ଭାରତ – ଚୀନ ସୀମା ବିବାଦ : ଗଲୱାନ ଘାଟିରେ ୧ କି.ମି. ପଛକୁ ହଟିଲେ ଚୀନ ସୈନ୍ୟ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୬/୦୭ : ଗତ ଜୁନ ୧୫ ତାରିଖରେ ଗଲୱାନ ଘାଟିର ଯେଉଁ ସ୍ଥାନରେ ଭାରତ ଓ ଚୀନ ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା, ସେହି ସ୍ଥାନଠାରୁ ୧ କି.ମି. ପଛକୁ ହଟିଛନ୍ତି ଚୀନ ସୈନ୍ୟ। ଉଭୟ ଦେଶ ମଧ୍ୟରେ ସେନା କମାଣ୍ଡର ସ୍ତରୀୟ ବୈଠକରେ ବାରମ୍ବାର ଦୁଇଦେଶ

ଅଗଷ୍ଟ ୧୫ ସୁଦ୍ଧା କରୋନା ଭ୍ୟାକସିନ ସମ୍ଭବ ନୁହେଁ – ବିଜ୍ଞାନ ମନ୍ତ୍ରଣାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୦୬/୦୭: ଅନେକ ସଂଗଠନ ଏବଂ ବିରୋଧୀ କରୋନା ଭାଇରସ ଟିକା ସମ୍ବନ୍ଧରେ ଆଇସିଏମଆର ଦାବି ଉପରେ ପ୍ରଶ୍ନ ଉଠାଉଥିଲେ, ବର୍ତ୍ତମାନ ବିଜ୍ଞାନ ମନ୍ତ୍ରଣାଳୟ ଏହା ମଧ୍ୟ କହିଛି ଯେ ୨୦୨୧ ପୂର୍ବରୁ ଏହି ଭ୍ୟାକସିନ ବ୍ୟବହାର ହେବାର ସମ୍ଭାବନା ନାହିଁ। ଆଇସିଏମଆର

ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ତାଲିକାରେ ଋଷକୁ ପଛରେ ପକାଇ ତୃତୀୟ ସ୍ଥାନରେ ପହଁଚିଲା ଭାରତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଦିଲ୍ଲୀ ୦୬/୦୭ : କରୋନାଭାଇରସ୍ ମହାମାରୀରେ ଭାରତ ରବିବାରଦିନ ଋଷକୁ ପଛରେ ପକାଇ ଭାରତ ତୃତୀୟ ସ୍ଥାନରେ ପହଁଚିଛି। ଏହି ମହାମାରୀରେ ସର୍ବାଧିକ ପ୍ରଭାବିତ ହୋଇଥିବା ଦୁଇ ଦେଶ ଆମେରିକା ଏବଂ ବ୍ରାଜିଲ ପରେ ଭାରତ ତୃତୀୟ ସ୍ଥାନରେ ପହଁଚିଛି। ଦେଶର ଦ୍ରୁତ ଗତିରେ

ମାଲକାନଗିରି ପୋଲିସ କ୍ୟାଂଟିନରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରସଙ୍ଗରେ ବିଜେପି ପ୍ରତିନିଧୀଦଳଙ୍କ…

ମଙ୍ଗଳବାର ଦିନ ଘଟଣାସ୍ଥଳରେ ପହଂଚି ସରଜମିନ ତଦନ୍ତ କରିବ ପ୍ରତିନିଧୀ ଦଳ ପୀଡିତାଙ୍କ ପରିବାର, ସ୍ଥାନୀୟ ପ୍ରଶାସନ, ପୋଲିସ ଅଧିକାରୀଙ୍କୁ ଭେଟି ଘଟଣା ସଂପର୍କରେ ସବିଶେଷ ତଥ୍ୟ ସଂଗ୍ରହ କରାଯିବ ମାଲକାନଗିରି ଘଟଣା କୁନ୍ଦୁଲୀ ଘଟଣାର ପୁନରାବୃତି ଦୁଇ ମାସ ସମୟ ପରେ ବି ପୋଲିସ ମୃତା

ଭୁବନେଶ୍ୱର ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱର ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଇଏସ୍ଆଇ ହସ୍ପିଟାଲ ଅଧିକ୍ଷକ ସୂଚନା ଦେଇଛନ୍ତି। ତେବେ ସେ କାହାଦ୍ୱାରା ସଂକ୍ରମିତ

କଟକର ୪ ହସ୍‌ପିଟାଲ୍‌ରେ କରୋନା ଆତଙ୍କ: ଆଜି ଠାରୁ ଆରମ୍ଭ ହେବ ଆଣ୍ଟିଜେନ୍‌ ଟେଷ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୬/୦୭:କଟକ ସହରର ୪ ହସ୍‌ପିଟାଲ୍‌ରେ ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବାରୁ ସେଠାର ଆତଙ୍କ ଖେଳିଯାଇଛି। ଏହି ୪ଟି ହସ୍‌ପିଟାଲ୍‌ରେ କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ତେବେ ଏସବୁ ହସ୍‌ପିଟାଲ୍‌ର

ବଙ୍ଗୋପସାଗର ଲଘୁଚାପ : ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୨୦ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଲା…

ଭୁବନେଶ୍ୱର ୦୬।୦୭: ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଓଡ଼ିଶାର ଉପରିଭାଗରେ ଲଘୁଚାପ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ସୋମବାର ରାଜ୍ୟବ୍ୟାପୀ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ନୂଆପଡ଼ା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର

ରାଜ୍ୟରେ ଚିନ୍ତା ବଢାଉଛି ଆକ୍ରାନ୍ତଙ୍କ ସଂଖ୍ୟା, ବଢିଲା ଗୋଷ୍ଠୀ ସଂକ୍ରମଣର ଆଶଙ୍କା ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୬/୦୭ : ରାଜ୍ୟରେ ଏବେ ଦିନକୁ ପାଖାପାଖି ୫ ଶହ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୩ ଦିନ ଭିତରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ଶହ ପାର୍ କରିଛି । ତେବେ ଚିିନ୍ତାର କାରଣ ହେଉଛି ଯେ, ଆକ୍ରାନ୍ତଙ୍କ ମଧ୍ୟରୁ ବହୁ ସଂଖ୍ୟାରେ ସ୍ଥାନୀୟ ଲୋକ ସଂକ୍ରମିତ

ଶ୍ରୀମନ୍ଦିରରୁ ବାହାରିଲା ନୀଳାଚଳ ଅବଢା : ମହାପ୍ରସାଦ ପାଇ ବିଭୋର ହେଲେ ଭକ୍ତ

ପୁରୀ, (କଳିଙ୍ଗ ଜ୍ୟୋତି) ୦୬/୦୭ : ଚତୁର୍ଦ୍ଧାବିଗ୍ରହ ନବଦିନାତ୍ମକ ଯାତ୍ରା ଶେଷ କରି ବାହୁଡିଛନ୍ତି ଶ୍ରୀମନ୍ଦିର। ସରିଛି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ।ଖାଲିପଡିଥିବା ରତ୍ନସିଂହାସନ ମହାପ୍ରଭୁଙ୍କୁ ପାଇ ଶୋଭାବର୍ଦ୍ଧନ କରୁଛି । ନୀଳକନ୍ଦରରେ ବିରାଜମାନ କରିଛନ୍ତି କଳା ଠାକୁର । ରବିବାର
error: Content is protected !!
Open chat