ଦେଶର ସୈନିକଙ୍କ ମନୋବଳକୁ ଦୃଢ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୨୧ – ଭାରତ ଓ ଚୀନ ମଧ୍ୟରେ ସୀମା ବିବାଦ ଦେଖାଯାଇଥିବା ବେଳେ ଏହି ସଂକଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବୀର ସୈନିକ ମାନଙ୍କ ମନୋବଳକୁ ଦୃଢ କରିଛନ୍ତି ।ଦେଶର ଅଖଣ୍ଡତାକୁ ସୁରକ୍ଷା ଦେବା ପାଇଁ ପ୍ରଧାନମନ୍ତ୍ରୀ ସୈନିକ ମାନଙ୍କୁ କ୍ଷମତା ପ୍ରଦାନ!-->…
