ରାଜଧାନୀବାସୀଙ୍କୁ ନିଶ୍ଚୟ ମିଳିବ ଦ୍ୱିତୀୟ ଡୋଜ୍, ଦ୍ରୁତ ଗତିରେ ଆଗେଇବ ସାବାଳକ ଟିକାକରଣ : ବିଏମସି କମିସନର
ଭୁବନେଶ୍ବର :ରାଜ୍ୟରେ କୋଭିଡ୍ ଟିକା ନେଇ ସଙ୍କଟ ଦେଖାଦେଇଥିବାବେଳେ ଆଜି ଏହାକୁ ନେଇ ଏକ ବଡ ବୟାନ ରଖିଛନ୍ତି ବିଏମସି କମିସନର । ରାଜଧାନୀରେ ବାସକରୁଥିବା ସମସ୍ତ ୧୮ରୁ ୪୪ ବର୍ଷୀୟ ଲୋକଙ୍କୁ ଠିକ୍ ସମୟରେ ଟିକା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି । ତା ସହ ଯେଉଁମାନେ ଦ୍ୱିତୀୟ ଡୋଜ!-->…