ମହାରାଷ୍ଟ୍ର ରାଜ୍ୟପାଳ ‘ଆଇସୋଲେସନ’ରେ : ମୁମ୍ବାଇ ରାଜଭବନର ୧୬ କର୍ମଚାରୀ କରୋନା ପଜିଟିଭ ।
ମୁମ୍ବାଇ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୨ା୭ : ସାରା ଦେଶରେ କରୋନାରେ ଅଧିକ କ୍ଷତିଗ୍ରସ୍ତ ହୋଇଛି ମହାରାଷ୍ଟ୍ର । ମହାରାଷ୍ଟ୍ର ରାଜଭବନର ୧୬ ଜଣ ଷ୍ଟାଫଙ୍କର ସ୍ୱାବ୍ ରିପୋର୍ଟ ପଜିଟିଭ୍ ଆସିଛି । ଏହାପରେ ରାଜ୍ୟପାଳ ଭଗତ ସିଂ କୋଶିଆରିଙ୍କୁ ଆଇସୋଲେସନ୍କୁ!-->…
