ଭଦ୍ରକ ସାଂସଦ ଦମ୍ପତ୍ତି କରୋନା ଆକ୍ରାନ୍ତ: ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ତାଙ୍କ ସ୍ୱାମୀ ତଥା ଧାମନଗରର ପୂର୍ବତନ…

ଭଦ୍ରକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୮: ଭଦ୍ରକ ସାଂସଦ ଦମ୍ଫତ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି । ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ତାଙ୍କ ସ୍ୱାମୀ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ କୋଭିଡ ପଜିଟିଭ ନେଇ ନିଜେ ସୂଚନା ଦେଇଛନ୍ତି। ଭଦ୍ରକ ସାଂସଦ ମଞ୍ଜୁଲତା

ଚାଇନିଜ ଆପ ବନ୍ଦ ହେବା ପରେ ଚୀନକୁ ଆଉ ଏକ ଝଟକା: ‘ବନ୍ଦେ ଭାରତ ଟ୍ରେନ୍’ ଟେଣ୍ଡର ବାତିଲ କଲେ ଭାରତ ସରକାର –…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୮: ଭାରତରେ ଚାଇନିଜ ଆପ ବନ୍ଦ ହେବା ପରେ ଏବେ ଚୀନକୁ ଆଉ ଏକ ଝଟକା ଲାଗିଛି। ଚୀନକୁ ଆଉ ଏକ ଝଟକା ଦେଇଛି ଭାରତ, ୪୪ଟି ସେମି ହାଇସ୍ପିଡ ଏକ୍ସପ୍ରେସ ଟ୍ରେନର ଚୁକ୍ତିନାମାକୁ ବାତିଲ କରିଛି ଭାରତ। ଅତ୍ୟାଧୁନିକ ସେମି ହାଇସ୍ପିଡ୍ ‘ବନ୍ଦେ ଭାରତ

ପୁରୀ, ବଗଲା ଧର୍ମଶାଳା ଜମି ପ୍ରସଙ୍ଗ: ବେଆଇନ ଭାବେ ବିକ୍ରି ହୋଇଥିବା ଜମିକୁ ଫେରାଇ ଆଣିବାକୁ ଅଣ୍ଟାଭିଡିଲା ବିଜେପି…

ଭୁବନେଶ୍ୱର/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୮: ୧୯୦୫ ମସିହାରେ ବାବୁ କହ୍ନେୟାଲାଲ ବଗଲା ନାମକ ଜଣେ ବ୍ୟକ୍ତି ବଗଲା ଧର୍ମଶାଳା ନିର୍ମାଣ କରି ଶ୍ରୀଜଗନ୍ନାଥ ଦର୍ଶନ ପାଇଁ ପୁରୀ ଆସୁଥିବା ତୀର୍ଥଯାତ୍ରୀଙ୍କୁ ସୁଲଭ ମୂଲ୍ୟରେ କୋଠରି ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମାଜିଷ୍ଟ୍ରେଟ ଏବଂ ଲଜିଂ

କରୋନା ମୁକାବିଲାରେ ଓଡିଶା ରୋଲ୍ ମଡେଲ : ଟେଷ୍ଟିଂରେ ସାରା ଦେଶରେ ଦ୍ୱିତୀୟ, ଜାତୀୟ ହାରଠୁ ଅଧିକ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଓଡିଶା କରୋନା ମୁକାବିଲାରେ ଆଗରେ ରହିଛି । ରାଜ୍ୟରେ ଟେଷ୍ଟିଂ ହାର ବୃଦ୍ଧି ପାଇଛି । କରୋନା ଟେଷ୍ଟିଂରେ ଓଡିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି । କରୋନା ଟେଷ୍ଟିଂରେ ଓଡିଶା ବଡ ବଡ ରାଜ୍ୟ ପାଇଁ ରୋଲ୍ ମଡେଲ ପାଲଟିଛି । ଏଠାରେ ପ୍ରତି

ଆନ୍ଧ୍ରପ୍ରଦେଶ: ଚିତ୍ତୂର ନିକଟରେ ଏକ ଘରୋଇ ଦୁଗ୍ଧ କାରଖାନାରେ ଆମୋନିଆ ଗ୍ୟାସ ଲିକ ହେବା ଯୋଗୁଁ ୧୪ ଜଣ ମହିଳା…

ତିରୁପତି/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୧/୦୮: ଆନ୍ଧ୍ରପ୍ରଦେଶର ଚିତ୍ତୂର ଜିଲ୍ଲାର ପୁତଳପଟ୍ଟୁ ନିକଟ ଏମ୍. ବଣ୍ଡାପଲ୍ଲୀ ଗ୍ରାମରେ ଥିବା ‘ହାଟ୍‌ସନ୍ ଡାଇରି’ ୟୁନିଟ୍‌ରେ ଗତକାଲି ରାତି ପ୍ରାୟ ୯. ୩୦ରେ ଆମୋନିଆ ଗ୍ୟାସ୍ ଲିକ ହେବା ଯୋଗୁଁ ପ୍ରାୟ ୧୪ ଜଣ ମହିଳା କର୍ମଚାରୀଙ୍କ ସମେତ

ସେପ୍ଟେମ୍ବର ୧ରୁ ବଢ଼ିବ ବିମାନ ଟିକେଟର ଦାମ : ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ଆସନ୍ତା ମାସରୁ ଘରୋଇ ତଥା ଆନ୍ତର୍ଜାତୀୟ ଯାତ୍ରୀଙ୍କ ଉପରେ ଆଦାୟ ହେଉଥିବା ବିମାନ ସୁରକ୍ଷା ଶୁଳ୍କ (ଏଏସଏଫ) ବୃଦ୍ଧି ପାଇବ | ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ଆଜି ଘୋଷଣା କରାଯାଇଛି | ସେପ୍ଟେମ୍ବର ୧ରୁ ଏହି ନିୟମ ଲାଗୁ ହେବ

ଆଜି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ନାମଲେଖା ପାଇଁ ଆସନ୍ତାକାଲି(ଶୁକ୍ରବାର)ଠାରୁ ଆବେଦନ ଆରମ୍ଭ ହେବ । ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ

ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଅବସର ନେବା ପରେ ପ୍ରଶଂସାରେ ପୋତି ପକାଇଲେ ପ୍ରଧାନମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଶନିବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଭାରତୀୟଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧୋନିଙ୍କୁ ଚିଠି ଲେଖି ତାଙ୍କୁ ପ୍ରଶଂସା

କରୋନା ଭାଇରସର ମୁକାବିଲା ପାଇଁ ନିମ୍ବକୁ ନେଇ ଭାରତରେ ଆରମ୍ଭ ହେବ ହ୍ୟୁମାନ ଟ୍ରାଏଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ନିମ୍ବର ସ୍ୱାଦରେ ମଧୁରତା ନାହିଁ ସତ, ହେଲେ ଏହାର ଉପକାର ଅମୃତ ପରି ମଧୁର। ଏବେ ବୈଜ୍ଞାନିକ ଏବଂ ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଛନ୍ତି କରୋନା ମୁକାବିଲା କ୍ଷେତ୍ରରେ ନିମ୍ବର ବ୍ୟବହାର ବେଶ ଉପଯୋଗୀ ହୋଇପାରିବ। ଏ ନେଇ ଗବେଷଣା ଆରମ୍ଭ ହୋଇଛି।

ଜେଇଇ ମେନ୍‍ ପ୍ରବେଶିକା- ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ଜେଇଇ ମେନ୍‍ ପ୍ରବେଶିକା ପରୀକ୍ଷାର ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ । ସୋମବାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‍ ଏବଂ ଜେଇଇ ମେନ୍‍
error: Content is protected !!
Open chat