ହସ୍ପିଟାଲ ଆଡମିଶନ୍‌ ନ କଲେ ଟୋଲ ଫ୍ରି ନଂ-୧୦୦କୁ ଜଣାନ୍ତୁ – ମୁଖ୍ୟ ଶାସନ ସଚିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୭: ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଆଡ୍‌ମିଶନ୍‌ ନେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ଶାସନ ସଚିବ। ଯଦି କୌଣସି ହସ୍ପିଟାଲ ଆଡମିଶନ ନ କରେ ତେବେ ଟୋଲ ଫ୍ରି ନଂ-୧୦୦କୁ ଜଣାନ୍ତୁ ବୋଲି ସେ କହିଛନ୍ତି। ତେବେ ମୁଖ୍ୟ ଶାସନ ସଚିବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ କିମ୍ବା ୫ରେ ରାମ ମନ୍ଦିର ନିର୍ମାଣ ପାଇଁ ମୂଳଦୁଆ ପକାଇବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଅଯୋଧ୍ୟା ୧୯/୦୭: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଜୋରଦାର ଉଦ୍ୟମ ଆରମ୍ଭ ହୋଇଛି। ଏନେଇ ଆଜି ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ବୈଠକ ବସିଥିଲା। ବୈଠକରେ ଅଗଷ୍ଟ ୩ କିମ୍ବା ୫ ତାରିଖରେ ରାମ ମନ୍ଦିର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର

ମାର୍ଚ୍ଚ 2021 ସୁଦ୍ଧା କରୋନା ଟିକା ଆରମ୍ଭ ହେବ: Zydus Cadila |

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୭ : ଜାଇଡସ୍ କ୍ୟାଡିଲା ହେଲଥ କେୟାର ଲିମିଟେଡ୍ ଜୁଲାଇ 15 ରୁ COVID-19 ଟିକା ପାଇଁ କ୍ଲିନିକାଲ୍ ପରୀକ୍ଷା ଆରମ୍ଭ କରିଛି। ଏହି ସୂଚନା ପ୍ରଦାନ କରି ଜାଇଡସ୍ କ୍ୟାଡିଲାର ଚେୟାରମ୍ୟାନ୍ ତଥା ଏମଡି ପଙ୍କଜ ଆର ପଟେଲ କହିଛନ୍ତି ଯେ ଏକ ସମ୍ଭାବ୍ୟ ଟିକା

ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାରେ ପୁଣି ଥରେ ନିଜ ବୟାନରେ ଅଟଳ ଥିବା ଦୋହରାଇଲେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ :…

ମୁମ୍ବାଇ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୮/୦୭ : ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ନେଇ କଙ୍ଗନା ରାଣାଓ୍ବତ ବଲିଉଡର ଅନେକ ବଡ଼ ବଡ଼ ଡାଇରେକ୍ଟର-ପ୍ରଡ୍ୟୁସର ଏବଂ ଅଭିନେତାଙ୍କୁ ଟାର୍ଗେଟ କରିଥିଲେ। ସେ କହିଥିଲେ ଯେ ବଲିଉଡରେ ନେପୋଟିଜମ ଯୋଗୁଁ ସୁଶାନ୍ତ ସୁଇସାଇଡ ଭଳି ଚରମ ନିଷ୍ପତ୍ତି

ବଢୁଛି ସ୍ଥାନୀୟ ସଂକ୍ରମଣ; ଭୁବନେଶ୍ବରରେ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୮/୦୭: ଭୁବନେଶ୍ବରରେ ଶନିବାର ଆଉ ୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେନ୍ଦ୍ରରୁ ୪୧ଜଣ ଓ ସ୍ଥାନୀୟ ସଂକ୍ରମଣ ୪୬ଜଣ ରହିଛନ୍ତି । ଏ ନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ଗୋ ମାଂସ ଚୋରାଚାଲାଣ ବେଳେ ଫେରାର ହୋଇଥିବା ଦୁଇଜଣ ଅଭିଯୁକ୍ତ ପୋଲିସ କବ୍ଜାରେ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ଧର୍ମଗଡ ୧୮/୦୭ : କିଛି ଦିନ ତଳେ କଳାହାଣ୍ଡି ଜିଲ୍ଲା ଧର୍ମଗଡ ଥାନା ଅନ୍ତର୍ଗତ ନର୍ଲା ବ୍ଲକ ର ସେମଲା ଗ୍ରାମରୁ ଦୁଇଜଣ ଦୁର୍ବୁତ୍ତ ଗୋମାସଂ ଛତିଶଗଡ କୁ ଚୋରା ଚାଲାଣ କରିବା ସମୟରେ ଗାଁ ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ପରେ ଧର୍ମଗଡ ଥାନାରେ ହିନ୍ଦୁ ସଂଗଠନ ତରଫରୁ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଚାଇନା ଆପ୍ ଟିକ୍‌ଟକ୍‌ ବିରୋଧରେ ଇନଷ୍ଟାଗ୍ରାମ୍-ଫେସ୍‌ବୁକ୍‌‌ରେ ଆଡ୍‌…

ଓ୍ବାଶିଂଟନ / ନୂଆଦିଲ୍ଲୀ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୧୮/୦୭ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌ ବିରୋଧରେ ଫେସ୍‌ବୁକ୍‌ ଏବଂ ଇନଷ୍ଟାଗ୍ରାମ୍‌ରେ ଆଡ୍‌ କ୍ୟାମ୍ପେନ୍‌ ଆରମ୍ଭ କରିଛନ୍ତି। ଏହି ଆପ୍‌ ଆମେରିକା ନାଗରିକଙ୍କ ଗୁପ୍ତ ତଥ୍ୟ ଚୋରି

ରାଜ୍ଯ ସରକାରୀ କର୍ମଚାରୀଙ୍କ ପାଇଁ କଟକଣା : ଲକଡାଉନ୍ ସମୟରେ ଛାଡି ପାରିବେନି ହେଡ୍-କ୍ୱାର୍ଟର୍

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୧୮/୦୭ : କରୋନା ସଂକ୍ରମଣ ରୋକିବାକୁ କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ଯାଜପୁର ଜିଲ୍ଲା ସହ ରାଉରକେଲା ସହରରେ ଲକଡାଉନ୍ ଲାଗୁ ହୋଇଛି। ଏହି ଲକ୍‌ଡାଉନ୍‌ରେ ଜରୁରୀ ସେବା ବାଦ୍‌ ଅନ୍ୟ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ବନ୍ଦ ରହିବ । ରାଜ୍ୟର ୪ ଜିଲ୍ଲାରେ ଲାଗୁ

ଏଣିକି ହଟସ୍ପଟ ଜିଲାର ରୋଗୀଙ୍କୁ ଚିକିତ୍ସା ନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ଘରୋଇ ହସ୍ପିଟାଲ ଓ କ୍ଲିନିକକୁ…

ଭୁବନେଶ୍ବର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୮/୦୭ : ଘରୋଇ ହସ୍ପିଟାଲ ଓ କ୍ଲିନିକକୁ ରାଜ୍ୟ ସରକାରଙ୍କ ଚେତାବନୀ। ରାଜ୍ୟର କରୋନା ହଟସ୍ପଟ ଜିଲାରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ମେଡିକାଲକୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକରି ଫେରାଇ ଦେବା ହେଉଛି

ଟିକା ପ୍ରସ୍ତୁତ ନ ହେବା ଯାଏ କରୋନା କଟକଣା ମାନନ୍ତୁ – କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୮/୦୭ : କରୋନା ସ୍ଥିତି ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ
error: Content is protected !!
Open chat