ଆତଙ୍କବାଦୀଙ୍କ ଟାର୍ଗେଟରେ ଅଯୋଧ୍ୟା, ସତର୍କ କରାଇଲା “ର”
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ଆଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜା ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଭୂମିପୂଜା କାର୍ଯ୍ୟକ୍ରମ ଉପରେ ଏବେ ସାରା ବିଶ୍ୱର ଦୃଷ୍ଟି ରହିଛି । ଏହା ଫଳରେ ଅଯୋଧ୍ୟା!-->…