ସେନା କର୍ମଚାରୀଙ୍କୁ ଫୋନରୁ ଫେସବୁକ୍, ଇନଷ୍ଟାଗ୍ରାମ ସମେତ ୮୯ଟି ଆପ୍ସକୁ ଡିଲିଟ ପାଇଁ ନିର୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୭: ସେନା ବାହିନୀରେ କାର୍ଯ୍ୟରତ ସମସ୍ତ ଯବାନ ଓ ଅଧିକାରୀଙ୍କୁ ଫେସବୁକ ଓ ଇନଷ୍ଟାଗ୍ରାମ ଭଳି ୮୯ଟି ଆପକୁ ଡିଲିଟ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୧୫ ସୁଦ୍ଧା ସମସ୍ତେ ଯେପରି ଏଗୁଡ଼ିକୁ ଡିଲିଟ୍‌ କରିବେ, ସେନେଇ ସେନା ପକ୍ଷରୁ କଡ଼ା

କୋଭିଡ୍‌-୧୯ ପାଇଁ ସିବିଏସ୍‌ଇର ସଂଶୋଧିତ ପାଠ୍ୟକ୍ରମ ପ୍ରକାଶିତ : ଏଥର ସଂଘବାଦ, ନାଗରିକତା, ଜାତୀୟତା ଓ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୭: ଭୁବନେଶ୍ବର : କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ପକ୍ଷରୁ ୯ମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମକୁ ହ୍ରାସ କରାଯାଇଛି। ସମସ୍ତ ବିଷୟକୁ ୩୦% ଲେଖାଏ କମାଯିବା ସହ ସଂଶୋଧିତ

ଓଜେଇଇ ପଞ୍ଜୀକରଣ ତାରିଖ ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୯/୦୭ : ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନ୍‌ଲାଇନ୍‌ ପଞ୍ଜୀକରଣ ଅବଧି ଜୂଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏନେଇ ବୁଧବାର ଓଜେଇଇ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଶେଷ ମୁହୂର୍ତ୍ତରେ ଆବେଦନ କରୁଥିବା

ସଚିନ ତେନ୍ଦୁଲକର ଉଦ୍‌ଘାଟନ କଲେ ପ୍ଲାଜ୍‌ମା ଥେରାପି ୟୁନିଟ୍‌

ମୁମ୍ବାଇ / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୯/୦୭ : କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ମୁମ୍ବାଇର ସୁନ୍ଦରବନ, ଅନ୍ଧେରିସ୍ଥିତ ସେଭେନ ହିଲ ହସ୍ପିଟାଲଠାରେ ଏକ ପ୍ଲାଜ୍‌ମା ଥେରାପୀ ୟୁନିଟ୍‌ ଉଦ୍‌ଘାଟନ କରିଛନ୍ତି। ଏହି ୟୁନିଟ୍‌ରେ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ହେବ।

କାନପୁର ଏନ୍‌କାଉଣ୍ଟରର ମୋଷ୍ଟ ଓ୍ବାଣ୍ଟେଡ ବିକାଶ ଦୁବେ ପୋଲିସ ପଞ୍ଝାରେ ,ଉଜ୍ଜେନରୁ ହେଲା ଗିରଫ

କଳିଙ୍ଗ ଜ୍ୟୋତି ବ୍ୟୁରୋ କାନପୁର ୦୯/୦୭ : କାନପୁର ସୁଟ୍‌ଆଉଟ୍‌ର ମାଷ୍ଟରମାଇଣ୍ଡ ବିକେଶ ଦୁବେ ଗିରଫ । ମଧ୍ୟପ୍ରଦେଶର ଉଜ୍ଜେନରୁ ଗିରଫ କଲା ପୋଲିସ । ଜୁଲାଇ ୨ତାରିଖରେ କାନପୁରରେ ଘଟିଥିବା ସୁଟ୍‌ଆଉଟ୍‌ ଘଟଣାର ମାଷ୍ଟରମାଇଣ୍ଡ ଥିଲା ବିକାଶ ଦୁବେ । ଦୀର୍ଘ ଦିନ ହେଲା ପୋଲିସ ବିକାଶ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର କଡ଼ା କାର୍ଯ୍ୟାନୁଷ୍ଠାନ : ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିର ୩୨୯.୬୬ କୋଟି ଟଙ୍କାର…

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୯/୦୭ : ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆର୍ଥିକ ଅପରାଧ ନିୟମ ଅନୁଯାୟୀ ନୀରବ ମୋଦିଙ୍କର ୩୨୯.୬୬ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି। ଜୁନ୍ ମାସ

ଆଉ ୨୦ ହଜାର ‘ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ’ କିଟ୍‌ ପହଞ୍ଚିଲା ଓଡ଼ିଶା

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୦୯/୦୭ : ଓଡ଼ିଶାରେ ପହଞ୍ଚିଲା ଆଉ ୨୦ ହଜାର ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ କିଟ୍‌। ସେଥିରୁ କଟକ SCBକୁ ୧୫୦୦, କ୍ୟାନସର ହସ୍ପିଟାଲକୁ ୫୦୦ କିଟ୍‌ ଦିଆଯାଇଛି। ସେହିପରି ଗଞ୍ଜାମ ଜିଲ୍ଲାକୁ ୩ ୦୦୦, ଗଜପତି ଜିଲ୍ଲାକୁ ୫୦୦ ଓ ଅନ୍ୟ ୫ ମେଡିକାଲ କଲେଜକୁ ୧୦୦୦

ବଲିଉଡର ସୁରମା ଭୋପାଲି ତଥା ହାସ୍ୟ ଅଭିନେତା ଜଗଦୀପ ଚାଲିଗଲେ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୯/୦୭: ବଲିଉଡର ବରିଷ୍ଠ ଅଭିନେତା ଜଗଦୀପଙ୍କ ପରଲୋକ । ଅମିତାଭ ବଚ୍ଚନ ଓ ଧର୍ମେନ୍ଦ୍ର ଅଭିନୀତ ବ୍ଲକ ବଷ୍ଟର ମୁଭି ସୋଲରେ ସୁରମା ଭୋପାଲି ଭାବେ ଅଭିନୟ କରିଥିବା ଜଗଦୀପ ୮୧ ବର୍ଷ ବୟସରେ ଆଖି ବୁଜିଛନ୍ତି । ବାର୍ଦ୍ଧକ୍ୟ ଜନିତ ରୋଗରେ ପଡି ତାଙ୍କର ଦେହାନ୍ତ

ପ୍ରଶାସନ ଦ୍ଵାରା ପୁରୀ ସ୍ୱର୍ଗଦ୍ୱାରରେ ଉପରେ କଟକଣା ଲାଗୁ : ବିଜେପି କହିଲା ରଥଯାତ୍ରା ବନ୍ଦ କରିବା ଷଡଯନ୍ତ୍ର ଭଳି,…

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି), ୦୯/୦୭ : ହିନ୍ଦୁ ଧର୍ମରେ ସ୍ୱର୍ଗଦ୍ୱାରରେ ଶବଦାହ କଲେ ମୋକ୍ଷ ପ୍ରାପ୍ତି ହୁଏ ବୋଲି ବିଶ୍ୱାସ ରହିଛି । ଏଥିପାଇଁ ପ୍ରତିଦିନ ସ୍ୱର୍ଗଦ୍ୱାରରେ ହଜାର ହଜାର ସଂଖ୍ୟାରେ ଶବ ଦାହ କରାଯାଏ । ସେହିପରି ମହୋଦଧୀରେ ପିତୃପୁରୁଷଙ୍କ ଅସ୍ଥି ବିସର୍ଜନ କରିବା ପାଇଁ

ରାଜୀବ ଗାନ୍ଧୀ ଫାଉଣ୍ଡେସନ ପାଣ୍ଠି ପ୍ରସଙ୍ଗ : ଅନୁଧ୍ୟାନ କରିବ ଆନ୍ତ ମନ୍ତ୍ରୀସ୍ତରୀୟ କମିଟି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୯/୦୭ : ରାଜୀବ ଗାନ୍ଧୀ ଫାଉଣ୍ଡେସନକୁ ଚୀନରୁ ଅର୍ଥ ମିଳୁଥିବା ନେଇ ଅଭିଯୋଗ ହେଉଥିଲା। ଅନୁଷ୍ଠାନକୁ ନେଇ ଅନେକ ପ୍ରଶ୍ନ  ଉଠୁଥିବା ବେଳେ ସରକାର ଏହାର ପାଣ୍ଠି ସମ୍ପର୍କରେ ଅନୁଧ୍ୟାନ ପାଇଁ ଏକ ଆନ୍ତ ମନ୍ତ୍ରୀସ୍ତରୀୟ କମିଟି ଗଠନ କରିଛନ୍ତି।
error: Content is protected !!
Open chat