ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉଦବୋଧନ
ଭୁବନେଶ୍ବର: ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ଉଦବୋଧନ ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବହୁମୂଲ୍ୟ ପରାମର୍ଶ ଦେଇଛନ୍ତି। ପରିବାରରେ ବାପା-ମାଆଙ୍କ ପ୍ରତି ଦାୟିତ୍ୱକୁ ଭୁଲିବାନି, ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ଓ ସମାଜର!-->…