ଭାରତ ମହାସାଗରରେ ଜାପାନ ଓ ଭାରତୀୟ ନୌସେନାର ମିଳିତ ସମରାଭ୍ୟାସ : ଚୀନ ବିରୁଦ୍ଧରେ ଭାରତ ପଛରେ ଛିଡ଼ା ହେଲା ଜାପାନ
ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୨୯/୦୬ : ଗତ ଶନିବାରଦିନ ଭାରତ ମହାସାଗରରେ ଜାପାନ ଓ ଭାରତର ନୌସେନା ମିଳିତଭାବେ ସମରାଭ୍ୟାସ କରିଛନ୍ତି । ଏଥିରେ ଭାରତୀୟ ନୌସେନାର ଆଇଏନଏସ ରାନା ଓ ଆଇଏନଏସ କୁଲିସ ଯୁଦ୍ଧ ଜାହାଜ ଓ ଜାପାନର ନୌସେନାର ଜେଏସ କାସିମା ଓ ଜେଏସ ସିମାୟୁକି ଯୋଗ ଦେଇଥିଲେ!-->…
