ଅସଦୁଦ୍ଦିନ ଓୱେସୀଙ୍କୁ ଆଖଡ଼ା ପରିଷଦ ଅଧ୍ୟକ୍ଷ ମହନ୍ତ ଗିରିଙ୍କ କଡା ଜବାବ, ଭୂମିପୂଜନ ଦିନ ରାମ ନାମ ଜପ କରନ୍ତୁ ଓୱେସୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୩୦/୦୭: ଅଯୋଧ୍ୟାରେ ଅଗଷ୍ଟ ୫ ତାରିଖରେ ରାମ ମନ୍ଦିର ଭୂମିପୂଜନ ହେବ | ଭୂମିପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବାକୁ ନେଇ ପ୍ରଶ୍ନ ଉଠାଇଥିଲେ ଏମଆଇଏମ ସାଂସଦ ଅସଦୁଦ୍ଦିନ ଓୱେସୀ | ଓୱେସୀଙ୍କ ଉପରେ ସାଧୁ ସନ୍ଥଙ୍କ ସବୁଠାରୁ ବଡ ସଂସ୍ଥା

ଭିଜିଲାନ୍ସ ଜାଲରେ ମୁରିବାହାଲ ଥାନା ଏସଆଇ ସରୋଜ ରଥ

କଳିଙ୍ଗ ଜ୍ୟୋତି ବ୍ୟୁରୋ ବଲାଙ୍ଗୀର ୩୦/୦୭: ଲାଞ୍ଚ ନେଇ ଧରାପଡ଼ିଲେ ଲାଞ୍ଚୁଆ ପୁଲିସ ଅଫିସର। ମୁରିବାହାଲ ଥାନାର ଏସଆଇ ଏକ ମାମଲାର ଚାର୍ଜସିଟ ହାଳୁକା କରିବା ପାଇଁ ଜଣେ ମୁଦାଲାଙ୍କ ପକ୍ଷରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଭିଜିଲାନ୍ସର ଏକ ଟିମ ତାଙ୍କୁ ଗିରଫ କରିଛି।

୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ଆକ୍ରାନ୍ତ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୭ : ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ

ଦେଶରେ ରେକର୍ଡ଼ – ୫୨, ୧୨୩ ନୂଆ କରୋନା ଆକ୍ରାନ୍ତ, ୭୭୫ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୪, ୯୬୮କୁ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭:ଦେଶରେ ପ୍ରଥମ ଥର ପାଇଁ ୫୨ ହଜାର ଟପିଲା ଆକ୍ରାନ୍ତ ସଂଖ୍ୟା । ଗତ ୨୪ ଘଂଟାରେ ସାରା ଦେଶରେ ୫୨ ହଜାର ୧୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ପ୍ରଥମ ଥର ପାଇଁ ଦିନକରେ ଆକ୍ରାନ୍ତ ଚିହ୍ନଟରେ ଏହା ହେଉଛି ସର୍ବାଧିକ । ସେହିପରି ଗତ ୨୪ ଘଂଟାରେ

ଅଯୋଧ୍ୟାର ରୌନାହୀରେ ମସଜିଦ ନିର୍ମାଣ ପାଇଁ ସୁନ୍ନି ୱାକ ଅଫ ବୋର୍ଡ ଟ୍ରଷ୍ଟ ଗଠନ ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଲକ୍ଷ୍ନୌ ୩୦/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରକ୍ରିୟା ଜୋରସୋରରେ ଆଗେଇ ଚାଲିଛି। ଆସନ୍ତା ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ତେବେ ଏସବୁ ଭିତରେ ଆଯୋଧ୍ୟାରେ ମସଜିଦ୍‌ ନିର୍ମାଣ ପାଇଁ ଆଜି ସୁନ୍ନି

‘କୋଭିଡ ଯୋଦ୍ଧା ଦରମା ପାଇଁ ନୁହେଁ, ଲୋକଙ୍କ ଜୀବନ ରକ୍ଷା ପାଇଁ ମିଶନ ଭଳି ସେବା କରିଚାଲିଛନ୍ତି’…

"ଲୋକଙ୍କ ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ରହିବ ନାହିଁ " - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ 'କୋଭିଡ-୧୯' ସଂପର୍କରେ ବିଧାୟକମାନଙ୍କ ସଚେତନତା କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ।'କୋଭିଡ ଯୋଦ୍ଧା' ଭାଇଭଉଣୀ ମାନଙ୍କର ନିଷ୍ଠା ଓ ତ୍ୟାଗର ଉଚ୍ଚ ପ୍ରଶଂସା କଲେ

ମାନବ ସମ୍ବଳ ମନ୍ତ୍ରଣାଳୟର ନୂଆ ନାମକରଣ : ହେଲା ‘ଶିକ୍ଷା ମନ୍ତ୍ରଣାଳୟ’ନୂଆ ଶିକ୍ଷାନୀତି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କେନ୍ଦ୍ର କ୍ୟାବିନେଟ ଆଜି ନୂଆ ଶିକ୍ଷା ନୀତି ୨୦୨୦କୁ ମଂଜୁରୀ ଦେଇଛନ୍ତି । ଗତ ୩୪ ବର୍ଷରେ ପ୍ରଥମ ଥର ପାଇଁ ଦେଶର ଶିକ୍ଷା ନୀତିରେ ପରିବର୍ତ୍ତନ ଅଣାଯାଇଛି । ଆଧୁନିକ ସମୟ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଶିକ୍ଷାନୀତି ପ୍ରସ୍ତୁତ

ଅମ୍ବାଲାରେ ଅବତରଣ କଲା ରାଫେଲ,ସଂସ୍କୃତ ଶ୍ଳୋକ ଲେଖି ୫ଟି ରାଫେଲକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରତିରକ୍ଷା…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: ଆଜି ଭାରତ ମାଟି ଛୁଇଁଛି ରାଫେଲ୍। ଫ୍ରାନ୍ସ୍‌ରୁ ପ୍ରଥମ ପର୍ଯ୍ୟାୟରେ ଆସିଥିବା ପାଞ୍ଚଟି ରାଫେଲ୍ ‌ଲଢୁଆ ଜେଟ୍ ହରିୟାଣାର ଅମ୍ବାଲା ଏୟାର ବେସରେ ଅବତରଣ କରିଛି । ଭାରତୀୟ ବାୟୁସେନାର ବହୁ ବରିଷ୍ଠ ଅଧିକାରୀ ଅମ୍ବାଲା ବେସରେ ଉପସ୍ଥିତ ରହି

ହକିର ଏନ୍ତୁଡିଶାଳ ସୁନ୍ଦରଗଡ଼ ଜିଲ୍ଲାରେ ଖେଳର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ସୁନ୍ଦରଗଡ଼,(କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୭ : ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ହକି ଖେଳର ଏନ୍ତୁଡିଶାଳ ଭାବେ ପରିଚିତ ସୁନ୍ଦରଗଡ଼ ଜିଲ୍ଲାରେ ହକିର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟ ସରକାର ହକିର ବିକାଶ

ଯୁକ୍ତ ତିନି ଆଡ଼ମିଶନ ପାଇଁ ଗାଇଡ ଲାଇନ ଜାରି କଲା ଉଚ୍ଚଶିକ୍ଷା ବିଭାଗ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: ଉଚ୍ଚଶିକ୍ଷାରେ ନାମଲେଖା ପାଇଁ ଷ୍ଟୁଡ଼େଣ୍ଟ ଏକା‌େ‌ଡ଼ମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ) ପ୍ରକଳ୍ପ ଅଧୀନରେ ୨୦୨୦-୨୧ ପାଇଁ ଇ ନାମଲେଖା ପ୍ରଣାଳୀ ଓ ପ୍ରସ୍ତୁତି ସମ୍ପର୍କରେ ବିଭାଗ ପକ୍ଷରୁ ସମସ୍ତ ଡିଗ୍ରୀ, ସ୍ବୟଂଶାସିତ, ସଂସ୍କୃତ ଓ ସେଲ୍ଫ
error: Content is protected !!
Open chat