୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ପାପଡ଼ାହାଣ୍ଡି ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ କନିଷ୍ଠ ଯନ୍ତ୍ରୀ ବୀଣାପାଣି ବେହେରାଙ୍କ ବାସଭବନରେ ମଙ୍ଗଳବାର ଅପରାହ୍ନରେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରିଛନ୍ତି। ନବରଂଗପୁର ଜିଲ୍ଲା ପାପଡ଼ାହାଣ୍ଡି ବ୍ଲକ ଅନ୍ତର୍ଗତ ମୁଦୁଲିଗୁଡ଼ା ଗାଁରର

୩ ବର୍ଷରୁ ଅଧିକ ବୟସ ପିଲାଙ୍କୁ ଦିଆଯିବ ନୋଭାଭାକ୍ସ କୋଭିଡ-୧୯

ନୂଆଦିଲ୍ଲୀ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶବାସୀଙ୍କ ପାଇଁ ଖୁସି ଖବର। କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏଣିକି ୩ରୁ ଅଧିକ ବୟସ ପିଲାଙ୍କୁ ଦିଆଯିବ କରୋନା ଟିକା ନୋଭାଭାକ୍ସ କୋଭିଡ-୧୯। ଏବେ ଏହା ପରୀକ୍ଷଣ ପର୍ଯ୍ୟାୟରେ ରହିଛି ଏବଂ ୬ ମାସ ଭିତରେ ପିଲାଙ୍କୁ ଟିକା ଦିଆଯିବା ନେଇ

ରାଜ୍ୟରେ ଖୋଲିବ ୧୧ଟି ସାଇବର ଥାନା, ନିୟୋଜିତ ହେବେ ୧୫୪ ପୁଲିସ କର୍ମଚାରୀ

ଭୁବନେଶ୍ବର ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସାଇବର ଅପରାଧ ଏବେ ସାରା ବିଶ୍ବରେ ଚିନ୍ତାର କାରଣ ହେଇଛି । ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି । ସାଇବର ଅପରାଧ, ବ୍ୟାଙ୍କ ନେଣ-ଦେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ

ବ୍ୟାଙ୍କିଙ୍ଗ୍‌ ଲ ବିଲ୍‌କୁ ବିରୋଧ: ୧୬ ଏବଂ ୧୭ରେ ବ୍ୟାଙ୍କ ଧର୍ମଘଟ ଡାକରା

ମୁମ୍ବାଇ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବ୍ୟାଙ୍କିଙ୍ଗ୍‌ ଲ ବିଲ୍‌ ୨୦୨୧କୁ ଦେଶର ବ୍ୟାଙ୍କ କର୍ମଚାରୀଙ୍କ ସଙ୍ଗଠନଗୁଡ଼ିକ ବିରୋଧ କରୁଛନ୍ତି । ଏଭଳି ପ୍ରସଙ୍ଗକୁ ଆଧାର କରି ସଂଘଗୁଡ଼ିକ ପକ୍ଷରୁ ଡିସେମ୍ବର ୧୬ ଏବଂ ୧୭ ତାରିଖରେ ଧର୍ମଘଟ ଡାକରା ଦିଆଯାଇଛି । ୧୩ କମ୍ପାନି ଲାଗି ଦେଶର

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ କରୋନା

ଜୋହାନ୍ସବର୍ଗ ୧୪/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସେରିଲ୍‌ ରାମଫୋସା କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କଠାରେ କରୋନାର ସାମନ୍ୟ ଲକ୍ଷଣ ପ୍ରକାଶ ପାଇଥିବାବେଳେ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ ରହିଛି । ରବିବାର ରାମଫୋସା ଏକ ସରକାରୀ ଉତ୍ସବରେ ଯୋଗ ଦେଇ

ଏମଏସପି ଉପରେ କମିଟି ’ଖୁବ୍‌ ଶୀଘ୍ର’ ଗଠନ କରାଯିବ: କୃଷି ସଚିବ

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ଏବଂ ଶୂନ୍ୟ ବଜେଟ୍‌ ପ୍ରାକୃତିକ କୃଷିକୁ ପ୍ରୋତ୍ସାହିତ କରିବା ସମେତ ଅନ୍ୟାନ୍ୟ କୃଷି ପ୍ରସଙ୍ଗ ଉପରେ ଏକ କମିଟି ନିକଟ ଭବିଷ୍ୟତରେ ଖୁବ୍‌ ଶୀଘ୍ର ଗଠନ କରାଯିବ ବୋଲି କୃଷି ସଚିବ ସଞ୍ଜୟ ଅଗ୍ରୱାଲ ସୋମବାର

ଡିଆରଡିଓ ପକ୍ଷରୁ ସ୍ମାଟ୍ ମିସାଇଲର ସଫଳ ପରୀକ୍ଷଣ

ଭୁବନେଶ୍ବର ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତୀୟ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ ବା ଡିଆରଡିଓ ପକ୍ଷରୁ ସୁପରସୋନିକ ମିସାଇଲ ଆସିଷ୍ଟେଡ୍ ଟର୍ପେଡୋ ସିଷ୍ଟମ ବା ସ୍ମାଟ୍ ର ସଫଳ ପରୀକ୍ଷଣ କରାଯାଇଛି । ଆଜି ଏହି ଟର୍ପେଡୋ ସିଷ୍ଟମକୁ ଓଡ଼ିଶାର ଭଦ୍ରକ ଜିଲ୍ଲା ଉପକୂଳରେ ଥିବା ଅବଦୁଲ

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନା ସାମିଲ ହେଲା କଟକ ଓ ଖୋର୍ଦ୍ଧା ଜିଲ୍ଲା

କଟକର ୧୮ ଲକ୍ଷ ଓ ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା ଭୁବନେଶ୍ୱର ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି :  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର

୧୦ମ ଇଂରାଜୀ ପ୍ରଶ୍ନପତ୍ରରେ ଭୁଲ ଥିବା ସ୍ୱୀକାର କଲେ ସିବିଏସ୍‌ଇ କର୍ତ୍ତୃପକ୍ଷ; ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କୁ…

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଗତ ଡିସେମ୍ବର ୧୧ ତାରିଖରେ ସିବିଏସ୍‌ଇର ୧୦ମ ଶ୍ରେଣୀ ପାଇଁ ହୋଇଥିବା ଇଂରାଜୀ ଭାଷା ଓ ସାହିତ୍ୟ ପରୀକ୍ଷା ପ୍ରଶ୍ନପତ୍ରରେ ଗୋଟିଏ ପ୍ରଶ୍ନ ସିଲାବସ୍‌ ଓ ଧାର୍ଯ୍ୟ ଗାଇଡ୍‌ଲାଇନ୍‌ ବାହାରୁ ରହି ଯାଇଥିଲା ବୋଲି ସିବିଏସ୍‌ଇ କର୍ତ୍ତୃପକ୍ଷ ସୋମବାର

‘ସ୍ବର୍ଣ୍ଣିମ ବିଜୟ ପର୍ବ’ରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଦମ୍ଭୋକ୍ତି ; ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ମୂଳୋତ୍ପାଟନ…

ନୂଆଦିଲ୍ଲୀ ୧୩/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଭାରତରେ ଆତଙ୍କବାଦକୁ ପ୍ରୋତ୍ସାହନ ନିମନ୍ତେ ପାକିସ୍ତାନ ସର୍ବଦା ପ୍ରୟାସ କରିଆସୁଛି। ୧୯୭୧ରେ ପାକିସ୍ତାନର ଏପରି ପ୍ରୟାସକୁ ଭାରତ ବିଫଳ କରିଥିଲା ଏବଂ ଏବେ ପାକିସ୍ତାନ ଆତଙ୍କବାଦକୁ ସମୂଳେ ଧ୍ବଂସ ନିମନ୍ତେ ଭାରତୀୟ ସେନା କାର୍ଯ୍ୟ କରିଆସୁଛି
error: Content is protected !!
Open chat