ରାଜ୍ୟରେ ଆଜି ୨୪ ଜିଲ୍ଲାରୁ ୧୩୨୦ ପଜିଟିଭ: ସଂଗରୋଧ କେନ୍ଦ୍ରରୁ ୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୩୩ ଚିହ୍ନଟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୭:ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୧୩ ଶହ ୨୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂଗରୋଧ କେନ୍ଦ୍ରରୁ ୮୮୭ ଓ ଲୋକ୍ାଲ କଂଟାକ୍ଟ ୪୩୩ ଜଣ ଅଛନ୍ତି । ଗଂଜାମରୁ ସର୍ବାଧିକ ୫୬୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୭୪, କଟକରୁ ୪୭ ଜଣ ଆକ୍ରାନ୍ତ!-->…