ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ
ମୁମ୍ବଇ: ମୁମ୍ବଇର ପୂର୍ବତନ ପୁଲିସ କମିଶନର ପରମବୀର ସିଂହଙ୍କ ଅଭିଯୋଗ ଉପରେ ବମ୍ବେ ହାଇକୋର୍ଟ ସୋମବାର ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସିବିସିଆଇ ତଦନ୍ତ ପାଇଁ ନିର୍ଦେଶ ଦେବା ପରେ ସେ ତୁରନ୍ତ ଇସ୍ତଫା ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦେଶ ଆସିବାର କିଛି କ୍ଷଣ ମଧ୍ୟରେ!-->…