ସାରା ଦେଶରେ କରୋନା ଟୀକାକରଣ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସବୁ ସଫଳତାର ଶ୍ରେୟ ଦେଲେ ବୈଜ୍ଞାନିକଙ୍କୁ https://twitter.com/narendramodi/status/1350306962676715522 ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଗୋଟିଏ ଟିକା ବିକଶିତ କରିବା ପାଇଁ ବହୁ ବର୍ଷ ଲାଗିଥାଏ କିନ୍ତୁ ଆମ ବୈଜ୍ଞାନିକମାନେ ବହୁତ କମ ସମୟରେ ମେଡ଼ ଇନ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ପାରିତ

ନୂଆଦିଲ୍ଳୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ପାରିତ ହୋଇଯାଇଛି। ଆମେରିକା ସଂସଦର ‘ହାଉସ୍‌ ଅଫ୍‌ ରିପ୍ରେ‌ଜେଣ୍ଟିଟିଭ୍‌’ ବା ଆମେରିକା ପ୍ରତିନିଧି ସଭାରେ ବହୁମତରେ ପାରିତ ହୋଇ ଯାଇଥିବା ସୂଚନା ରହିଛି। ଟ୍ରମ୍ପ୍‌ଙ୍କ ବିରୋଧରେ ଐତିହାସିକ

ହ୍ୱାଟ୍ସଆପର ନୂଆ ପ୍ରାଇଭେସି ପଲିସି ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ପିଆଇଏଲ ଦାଖଲ

ନୂଆଦିଲ୍ଲୀ: ହ୍ୱାଟ୍ସଆପର ନୂଆ ପ୍ରାଇଭେସି ପଲିସି ଚର୍ଚ୍ଚାରେ ରହିଛି । ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ତଥ୍ୟ ଗୋପନୀୟ ରହିବ ନା ନାହିଁ ଏହାକୁ ନେଇ ଏବେ ବିତର୍କ ସୃଷ୍ଟି ହୋଇଛି । ୟୁଜର୍ସଙ୍କ ତଥ୍ୟ ସେୟାର ପାଇଁ ଅନୁମତି ଲୋଡିଛି ହ୍ୱାଟ୍ସଆପ । ଫେବୃୟାରୀ ୮ ତାରିଖ ସୁଦ୍ଧା ଡାଟା ସେୟାର ପାଇଁ

ଶନିବାର ଠାରୁ ଆରମ୍ଭ ହେବ ଟୀକାକରଣ : ତିନି କୋଟି ଲୋକଙ୍କୁ ଦିଆ​‌ଯିବ ଟିକା

ନୂଆଦିଲ୍ଲୀ : ସମଗ୍ର ଦେଶରେ ଜାନୁଆରୀ ୧୬, ଅର୍ଥାତ୍ ଶନିବାର ଠାରୁ ଟୀକାକରଣ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଟିକା ନେଉଥିବା କିଛି ଲୋକଙ୍କ ସହ କଥା ହେବେ। ସୂଚନାଅନୁସାରେ, ପ୍ରଥମ ଦିନରେ

ଗଣତନ୍ତ୍ର ଦିବସ ସମାରୋହରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ

ନୂଆଦିଲ୍ଲୀ : ଏବର୍ଷର ଗଣତନ୍ତ୍ର ଦିବସ ପରେଡରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ । ଏ ସମ୍ପର୍କରେ ଭାରତର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆଜି ଘୋଷଣା କରାଯାଇଛି । ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି ଯେ କରୋନା ମହାମାରୀ ଯୋଗୁଁ ଏବର୍ଷ କୌଣସି

ବିଏମସି କଟକଣା ପରେ କହିଲେ ସାଂସଦ ଅପରାଜିତା, ମାଗଣା ନୁହେଁ, ଅନ୍ନପୂର୍ଣ୍ଣା ଯୋଜନାରେ ୧ ଟଙ୍କାରେ ମିଳିବ ଖାଦ୍ୟ

କିଛି ଦିନ ପୂର୍ବରୁ ଭୁବନେଶ୍ୱରର ବିଭିନ୍ନ ବସ୍ତି, ରେଳଷ୍ଟେସନ, ବସଷ୍ଟାଣ୍ଡ, ମନ୍ଦିର ପାର୍ଶ୍ୱବର୍ତ୍ତୀ ଅଂଚଳ ଓ ବଜାରରେ ରହୁଥିବା ଭୋକିଲା ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଅନ୍ନପୂର୍ଣ୍ଣା ଟ୍ରଷ୍ଟ ଆରମ୍ଭ କରିଥିଲେ। ତେବେ ଏଥିରେ

କୋଭିଡ ଟିକା ସଂପୂର୍ଣ୍ଣ ନିରାପଦ ଓ ଫଳପ୍ରଦ : ଡ.ଜୟନ୍ତ ପଣ୍ଡା

ପ୍ରଥମେ କେବଳ ସ୍ବାସ୍ଥ୍ୟ କର୍ମୀଙ୍କୁ ଟିକା ଦିଆଯିବ, ପ୍ରଥମ ଡୋଜର ୨୮ ଦିନ ପରେ ୨ୟ ଡୋଜ୍ ଭୁବନେଶ୍ବର : ଆସନ୍ତା ୧୬ ତାରିଖରୁ ଓଡ଼ିଶା ସମେତ ସାରା ଦେଶରେ କରୋନା ଟିକାକରଣ ଆରମ୍ଭ ହେବ । ଏଥିପାଇଁ ରାଜ୍ୟରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ପ୍ରଥମେ କେବଳ ଡାକ୍ତର ଓ ସ୍ବାସ୍ଥ୍ୟ

ଭାରତ ମାନବ ସମୁଦାୟକୁ ସୁରକ୍ଷିତ ରଖିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ – ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଦେଶରେ ବିକଶିତ ଦୁଇଟି କୋଭିଡ୍‍ ୧୯ ଟିକା ଦ୍ୱାରା ଭାରତ ମାନବ ସମୁଦାୟକୁ ସୁରକ୍ଷିତ ରଖିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। କୋଭିଡ୍‍ ୧୯ ମହାମାରୀ ସମସ୍ୟାର ସମାଧାନ ଲାଗି ଉଦ୍ଦିଷ୍ଟ ଏହି ଦୁଇଟି ଭାରତୀୟ ଟିକା ଦ୍ୱାରା ସମ୍ପୂର୍ଣ୍ଣ ବିଶ୍ୱ

କାଳିଆ ଦର୍ଶନ ପାଇଁ ନିୟମ କୋହଳ; ୨୧ରୁ ଦରକାର ପଡ଼ିବନି କୋଭିଡ ରିପୋର୍ଟ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ରହିଥିବା ନିୟମକୁ କୋହଳ କରାଯାଇଛି। ଏହି ନିୟମ ଆସନ୍ତା ୨୧ ତାରିଖରୁ ଲାଗୁ ହେବ। ରବିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି। ସୋମବାର ସମୀକ୍ଷା ବୈଠକରେ ମହାପ୍ରଭୁଙ୍କ

କାନ୍ଥକୁ ସଜାଉଥିବା ସରକାରୀ କ୍ୟାଲେଣ୍ଡର ଏବେ ସଜାଇବ ମୋବାଇଲ୍‍ ଫୋନ୍‍ – ଜାଭଡେକର

ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ନୂଆଦିଲ୍ଲୀଠାରେ ସରକାରଙ୍କ ଡିଜିଟାଲ କ୍ୟାଲେଣ୍ଡର ଏବଂ ଡାଏରୀ ଆପ୍‍ର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜାଭଡେକର କହିଛନ୍ତି ପୂର୍ବରୁ କାନ୍ଥକୁ ସଜାଉଥିବା ସରକାରୀ କ୍ୟାଲେଣ୍ଡର ଏବେ ମୋବାଇଲ୍‍ ଫୋନ୍‍କୁ ସଜାଇବ। ସେ କହିଛନ୍ତି ବର୍ତ୍ତମାନ
error: Content is protected !!
Open chat