ପୂର୍ବତନ ବିଧାୟକ ଅରୁଣ ଦେଙ୍କୁ କରୋନା, ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ବାଲେଶ୍ବର ୦୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବାଲେଶ୍ବରର ପୂର୍ବତନ ବିଧାୟକ ତଥା ବରିଷ୍ଠ ଶ୍ରମିକ ନେତା ଅରୁଣ ଦେଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ସ୍ଥିତ ଆମ୍ରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗତ ୨/୩ ଦିନ ହେଲା ସେ ଥଣ୍ଡାଜ୍ବରରେ ଆକ୍ରାନ୍ତ ଥିଲେ। ଆଜି ସକାଳେ ହଠାତ୍ ନିଃଶ୍ବାସ!-->…