ସଭ୍ୟ ସମାଜରେ ମିଛ ଏନକାଉଣ୍ଟରର ସ୍ଥାନ ନାହିଁ- ଏନଏଚଆରସି ମୁଖ୍ୟ

ଗୁଆହାଟି (ଆସାମ) ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମିଛ ଏନକାଉଣ୍ଟର ଏକ ନାରକୀୟ ଘଟଣା । ଏକ ସଭ୍ୟ ସମାଜରେ ତାହାର ସ୍ଥାନ ନାହିଁ ବୋଲି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି)ର ଅଧ୍ୟକ୍ଷ ଜଷ୍ଟିସ ଅରୁଣ ମିଶ୍ର କହିଛନ୍ତି । ଦେଶର ପାଞ୍ଚଟି ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ମାନବାଧିକାର

ୟୁକ୍ତ-୩ ରେ ଯୋଡ଼ି ହେଲା ନୂଆ ବିଷୟ : ନୀତିଶାସ୍ତ୍ର ଓ ମୂଲ୍ୟବୋଧ

ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ୟୁଜି ବା ଅଣ୍ଡର ଗ୍ରାଜୁଏଟରେ ଯୋଡ଼ି ହେଲା ନୂଆ କୋର୍ସ୍। ନୈତିକ ଶିକ୍ଷା ଉପରେ ସ୍ବତନ୍ତ୍ର ପାଠ୍ୟକ୍ରମ ଯୁକ୍ତ ୩ ରେ ଏକ ବାଧ୍ୟତାମୂଳକ ବିଷୟ ଭାବେ ଯୋଡ଼ି ହେଲା। ଓଡ଼ିଶା ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ‘ନୀତିଶାସ୍ତ୍ର ଓ ମୂଲ୍ୟବୋଧ’ ବା ‘ଏଥିକ୍ସ

ଅଗ୍ନି ପ୍ରାଇମ୍‍ର ସଫଳ ପରୀକ୍ଷା

ଭୁବନେଶ୍ୱର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତର ପ୍ରତିରକ୍ଷା ବିଭାଗ ପକ୍ଷରୁ ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ଆଜି ସଫଳତାର ସହିତ ପରୀକ୍ଷା କରାଯାଇଛି। ଓଡ଼ିଶାର ବାଲେଶ୍ୱର ଜିଲାସ୍ଥିତ ଚାନ୍ଦିପୁର ପରୀକ୍ଷଣ ସ୍ଥଳରୁ ଶନିବାର ପୂର୍ବାହ୍ନରେ ଏହାର ପରୀକ୍ଷା କରାଯାଇଥିବା ଜଣାଯାଇଛି। ସରକାରୀ

ତୃତୀୟ ଲହର ମୁକାବିଲା ପାଇଁ ସରକାର ପ୍ରସ୍ତୁତ : ଜନ ସ୍ବାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ତୃତୀୟ ଲହର ମୁକାବିଲା ଲାଗି ରାଜ୍ୟ ସରକାର ସମର୍ଥ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ଅଛି ବୋଲି ଜନ ସ୍ବାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର କହିଛନ୍ତି। ବ୍ରିଟେନରେ ଯେମିତି ସଂକ୍ରମଣ ବଢ଼ୁଛି, ତୃତୀୟ ଲହର ସମ୍ଭାବନା ଅଧିକ ବୋଲି ନିଜ

୨୦୨୪ ବର୍ଷ ପର୍ଯ୍ୟନ୍ତ ରହିବ କରୋନା ମହାମାରୀ ପ୍ରଭାବ : ଫାଇଜର

ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରସିଦ୍ଧ ଟିକା  ନିର୍ମାତା ଫାଇଜର କମ୍ପାନୀ ଚେତାବନୀ ଦେଇଛି ଯେ କରୋନା ମହାମାରୀର ପ୍ରଭାବ ୨୦୨୪ ବର୍ଷ ପର୍ଯ୍ୟନ୍ତ ରହିପାରେ। ବିଶ୍ବର ଅନେକ ଦେଶରେ ନୂତନ ଭାରିଆଣ୍ଟ ଓମିକ୍ରନ୍ ର ସଂକମଣକୁ ଦୃଷ୍ଟିରେ ରଖି ଏହା କୁହାଯାଇଛି । ଗତ ମାସରେ

ଓମିକ୍ରନ୍‌ର ଲକ୍ଷଣ: ଗଳା ଦରଜ, କ୍ଲାନ୍ତ ଲାଗିବା, ଶରୀର ଯନ୍ତ୍ରଣା

ମୁମ୍ବାଇ : କରୋନାର ସାଧାରଣ ଲକ୍ଷଣ ଠାରୁ ଓମିକ୍ରନ୍‌ ପ୍ରଜାତିରେ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କଠାରେ ଲକ୍ଷଣ ସାମାନ୍ୟ ଭିନ୍ନ ରହୁଛି। ଗଳା ଦରଜ, କ୍ଳାନ୍ତ ଲାଗିବା, ଶରୀର ଯନ୍ତ୍ରଣା ଏବଂ ସାମାନ୍ୟ ଜ୍ବର ଆଦି ହେବା ଓମିକ୍ରନ୍‌ର କେତେକ ପ୍ରମୁଖ ଲକ୍ଷଣ। ଓମିକ୍ରନରେ ସଂକ୍ରମିତ ହୋଇ

ଆଜି ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉତ୍ତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ୫୯୪ କିଲୋମିଟର ଲମ୍ବା ଛଅ ଲେନ ବିଶିଷ୍ଟ ଏକ୍ସପ୍ରେସୱେ ୩୬,୨୦୦ କୋଟିରୁ ଅଧିକ ମୂଲ୍ୟରେ ର୍ନିମାଣ ହେବ ।

ମାଡ଼ିଚାଲିଛି ଓମିକ୍ରନ୍‌, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩

ନୂଆଦିଲ୍ଲୀ ୧୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ ‘ଓମିକ୍ରନ୍‌’ ପ୍ରଜାତି ଖୁବ୍‌ ଦ୍ରୁତ ଗତିରେ ମାଡ଼ି ଚାଲିଛି। ଏହା ୧୧ଟି ରାଜ୍ୟକୁ ବ୍ୟାପିଲାଣି ଏବଂ ଆଜି ସୁଦ୍ଧା ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୯ଟି ଜିଲ୍ଲା‌ରେ ସଂକ୍ରମଣ ବଢ଼ିବା ବିପଦ ଅଧିକ ରହିଛି। ଦେଶରେ ତୃତୀୟ ଲହର ଆରମ୍ଭ

ଆଜି ହେବ ଗ୍ରୁପ୍‌ କ୍ୟାପଟେନ ବରୁଣ ସିଂହଙ୍କ ଶେଷକୃତ୍ୟ

ଭୋପାଳ ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : ତାମିଲନାଡୁର କୁନ୍ନୁର ଠାରେ ସେନା ହେଲିକପ୍ଟର ଦୁର୍ଘଟଣାରେ ଗୁରୁତର ଆହତ ହୋଇ ବୁଧବାର ପ୍ରାଣ ହରାଇଥିବା ଗ୍ରୁପ୍‌ କ୍ୟାପଟେନ ବରୁଣ ସିଂହଙ୍କ ପାର୍ଥିବ ଶରୀର ଗୁରୁବାର ବେଙ୍ଗାଲୁରୁରୁ ଭୋପାଳ ଅଣାଯାଇଛି । ମୃତଦେହ ଭୋପାଳର ଭୋଜରାଜ ବିମାନବନ୍ଦରରେ

ମହାପ୍ରୟାଣରେ ସତ୍‌ସଙ୍ଗର ଆଚାର୍ଯ୍ୟଦେବ ଶ୍ରୀଶ୍ରୀଦାଦା

ଦୁର୍ଗାପୁର/ଭୁବନେଶ୍ୱର ୧୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କୋଟି ହୃଦୟର ଆରାଧ୍ୟ ‘ସତ୍‌ସଙ୍ଗ’ର ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କର ମହାପ୍ରୟାଣ ହୋଇଛି। ୧୬ ତାରିଖ ଗୁରୁବାର ସକାଳ ୯.୪୦ ମିନିଟରେ ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ମିସନ୍ ହସ୍ପିଟାଲରେ ୮୯ ବର୍ଷ ବୟସରେ
error: Content is protected !!
Open chat