୧୦୦% ସ୍ୱଦେଶୀ ଜ୍ଞାନକୌଶଳରେ ଜିଓ ଲଞ୍ଚ କରିବ ୫ଜି ସେବା- ମୁକେଶ ଅମ୍ବାନୀ

କଳିଙ୍ଗ ଜ୍ଯୋତି ବ୍ଯୁରୋ ନୂଆଦିଲ୍ଲୀ ୧୫/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆତ୍ମନିର୍ଭର ଭାରତ ଯୋଜନାରେ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଘୋଷଣା କରିଛି ରିଲାଏନ୍ସ ଜିଓ। ରିଲାଏନ୍ସ ଇଣ୍ଡଷ୍ଟ୍ରୀ ଲିଃ(ଆରଆଇଏଲ)ର ୪୩ତମ ବାର୍ଷିକ ସାଧାରଣ ବୈଠକରେ କମ୍ପାନୀର ଅଧ୍ୟକ୍ଷ ମୁକେଶ ଅମ୍ପାନୀ

ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର ! ଆଜି ଆଉ ୬୧୮ ଜଣ ପଜିଟିଭ‌ ଚିହ୍ନଟ, ସୁସ୍ଥ ହେଲେ ୬୧୨ ଜଣ, ୩ ମୃତ : ଗଞ୍ଜାମ…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୫/୦୭ : ଆଜି ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ

ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବିରୁଦ୍ଧରେ ଦିଲ୍ଲୀ ନେପାଳ ଦୂତାବାସ ବାହାରେ ନେପାଳୀ ନାଗରିକଙ୍କ ବିକ୍ଷୋଭ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ନେପାଳର ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦାଵା କରିଛନ୍ତି ଯେ ଅଯୋଧ୍ୟା ଭାରତରେ ନୁହେଁ ନେପାଳରେ ଅବସ୍ଥିତ l ସେ କହିଛନ୍ତି ଯେ ଉତ୍ତରପ୍ରଦେଶରେ ଥିବା ଅଯୋଧ୍ୟା ନକଲି ଅଯୋଧ୍ୟା ଓ ଭଗବାନ ଶ୍ରୀରାମ ଚନ୍ଦ୍ର ହେଉଛନ୍ତି ନେପାଳୀ ନାଗରିକ l ନେପାଳ

କରୋନାରେ ପ୍ରାଣ ହରାଇଲେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ଉପ ଜିଲାପାଳ ଦେବଦତ୍ତା ରାୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଲକାତା ୧୫/୦୭: କରୋନା ସଂକ୍ରମଣରେ ପଶ୍ଚିମବଙ୍ଗ ହୁଗୁଳି ଜିଲା ଚନ୍ଦନନଗର ସବଡିଭିଜନର ଉପଜିଲାପାଳ ଦେବଦତ୍ତା ରାୟ (୩୮)ଙ୍କର ମୃତ୍ୟୁ ହୋଇଛି। ଦେବଦତ୍ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିବାବେଳେ ସେ ହୋମ୍ କ୍ବାରେଣ୍ଟାଇନରେ ଥିଲେ। ରବିବାର ତାଙ୍କ

ଜିଓ ପ୍ଲାଟଫର୍ମରେ ନିବେଶ କରିବ ଗୁଗଲ୍‍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ବିଶ୍ୱର ୫ମ ସର୍ବବୃହତ ଅର୍ଥନୀତି ଭାବେ ପରିଗଣିତ ହେଉଥିବା ଭାରତରେ ନିଜ ସ୍ଥିତି ମଜଭୁତ କରିବାକୁ ଗୁଗଲ୍‍ ଆଗାମୀ ସାତବର୍ଷ ମଧ୍ୟରେ ପ୍ରାୟ ୧୦ବିଲିଅନ ଡଲାର ନିବେଶ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତ ସଂପ୍ରତି ବିଶ୍ୱର ପ୍ରମୁଖ ଇଣ୍ଟରନେଟ

ବରିଷ୍ଠ କଂଗ୍ରେସ ନେତା ସଞ୍ଜୟ ଝା ଦଳରୁ ନିଲମ୍ବିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ମହଙ୍ଗା ପଡ଼ିଲା ଦଳ ବିରୋଧୀ କାମ। ରାଜସ୍ଥାନରେ ସଚିନ୍ ପାଇଲଟ୍ ଓ ତାଙ୍କ ସମର୍ଥକଙ୍କ ପରେ କଂଗ୍ରେସ ଆଉ ଏକ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି। କଂଗ୍ରେସ ଏବେ ମହାରାଷ୍ଟ୍ରରେ ପାର୍ଟିର ନେତା ଥିବା ସଞ୍ଜୟ ଝା’ଙ୍କୁ ସସପେଣ୍ଡ କରିଛି।

କୋଭିଡ ରୋଗୀଙ୍କ ସୁବିଧା,ନିରାପତ୍ତା ଏବଂ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ସତ୍କାର କରାଯିବା ପାଇଁ ବିଶେଷ ଗୁରୁତ୍ବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ :ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସମ୍ପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଦିଆଯିବା

ଓଲିଙ୍କ ବିବାଦୀୟ ‘ଅଯୋଧ୍ୟା’ ବୟାନ ନେଇ ସଫେଇ ଦେଲା ନେପାଳ ବୈଦେଶିକ ମନ୍ତ୍ରାଳୟ

ନୂଆଦିଲ୍ଲୀ / କାଠମାଣ୍ଡୁ, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୫/୦୭ : ନେପାଳ ପ୍ରଧାନମନ୍ତ୍ରୀ ଓଲି ନିଜର ଅଦ୍ଭୁତ ବୟାନକୁ ନେଇ ଆଲୋଚନାର ଶିକାର ହୋଇଥିବା ହେତୁ ନେପାଳର ବିଦେଶ ମନ୍ତ୍ରାଳୟ ସଫେଇ ଦେଇ କହିଛି ଯେ ଏହି ବୟାନର କୌଣସି ରାଜନୈତିକ ଲେନଦେନ ନାହିଁ । ଏହା ଦ୍ୱାରା କାହାର ଭାବନାକୁ ଆଘାତ

ରାଜସ୍ଥାନ ରାଜନୀତି ରେ ନୂଆ ମୋଡ: କଣ କରିବେ ସଚିନ ପାଇଲଟ ?

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭ : ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ପଦରୁ ବିଦା ହୋଇଥିବା ସଚିନ ପାଇଲଟ ଏବେ କ‘ଣ କରିବେ, ତା’କୁ ନେଇ ଚର୍ଚ୍ଚା ଜୋରଧରିଛି। ସେ ବିଜେପିକୁ ଯିବେ ନା ରାଜସ୍ଥାନରେ କ୍ଷମତାସୀନ କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ଗୋଟି ଚାଳନା କରିବେ, ତା’ ଉପରେ ସମସ୍ତଙ୍କ

ଓଡ଼ିଶାରେ କରୋନା ଆରୋଗ୍ୟହାର ବଢ଼ୁଛି : ରାଜେଶ ଭୂଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭: କରୋନା ଅପଡେଟ ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ OSD ରାଜେଶ ଭୂଷଣଙ୍କ ସୂଚନା। ଦେଶରେ କରୋନା ଆକ୍ରାନ୍ତଙ୍କ ଆରୋଗ୍ୟ ହାର ବଢୁଥିବା କହିଲେ ରାଜେଶ। ଜୁଲାଇ ୧୨ ସୁଦ୍ଧା ଦେଶରେ କରୋନା ଆରୋଗ୍ୟ ହାର ୬୩% ରହିଛି। ଯାହା ଜାତୀୟ ହାର ଠାରୁ ୨୦ଟି ରାଜ୍ୟର
error: Content is protected !!
Open chat