Author
Kalinga Jyoti 2659 posts 0 comments
ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି , Whatsapp ଓ Teligramରେ ପଠାଯିବ ସମନ୍ ଓ ଲିଗାଲ ନୋଟିସ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭: ଏବେ କୋର୍ଟଙ୍କ ପକ୍ଷରୁ ସମନ୍ ଅଥବା ଲିଗାଲ ନୋଟିସ୍ ସୋସିଆଲ ନେଟୱାର୍କିଂ ସାଇଟ୍ରେ ପଠା ଯାଇପାରିବ। ଏଥିଲାଗି ସୁପ୍ରିମକୋର୍ଟ ଶୁକ୍ରବାର ଅନୁମତି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଅନୁମତି ପରେ ସୋସିଆଲ ନେଟୱାର୍କିଂ ସାଇଟ୍!-->…
ସାରା ଦେଶରେ ଖୁବ୍ଶୀଘ୍ର ସେରୋସର୍ଭିଲାନ୍ସ ସର୍ଭେ : ଆଇସିଏମ୍ଆର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭:: କୋଭିଡ୍-୧୯ ସଂକ୍ରମଣର ଗତି ନିର୍ଦ୍ଧାରଣ କରିବା ପାଇଁ ଭାରତୀୟ ଭେଷଜ ଗବେଷଣା ପରିଷଦ(ଆଇସିଏମ୍ଆର) ସାରା ଦେଶରେ ଖୁବ୍ଶୀଘ୍ର ସେରୋସର୍ଭିଲାନ୍ସ ସର୍ଭେ ଆରମ୍ଭ କରିବାକୁ ଯୋଜନା କରୁଛି। ଲୋକମାନଙ୍କ ମଧ୍ୟରେ କୋଭିଡ୍-୧୯ ସଂକ୍ରମଣର ଗତି!-->…
ଆସନ୍ତା ସପ୍ତାହରୁ ୧୦ କରୋନା ନମୂନା ଟେଷ୍ଟ ହେବ: ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡା
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ବର ୧୧/୦୭: ଆସନ୍ତା ୧୦ରୁ ୧୨ ଦିନ ଭିତରେ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । କଟକ ଏସସିବିରେ ପ୍ଲାଜମା ଥେରାପି ହବ୍ । ୧୦ ଦିନ ଭିତରେ ସରକାର ଏହାର ଉଦଘାଟନ କରିବେ । ସମ, କିମ୍ସ,ଏସସିିବି, ଆଉ ଅଶ୍ୱିନୀ ହସ୍ପିଟାଲରେ ଏହା ଆରମ୍ଭ ହେବ ବୋଲି ସୂଚନା!-->…
ବ୍ୟାନ୍ ହୋଇଥିବା ୫୯ ଚାଇନିଜ୍ ଆପକୁ ସରକାରଙ୍କ ନୋଟିସ୍
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭: ଦେଶର ସୁରକ୍ଷା ଦୃଷ୍ଟିରୁ ବ୍ୟାନ୍ ହୋଇଥିବା ୫୯ ଟି ଚାଇନିଜ୍ ଆପକୁ ନୋଟିସ୍ କରିଛି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରାଳୟ(MEITY)। ନୋଟିସ୍ରେ ବ୍ୟାନ୍ ହୋଇଥିବା ଆପ୍ଗୁଡ଼ିକୁ ୭୯ଟି ପ୍ରଶ୍ନ ପଚରାଯାଇଛି।!-->…
ବାୟୁ ଦ୍ୱାରା କରୋନା ବ୍ୟାପିବା ସମ୍ଭାବନା ପରେ WHO ର ନୂଆ ଗାଇଡଲାଇନ୍ ଜାରି
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ବା ଡବ୍ଲ୍ୟୁଏଚଓ କରୋନା ଭାଇରସକୁ ନେଇ ନୂଆ ଗାଇଡଲାଇନ୍ ଜାରି କରିଛି । ବାୟୁ ଦ୍ୱାରା ଭାଇରସ ବ୍ୟାପିବା ଖବର ଆସିବା ପରେ ଏହି ଗାଇଡଲାଇନ୍ ଜାରି କରାଯାଇଛି ।
ଗୁରୁବାର ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଗାଇଡଲାଇନ୍!-->!-->!-->!-->!-->…
ଭାରତରେ ପହଞ୍ଚିଲା ଆଉ ୫ଟି ଆପାଚେ ଲଢୁଆ ହେଲିକାପ୍ଟର
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୭ : ଚୀନ ଓ ପାକିସ୍ତାନ ପଟୁ ଭାରତ ପ୍ରତି ବିପଦ ବଢୁଥିବାରୁ ଭାରତ ନିଜର ସାମରିକ ଶକ୍ତିକୁ ବୃଦ୍ଧି କରିଚାଲିଛି । ଗଲଓ୍ଵାନ ସଂଘର୍ଷ ପରେ ଚୀନ ସେନା ପଛକୁ ହଟିଥିଲେ ମଧ୍ୟ ପୁଣି ଫେରିବା ଅସମ୍ଭବ ନୁହେଁ । ଏଣୁ ଭାରତ ନିଜର ଲଢୁଆ ବିମାନ ଓ!-->!-->!-->…
ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ : କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ରାଜ୍ୟରେ ରେକର୍ଡ ୫୬୫ ଜଣ ସୁସ୍ଥ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ପ୍ରକଟ କରିବା ସହ ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଯୋଦ୍ଧାମାନଙ୍କୁ ପ୍ରଶଂସା କରିଛନ୍ତି । ଏକ ଟ୍ଵିଟ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ!-->…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶ୍ୱାସନା : ବଢୁଛି କରୋନା ସୁସ୍ଥ ହାର, କମୁଛି ମୃତ୍ୟୁ ହାର, ଭୟ ନ କରିବାକୁ କହିଲେ…
ନୂଆଦିଲ୍ଲୀ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଦେଶରେ ସାଂଘାତିକ ଭାବେ ବିଶେଷ କରି ଜୁଲାଇ ମାସରେ କରୋନା ସଂକ୍ରମଣ ସଂଖ୍ୟା ହୁ ହୁ ହୋଇ ବଢୁଥିବାରୁ ଲୋକଙ୍କ ମନରେ ଭୟ ସୃଷ୍ଟି ହେବା ସହ ଏହାକୁ ନେଇ ନାନା ଆଶଙ୍କା ପ୍ରକାଶ ପାଉଛି। କରୋନାକୁ ଭୟ ବଢୁଥିବା ବେଳେ କେନ୍ଦ୍ର!-->…
ରାଜଧାନୀରେ ବୋଲ ମାନୁନି କରୋନା : ଭୁବନେଶ୍ୱରରୁ ଆଉ ୪୫ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ!-->…
