ଆଜି ମୁଖ୍ୟମନ୍ତ୍ରୀ ଅପରାହ୍ନ ୫ଟା ରେ ଭିସି ଜରିଆରେ ଓଡ଼ିଶାରେ ପ୍ଲାଜମା ଥେରାପି ବ୍ୟବସ୍ଥାର ଶୁଭାରମ୍ଭ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭ : ଆଜି ଠାରୁ ଓଡ଼ିଶାରେ ଆରମ୍ଭ ହେଲା ପ୍ଲାଜମା ଥେରାପି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। SCB ମେଡିକାଲରେ ଅପରାହ୍‌ଣ ୫ଟା ୧୫ରେ ଭିସି ଜରିଆରେ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ @Naveen_Odisha

ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍‌ କାଟ, ଘନଉଛି ଜନ ଅସନ୍ତୋଷ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୭:ଭୁବନେଶ୍ୱରରେ ଅଘୋଷିତ ଘନଘନ ବିଦ୍ୟୁତ୍ କାଟ ରାଜଧାନୀବାସୀଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। କେଉଁଠି ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍‌ ହେଉଛି ତ କେଉଁଠି ପ୍ରତି ପାଞ୍ଚ ମିନିଟ୍‌ରେ ବିଜୁଳି ଲୁଚକାଳି ଖେଳୁଛି। ମରାମତି ବାହାନାରେ ଏଭଳି

ବିହାରରେ ଜୁଲାଇ ୧୬ରୁ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ଘୋଷଣା ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ପାଟନା ୧୫/୦୭ : କୋଭିଡ୍-୧୯ ବିସ୍ତାର ଦମନ କରିବାକୁ ଜୁଲାଇ ୧୬ରୁ ୩୧ ତାରିଖଯାଏଁ ବିହାରରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍ ହେବ ବ‌ୋଲି ମଙ୍ଗଳବାର ଦିନ ଉପ-ମୁଖ୍ୟମନ୍ତ୍ରୀ ସୁଶୀଳ କୁମାର ମୋଦୀ ଘୋଷଣା କରିଛନ୍ତି। ରାଜ୍ୟରେ କରୋନା ଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭାରତରେ ପ୍ରସ୍ତୁତ ଦୁଇଟି ଭ୍ୟାକ୍ସିନ୍ ର ମାନବ ପରୀକ୍ଷଣ ଆରମ୍ଭ : ଆଇସିଏମଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ଭାରତରେ ଏବେ ଦୁଇଟି କରୋନା ଟୀକା ଉପରେ ପରୀକ୍ଷଣ ଚାଲିଛି । ପଶୁମାନଙ୍କ ଉପରେ ସେଗୁଡ଼ିକର ପରୀକ୍ଷଣ ସଫଳର ରହିବା ପରେ ମାନବ ପରୀକ୍ଷଣ ଆରମ୍ଭ ହୋଇଛି ବୋଲି ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମଆର) ପକ୍ଷରୁ କୁହାଯାଇଛି । ସ୍ୱାସ୍ଥ୍ୟ

ଜୁଲାଇ ୨୨ ପରେ ଭାରତକୁ ପୁଣି ଫେରିପାରେ ଟିକ୍‌ଟକ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୫/୦୭: ଗତ କିଛି ଦିନ ତଳେ ଜାତୀୟ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବାରୁ ଭାରତ ସରକାର ଲୋକପ୍ରିୟ ଟିକଟକ ଆପ୍‌ ସମେତ ୫୯ଟି ଚାଇନିଜ ଆପ୍‌କୁ ଦେଶରେ ବ୍ୟାନ୍‌ କରିଥିଲେ। ଆପ୍‌ଗୁଡ଼ିକ ବ୍ୟାନ୍‌ ହେବାପରେ କେନ୍ଦ୍ରୀୟ ଇଲୋକଟ୍ରୋନିକ୍ସ ଓ ସୂଚନା

ବାୟୁମାଧ୍ୟମରେ କରୋନା ବ୍ୟାପୁଥାଇପାରେ : ଆଇସିଏମଆର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : କରୋନା ସଂକ୍ରମଣ ଡ୍ରପଲେଟ ମାଧ୍ୟମରେ ବ୍ୟାପିଥାଏ । ତେବେ କେତେକ ବୈଜ୍ଞାନିକ କହୁଛନ୍ତି ଯେ ଏହା ବାୟୁମାଧ୍ୟମରେ ମଧ୍ୟ ବ୍ୟାପୁଥାଇପାରେ । ବାୟୁରେ ଥିବା ମାଇକ୍ରୋ ଡ୍ରପଲେଟ (୫ ମାଇକ୍ରନରୁ କମ ଆକାରର) ମାଧ୍ୟମରେ ଏହା ବ୍ୟାପୁଥାଇପାରେ । ତେବେ

ଆସନ୍ତାକାଲି ଠାରୁ ବିହାର, ଓଡ଼ିଶା, ଆନ୍ଧ୍ର‌ପ୍ରଦେଶ ଏବଂ ଗୋଆରେ ଅତି ପ୍ରବଳ ବର୍ଷା ସମ୍ଭାବନା: ଭାରତୀୟ ପାଣିପାଗ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୭ : ଓଡ଼ିଶା,ବିହାର, ଉପକୂଳବର୍ତ୍ତୀ ଆନ୍ଧ୍ର ପ୍ରଦେଶ, ପୂର୍ବ ମଧ୍ୟପ୍ରଦେଶ, ଛତିଶଗଡ଼, କୋଙ୍କଣ ଏବଂ ଗୋଆରେ ଆସନ୍ତାକାଲି ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ଭାରତୀୟ ପାଣିପାଗ ବିଭାଗ କହିଛି। ଏହାଛଡ଼ା ଉତ୍ତର ପ୍ରଦେଶ,

ରାଜ୍ୟର ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର / ବାଲେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ବାଲେଶ୍ୱର ଜିଲ୍ଲାର ଆଉ ଜଣେ ବିଧାୟକଙ୍କୁ କରୋନା। ବିଜେଡିର ଜଣେ ବିଧାୟକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସଂପୃକ୍ତ ବିଧାୟକଙ୍କ ସୂଚନା ଦେଇଛନ୍ତି।ଏହି ବିଧାୟକ ହେଲେ ବାଲେଶ୍ୱର

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ୩୭ କୋଭିଡ୍ ଯୋଦ୍ଧାଙ୍କ ସମେତ ୫୨ କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ / ରାଉଲକେଲା, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ସୁନ୍ଦରଗଡ଼ ଆଜି ଜିଲ୍ଲାରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୭ ଜଣ କରୋନା ଯୋଦ୍ଧା ଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ ସୂଚନା ଦେଇଛନ୍ତି। ଏହି କରୋନା ଯୋଦ୍ଧାଙ୍କ

ଓଡ଼ିଆ ମନୋରଞ୍ଜନ ଶିଳ୍ପରେ ଖୁସିର ଲହରି : ଏସ୍‍ଓପି ଅନୁସରଣ ସହ ସୁଟିଂ ପାଇଁ ସରକାରଙ୍କ ସବୁଜ ସଂକେତ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୪/୦୭ : ଚଳଚ୍ଚିତ୍ର ସୁଟିଂ ନେଇ ରାଜ୍ୟ ସରକାର ସବୁଜ ସଂକେତ ଦେବା ପରେ ଓଲିଉଡରେ ଖୁସିର ଲହରି ଖେଳିଯାଇଛି। ସୁଟିଂ ସମୟରେ କରୋନା କଟକଣା ମାନିବାକୁ ନିର୍ଦେଶ ଦିଆଯାଇଛି। ଏହାର ଗୁରୁଦାୟିତ୍ୱ ରହିଛି ପ୍ରଡକ୍ସନ ସଂସ୍ଥା ଉପରେ। ଚଳିତ ମାସ ୭
error: Content is protected !!
Open chat