ଆସନ୍ତାକାଲି ସକାଳ ୯ଟା ରୁ ୪୮ ଘଣ୍ଟା ପାଇଁ ‘କମିସନରେଟ୍‌ ପୋଲିସ ସେବା ଭବନ’ ବନ୍ଦ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୧୦/୦୭ : ରାଜଧାନୀ ଭୁବନେଶ୍ୱରରେ ଲଗାତର ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ସଂକ୍ରମଣକୁ ଦୃଷ୍ଟିରେ ରଖି କମିସନରେଟ୍‌ ପୋଲିସର ପୋଲିସ ସେବା ଭବନ ୪୮ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏନେଇ କମିସନରେଟ୍‌ ପୋଲିସ ପକ୍ଷରୁ ଟୁଇଟ

ଆଜି ICSE ଦଶମ ଶ୍ରେଣୀ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପ୍ରକାଶ ପାଇଲା

ଭୁବନେଶ୍ୱର / ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ଅପରାହ୍ଣ ୩ଟା ବେଳେ CISCE ନୋଟିଫିକେସନ୍ ଜାରି କରି ରେଜଲ୍ଟର ଘୋଷଣା କରିଛି। କାଉନସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍‌ଜାମିନେସନ୍ (CISCE) ପକ୍ଷରୁ ଦଶମ (ICSE) ଓ ଦ୍ୱାଦଶ (ISC) ପରୀକ୍ଷା ଫଳ ଆଜି

କର୍ଣ୍ଣାଟକ : ମୁଖ୍ୟମନ୍ତ୍ରୀଙ୍କ ଅଫିସ୍‌ କର୍ମଚାରୀ କରୋନା ପଜିଟିଭ୍, ଘରୁ କାମ କରିବେ ମୁଖ୍ୟମନ୍ତ୍ରୀ ୟେଦୁରାପ୍ପା ।

ବେଙ୍ଗାଲୁରୁ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ବେଙ୍ଗାଲୁରୁ ସ୍ଥିତ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରାପ୍ପାଙ୍କ ସରକାରୀ ବାସଭବନ ବା ଅଫିସର କିଛି କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଘରୁ ରହି କାମ କରିବେ ମୁଖ୍ୟମନ୍ତ୍ରୀ। ପ୍ରତିକାର ସ୍ୱରୂପ ଏପରି

ଚୀନ୍‌ ଉପରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଶୁଣାଇଲା ଆମେରିକା

ନୁଆଦିଲ୍ଲୀ / ୱାସିଂଟନ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଖୁବ ଶୀଘ୍ର ଚୀନ୍‌ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ଚୀନ୍‌ ଉପରେ କେଉଁ ଧରଣର କାର୍ଯ୍ୟାନୁଷ୍ଠାନ ହେବ ତାହା ସ୍ପଷ୍ଟ କରାଯାଇନାହିଁ। କୋଭିଡ-୧୯

ମଧ୍ୟପ୍ରଦେଶର ରେୱାଠାରେ ଏସିଆର ବୃହତମ ସୌର ପ୍ରକଳ୍ପକୁ ରାଷ୍ଟ୍ର ପାଇଁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ / ରେୱା, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ଆଜି ମଧ୍ୟପ୍ରଦେଶର ରେୱାଠାରେ ଏସିଆର ବୃହତ୍ତମ ସୌର କାରଖାନାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଏହାକୁ ଶୁଭାରମ୍ଭ କରିଛନ୍ତି। ରାଜ୍ୟରେ ଶିବରାଜ ସିଂ ଚୌହାନଙ୍କ

ଓଡ଼ିଶାର ଆଉ ୫ ଜିଲ୍ଲା ମାଓବାଦୀ ମୁକ୍ତ ହେଲା : ଡିଜିପି ଅଭୟ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୦/୦୭ : ମାଓବାଦୀ ମୁକ୍ତ ହେଲା ଓଡ଼ିଶାର ଆଉ ୫ ଜିଲ୍ଲା। ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଦେବଗଡ଼ ଓ ନୟାଗଡ଼ ଜିଲ୍ଲାକୁ ରାଜ୍ୟ ସରକାର ମାଓବାଦୀ ମୁକ୍ତ ବୋଲି ଘୋଷଣା କରିଛନ୍ତି। ଏନେଇ ପୋଲିସ ଡିଜି ଅଭୟ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହିତ

ବ୍ରହ୍ମପୁରର ସବ୍‌-ଇନ୍ସପେକ୍ଟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭ : ବ୍ରହ୍ମପୁରର ଜଣେ ସବ୍‌-ଇନ୍ସପେକ୍ଟରଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କ ନାଁ ବି.ବି ସେଠୀ। ସେ କୋରନାରେ ଆକ୍ରାନ୍ତ ହୋଇଥିଲେ। ତେବେ ସୁସ୍ଥ ହେବା ପରେ ସଙ୍ଗେ ସଙ୍ଗେ ଆସି କାର୍ଯ୍ୟରେ ଯୋଗ ଦେଇଛନ୍ତି।

ବଢୁଛି କରୋନା ସଂକ୍ରମଣ : ଚୌଦ୍ୱାର ଜେଲରେ ୮ କଏଦୀ ପଜିଟିଭ୍ ଚିହ୍ନଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଜେଲକୁ ବ୍ୟାପିଲା କରୋନା । କଟକ ଚୌଦ୍ୱାର ଜେଲରେ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏକାସଙ୍ଗେ ୮ ଜଣ କଏଦୀଙ୍କ ଦେହରେ ଭୂତାଣୁ ଚିହ୍ନଟ ହୋଇଛି । ଏହାପରେ ଆକ୍ରାନ୍ତ କଏଦୀଙ୍କୁ କଟକର ସ୍ୱତନ୍ତ୍ର କୋଭିଡ୍ ହସପିଟାଲକୁ ପଠାଇଦିଆଯାଇଛି

ବିଧାନସଭାକୁ ଦିନକ ପାଇଁ ସଟଡାଉନ୍‌ ଘୋଷଣା କରାଗଲା, ସୂଚନା ଦେଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୦/୦୭: ଓଡ଼ିଶା ବିଧାନସଭାକୁ ଆଜି ଦିନକ ପାଇଁ ସଟଡାଉନ୍‌ ଘୋଷଣା କରାଯାଇଛି ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏଭଳି

ଦୂରଦର୍ଶନକୁ ଛାଡ଼ି ଭାରତର ବାକି ସବୁ ‌ଘରୋଇ ଟିଭି ନିଉଜ୍ ଚାନେଲ ନେପାଳରେ ପ୍ରସାରଣ ବନ୍ଦ

କଳିଙ୍ଗ ଜ୍ୟୋତି ବ୍ୟୁରୋ କାଠମାଣ୍ଡୁ ୧୦/୦୭ : ଦୂରଦର୍ଶନକୁ ବାଦ ଦେଇ ଭାରତର ବାକି ସମସ୍ତ ନିଉଜ୍‌ ଚାନେଲ୍ ସିଗ୍‌ନାଲ୍‌କୁ ସମଗ୍ର ନେପାଳରେ ବନ୍ଦ କରି ଦିଆଯାଇଥିବା କଥା ନେପାଳର କେବଲ୍ ଟେଲିଭିଜନ୍ ଯୋଗାଣକାରୀମାନେ କହିଛନ୍ତି। କିନ୍ତୁ, ଏ ସଂକ୍ରାନ୍ତରେ କୌଣସି ଆନୁଷ୍ଠାନିକ ଆଦେଶନାମା
error: Content is protected !!
Open chat