ସେପ୍ଟେମ୍ବର ସୁଦ୍ଧା ପିଲାଙ୍କ ନିମନ୍ତେ କୋଭିଡ୍ ଟିକା ପ୍ରସ୍ତୁତି ହୋଇପାରେ: ‘ଏମ୍ସ୍’ ମୁଖ୍ୟ ରଣଦୀପ ଗୁଲେରିଆ
ନୂଆଦିଲ୍ଲୀ ୨୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ସେପ୍ଟେମ୍ବର ସୁଦ୍ଧା ଦେଶରେ ପିଲାମାନଙ୍କ ନିମନ୍ତେ କୋଭିଡ୍ ଟିକାକରଣ ଆରମ୍ଭ ହୋଇପାରେ ବୋଲି ‘ଏମ୍ସ୍’ ମୁଖ୍ୟ ଡାକ୍ତର ରଣଦୀପ ଗୁଲେରିଆ ଆଜି ସକାଳେ ଗଣମାଧ୍ୟମକୁ କହିଛନ୍ତି। ସଂକ୍ରମଣ ଶୃଙ୍ଖଳ ଛିନ୍ନ କରିବାରେ ଏହା ଗୁରୁତ୍ବପୂର୍ଣ୍ଣ!-->…