ବର୍ଗରୁ ବାଦ ପଡ଼ିବ – କମିବ ଟିକସ : ଶସ୍ତା ହୋଇପାରେ ମୋଟର ସାଇକେଲ, ମୋପେଡ଼, ସ୍କୁଟର

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସୂଚନା : ଅର୍ଥନୀତିରେ ସୁଧାର ଆଣିବା ପାଇଁ ସରକାର ଦୁଇଚକିଆ ଯାନ ଉପରୁ ଟିକସ କମାଇ ପାରନ୍ତି । ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୮: ଦୁଇଚକିଆ ଯାନ ଉପରେ କମିପାରେ ଟିକସ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବକ୍ତବ୍ୟରୁ ଏ

ଲଘୁଚାପ ଜନିତ ଲଗାଣ ବର୍ଷାରେ ସାରା ରାଜ୍ୟ ହେଲା ବେହାଲ: ଜଳବନ୍ଦୀ ଅବସ୍ଥାରେ ଅଧିକାଂଶ ଜିଲ୍ଲାବାସୀ

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ରାଜ୍ୟର ସବୁ ନଦୀ-ନାଳ : ରାଜ୍ୟରେ ଦେଖା ଦେଇଛି ବନ୍ୟା ଆଶଙ୍କା ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୭/୦୮ : ସମଗ୍ର ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିିବା ବେଳେ ପ୍ରାୟ ସମସ୍ତ ଅଞ୍ଚଳ ପ୍ରଭାବିତ ହୋଇଛି । ଗତକାଲି ମଙ୍ଗଳବାର

ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା: ବାଲେଶ୍ୱର-ରେମୁଣା ଓ ଭଦ୍ରକ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ବାଲେଶ୍ୱର ୨୬/୦୮:ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁଁ ସହରତଳି ଅଞ୍ଚଳଗୁଡ଼ିକ ଜଳାର୍ଣ୍ଣବ ହୋଇଛି। ବାଲେଶ୍ୱର-ରେମୁଣା ଓ ଭଦ୍ରକ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ସୂଚନା ମିଳିଛି। ବୈତରଣୀ ନଦୀର ଜଳ ନିଷ୍କାସିତ ଯୋଗୁଁ ଭଣ୍ଡାରିପୋଖରୀ ମାଳଦା ପଂଚାୟତର ସରତା
error: Content is protected !!
Open chat