ସ୍କୁଲ-କଲେଜ୍ ଖୋଲିବା ନେଇ ଅଭିଭାବକଙ୍କୁ ପ୍ରସ୍ତାବ ମାଗିଲେ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରାଳୟ
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୦/୦୭ : କରୋନା ଭାଇରସ ମହାମାରୀ ଯୋଗୁ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ହିଁ ଦେଶରେ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ସବୁ ଅନିର୍ଦ୍ଧିଷ୍ଟ କାଳ ଲାଗି ବନ୍ଦ ହୋଇଯାଇଛି। ଏଣୁ ଶିକ୍ଷା କ୍ଷେତ୍ରରେ ଉପୁଜିଥିବା ପରିସ୍ଥିତିରେ କେନ୍ଦ୍ର ମାନବ ସମ୍ବଳ!-->…