‘ତିରପତି ତିରୁମାଲା ଦେବସ୍ଥାନମ୍’‌ର ପୂର୍ବତନ ମୁଖ୍ୟ ପୂଜାରୀଙ୍କର କରୋନାରେ ନିଧନ

ତିରପତି / ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : 'ତିରପତି ତିରୁମାଲା ଦେବସ୍ଥାନମ୍'‌ର ପୂର୍ବତନ ମୁଖ୍ୟ ପୂଜାରୀଙ୍କର କରୋନାରେ ନିଧନ ହୋଇଛି । ଶ୍ରୀନିବାସ ଦିକ୍ଷୀତୁଲୁ ତିରୁପତିଙ୍କର ପୂର୍ବତନ ମୁଖ୍ୟ ପୂଜାରୀ ରହିଥିଲେ । ତାଙ୍କର ବୃକକ ଏବଂ ହୃଦ ସମସ୍ୟା ରହିଥିଲା (କିଡନୀ ଏବଂ

କରୋନାରୁ ସୁସ୍ଥ ହୋଇ ୯୫ ଜଣ ‘କରୋନା ଯୋଦ୍ଧା ପୁଲିସ କର୍ମଚାରୀ’ ଡ୍ୟୁଟିକୁ ଫେରିଲେ।

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ : କରୋନାକୁ ହରାଇ ୯୫ ଜଣ କରୋନା ଯୋଦ୍ଧା ପୁଲିସ କର୍ମଚାରୀ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହେବା ପରେ ଡ୍ୟୁଟିରେ ଯୋଗ ଦେଇଛନ୍ତି ସମସ୍ତ କର୍ମଚାରୀ । ସେମାନେ ସଂକ୍ରମିତ ହୋଇଥିଲେ ବି କରୋନାକୁ ହରାଇଛନ୍ତି । ଏବେ କାର୍ଯ୍ୟ କ୍ଷେତ୍ରକୁ

‘ପ୍ଲାଜମା ଥେରାପି’ର ଫଳାଫଳ ଉତ୍ସାହଜନକ : କରୋନାରୁ ଆରୋଗ୍ୟଙ୍କୁ ପ୍ଲାଜ୍‌ମା ଦାନ ପାଇଁ…

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ :  ଚିନ୍ତା ବଢାଇ ଦେଇଛି ଜୁଲାଇ। ଗତ ୨୦ ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ଟପିଛି। ଆଗକୁ ସ୍ଥିତି ଆହୁରି ଖରାପ ହେବାର ଆଶଙ୍କା ରହିଛି। ଏପରି ସ୍ଥିତିରେ ପ୍ଲାଜ୍‌ମା ଥେରାପିର ସଫଳ ଚିକିତ୍ସା କିଛିଟା ଆଶ୍ୱାସନା ଦେଇଛି।

ଦ୍ଵୈତ-ମହାନଗରୀରେ ନୂଆ ଡିସିପିଙ୍କ ଦାୟିତ୍ଵ ଗ୍ରହଣ : ଉମାଶଙ୍କର ଦାଶ ଭୁବନେଶ୍ଵର ଓ ପ୍ରତୀକ ସିଂହ କଟକର ଡିସିପି ଭାବେ…

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ :  ଆଜି ଦ୍ଵୈତ-ମହାନଗରୀ ଭୁବନେଶ୍ଵର ଓ କଟକର ନୂଆ ଡିସିପି ଦାୟିତ୍ଵ ଗ୍ରହଣ କରିଛନ୍ତି। ଭୁବନେଶ୍ଵର ଡିସିପି ଭାବେ ଡା. ଉମାଶଙ୍କର ଦାସ ଏବଂ କଟକ ଡିସିପି ଭାବେ ପ୍ରତୀକ ସିଂହ ଦାୟିତ୍ଵ ନେଇଛନ୍ତି। ଉଭୟ ଅଧିକାରୀ ବିଦାୟୀ ଡିସିପି ଅନୁପ ସାହୁ

ରାଜଧାନୀରେ ୩ କୁଖ୍ୟାତ ଚେନ ଲୁଟେରା ସହ ୨ ସହଯୋଗୀ ଗିରଫ : କମିଶନରେଟ ପୁଲିସ ପର୍ଦାଫାସ କଲା ଡ଼କାୟତିର ନୂଆ ଫର୍ମୁଲା

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୨୦/୦୭ :  ରାଜଧାନୀରେ ସ୍ପିଡ ବାଇକ ଧରି ଲୁଟ୍‌ପାଟ କରି ଆତଙ୍କ ଖେଳାଇଥିବା ଲୁଟେରା ଗ୍ୟାଙ୍ଗ୍‌ର ୩ ଜଣଙ୍କୁ ନୂଆପଲ୍ଲୀ ଥାନା ପୁଲିସ ଗିରଫ କରିଛି । ସେମାନଙ୍କ ଠାରୁ ଲୁଟ୍‌ ସାମଗ୍ରୀ ରଖିବା ଅଭିଯୋଗରେ ଅନ୍ୟ ୨ ଜଣଙ୍କୁ ଗିରଫ କରାଯାଇଛି । ରାଜଧାନୀରେ

ଆଜି ରାଜ୍ୟରେ ୬୭୩ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ଟପିଲା: ୬ ଜଣ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ଆଜି ରାଜ୍ୟରେ ୬୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୪୪୭ଜଣ ସଙ୍ଗରୋଧ

ଦେଶରେ ୨୪ଘଣ୍ଟାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ :୪୦,୪୨୫ ନୂଆ , ୬୮୧ ମୃତ୍ୟୁ, – ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୭ : ଜୁଲାଇ ୨୦ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ସମୁଦାୟ୧,୧୧୮,୦୪୨ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ୨୪ ଘଣ୍ଟାରେ ସର୍ବାଧିକ ୪୦,୪୨୫ଜଣ

ମଶା କାମୁଡ଼ିବା ଦ୍ୱାରା କରୋନା ବ୍ୟାପେ ନାହିଁ – ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୭:କରୋନା ଭୂତାଣୁ ମଶା ଦ୍ବାରା ବ୍ୟାପେ ନାହିଁ ବୋଲି ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ନିଶ୍ଚିତ କରିଛନ୍ତି। ଗବେଷଣାତ୍ମକ ପତ୍ରିକା ‘ସାଇଣ୍ଟିଟିଫିକ ରିପୋର୍ଟସ’ ରେ ପ୍ରକାଶିତ ଏହି ଅଧ୍ୟୟନରେ ପ୍ରଥମ ଥର ପାଇଁ ସଂଗୃହିତ ପରୀକ୍ଷାମୂଳକ ତଥ୍ୟ ଓ

ଜୁଲାଇ ୨୦ରୁ ସିବିଡିଟି ପକ୍ଷରୁ ସ୍ୱେଚ୍ଛାକୃତ ଆୟକର ପ୍ରଦାନ ସଂକ୍ରାନ୍ତ ଇ-ଅଭିଯାନ ଆରମ୍ଭ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୭: ସ୍ୱେଚ୍ଛାକୃତଭାବେ ଆୟକର ପ୍ରଦାନ ପାଇଁ ଲୋକଙ୍କୁ ସଚେତନ କରିବା ନିମନ୍ତେ ଆୟକର ବିଭାଗ ପକ୍ଷରୁ ଚଳିତମାସ ୨୦ ତାରିଖ ସୋମବାରଠାରୁ ଇ-ଅଭିଯାନ ଆରମ୍ଭ ହେବ। ଏହି ଅଭିଯାନ ୧୧ ଦିନଧରି ଚାଲି ଜୁଲାଇ ୩୧ ତାରିଖରେ ଶେଷ ହେବ। ଏଥିରେ ମୁଖ୍ୟତଃ

କଟକରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଛି – ରାଜ୍ୟ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୨୦/୦୭ : କଟକରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆକ୍ଟିଭ୍ କେସ୍ ତୁଳନାରେ ସୁସ୍ଥ ହାର ଅଧିକ ରହିଛି। ଏନେଇ ରବିବାର ରାଜ୍ୟ ସରକାରଙ୍କ କୃଷି ସଚିବ ସୌରଭ ଗର୍ଗ ଏବଂ କଟକ ମହାନଗର ନିଗମ କମିସନର ଅନନ୍ୟା ଦାଶ ମିଳିତ ଭାବେ ସୂଚନା ଦେଇଛନ୍ତି ।
error: Content is protected !!
Open chat