ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟ ନାଁରେ ଲାଗିଲା ଏନ୍‌ଏସ୍‌ଏ

ଭୁବନେଶ୍ଵର : ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ (ଏନ୍‌ଏସ୍‌ଏ )ଲାଗୁ। ଦାଦାବଟି ଆଦାୟ ଓ ସାଧାରଣରେ ଆତଙ୍କ ସୃଷ୍ଟି ପାଇଁ ଲାଗିଲା ଏନ୍‌ଏସ୍‌ଏ। ଗ୍ୟାଙ୍ଗଷ୍ଟାର ରାଜା ଆଚାର୍ଯ୍ୟଙ୍କ ନାମରେ ଏନ୍‌ଏସ୍‌ଏ ଲାଗୁ ପାଇଁ ନିର୍ଦେଶ ଦେଇଛନ୍ତି ପୁଲିସ କମିଶନର ସୁଧାଂଶୁ

ଜାତୀୟସ୍ତରର ଶ୍ରୀମତୀ ସୁନ୍ଦରୀ ପ୍ରତିଯୋଗିତାରେ ରାମେଶ୍ବରୀଙ୍କୁ ଦ୍ବିମୁକୁଟ

ବ୍ରହ୍ମପୁର: ମୁମ୍ବାଇ ଗ୍ଲୋବାଲ୍‌ କ୍ଲବ ପକ୍ଷରୁ ଚଳିତବର୍ଷ ଆୟୋଜିତ ସୁନ୍ଦରୀ ଶ୍ରୀମତି ପ୍ରତିଯୋଗିତା (୬ଷ୍ଠ ମୁମ୍ବାଇ ଗ୍ଲୋବାଲ୍‌ ଇଣ୍ଡିଆ ବିୟୁଟି ପିଜାଣ୍ଟ-୨୦୨୦)ରେ ଅଂଶଗ୍ରହଣ କରିଥିବା ବ୍ରହ୍ମପୁରର ରାମେଶ୍ବରୀ ନନ୍ଦ ଦ୍ବିମୁକୁଟ ହାସଲ କରିଛନ୍ତି। ଗତକାଲି ଅନୁଷ୍ଠିତ ଫାଇନାଲ୍‌ରେ ସାରା

ଓଡ଼ିଶାବାସୀ ଆମର ବସ୍, ଆମ ପାଇଁ ଓଡିଆ ଭାଷା ଅତି ଗୁରୁତ୍ୱପୂର୍ଣ୍ଣ: ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଯୁବ ଏବଂ ଛାତ୍ର ବିଜେଡି କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ବୈଠକରେ ବିଜେଡି ସୁପ୍ରିମ ଓଡ଼ିଆ ଭାଷାକୁ ଗୁରତ୍ବ ଦେଇଥିବା ବେଳେ ଉଭୟ କଂଗ୍ରେସ ଓ ବିଜେପିକୁ ସିଧାସଳଖ ଟାର୍ଗେଟ କରିଛନ୍ତି। କେନ୍ଦ୍ର ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ରଖୁଛି। ନିର୍ବାଚନ

ଇସ୍ତଫା ଦେଲେ ତୃଣମୂଳ କଂଗ୍ରେସର ବିଧାୟକ ଶୀଳଭଦ୍ର ଦତ୍ତ; ଦୁଇ ଦିନରେ ତିନି ବିଧାୟକଙ୍କ ଇସ୍ତଫା ମମତାଙ୍କ ପାଇଁ…

କୋଲ୍‌କାତା: ଉତ୍ତର ୨୪ ପ୍ରଗଣାର ବାରାକପୁର ନିର୍ବାଚନ ମଣ୍ଡଳୀର ତୃଣମୂଳ କଂଗ୍ରେସର ବିଧାୟକ ଶୀଳଭଦ୍ର ଦତ୍ତ ଶୁକ୍ରବାର ଦିନ ଦଳରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ବିଧାନସଭା ନିର୍ବାଚନ ମାତ୍ର ୫ ମାସ ବାକି ଥିବା ବେଳେ ଦଳରୁ ଜଣକ ପରେ ଜଣେ ବିଧାୟକ ଇସ୍ତଫା ଦେବା ଘଟଣା ଶାସକ ତୃଣମୂଳ କଂଗ୍ରେସ

ଧର୍ମଶାଳାରୁ ଅପହୃତ କଲେଜ ଛାତ୍ରୀ କଟକରୁ ଉଦ୍ଧାର, ଅପହରଣକାରୀ ଅଟକ

ଧର୍ମଶାଳା: ଯାଜପୁର ଜିଲ୍ଲାର ଧର୍ମଶାଳା ଅଞ୍ଚଳରୁ ଗତ ୫ ତାରିଖରେ ଅପହୃତ କଲେଜ ଛାତ୍ରୀଙ୍କୁ ପୁଲିସ୍ ରାତିରେ ଉଦ୍ଧାର କରିଛି। ଅପହରଣକାରୀ ଚୋରମୁହାଁ ଗ୍ରାମର ଅବଦୁଲ ସେହମତ୍ ଖାଁକୁ ଧରିବାରେ ସକ୍ଷମ ହୋଇଛି। ଉଭୟଙ୍କୁ କଟକ (ଜଗତପୁର) ଅଞ୍ଚଳରୁ ଧରାଯାଇଥିବା ଧର୍ମଶାଳା ଥାନା ଅଧିକାରୀ ସରୋଜ

୨୩ରୁ ଖୋଲିବ ଶ୍ରୀମନ୍ଦିର, ସୂଚନା ଦେଲେ ପୁରୀ ଜିଲ୍ଲାପାଳ

ପୁରୀ: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ ବୋଲି ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଶ୍ରୀମନ୍ଦିର ସହ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଖୋଲିବ ବୋଲି ସେ କହିଛନ୍ତି। କୋଭିଡ୍ କଟକଣା ମାନି ଶ୍ରଦ୍ଧାଳୁ ଦର୍ଶନ କରିବେ।ପ୍ରଥମ ଦୁଇ ଦିନ ଅର୍ଥାତ ୨୩ ଓ ୨୪ ତାରିଖ ଦୁଇ ଦିନ ସେବାୟତଙ୍କ

ପୁଣି ବିସିସିଆଇ ଉପାଧ୍ୟକ୍ଷ ହେବେ ରାଜୀବ ଶୁକ୍ଳା; ୨୪ରେ ଆନୁଷ୍ଠାନିକ ଘୋଷଣା

ନୂଆଦିଲ୍ଲୀ: ପୂର୍ବତନ ସାଂସଦ ରାଜୀବ ଶୁକ୍ଳା ପୁଣି ଥରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ)ର ଉପାଧ୍ୟକ୍ଷ ପଦ ସମ୍ଭାଳିବେ। ବିସିସିଆଇ ସଦସ୍ୟମାନେ ଏହି ପଦ ପାଇଁ ସର୍ବସମ୍ମତି କ୍ରମେ ରାଜୀବ ଶୁକ୍ଳାଙ୍କୁ ଚୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ଳା ଏହା ପୂର୍ବରୁ ଏନ.

ଦୁଇ ବର୍ଷ ମଧ୍ୟରେ ଦେଶର ରାଜପଥରୁ ହଟିବ ସବୁ ଟୋଲ, ଜିପିଏସ୍ ଟ୍ରାକ କରି ଆଦାୟ ହେବ ଟୋଲ ଟିକସ

ନୂଆଦିଲ୍ଲୀ:  ଜାତୀୟ ରାଜପଥରୁ ହଟିବ ଟୋଲ ଗେଟ୍ । ଦୁଇ ବର୍ଷ ମଧ୍ୟରେ ଦେଶର ସମସ୍ତ ଟୋଲଗେଟକୁ ହଟାଇ ଦିଆଯିବ । ମାତ୍ର ଯାତାୟତ ପାଇଁ ପୂର୍ବ ପରି ଟିକସ ଦେବା ନିମନ୍ତେ ପଡ଼ିବ । ଏଥିପାଇଁ ଗ୍ଲୋବାଲ ପୋଜିସନିଂ ସିଷ୍ଟମ (ଜିପିଏସ) ବ୍ୟବସ୍ଥା କରାଯିବ । କେନ୍ଦ୍ର ସରକାର ଗୁରୁବାର ଏ

ଜନସଂଖ୍ୟା ନିୟନ୍ତ୍ରଣ ପାଇଁ କଡ଼ା ଆଇନ ଆଣିବାକୁ କେନ୍ଦ୍ର ମନ୍ତ୍ରୀଙ୍କ ଦାବି

ପାଟନା: ଜନସଂଖ୍ୟା ନିୟନ୍ତ୍ରଣ ନିହାତି ଜରୁରୀ। ସାମାଜିକ ସ୍ତରରେ ସମନ୍ବୟ ରକ୍ଷା କ୍ଷେତ୍ରରେ ଜନସଂଖ୍ୟା ନିୟନ୍ତ୍ରଣ ଗୁରୁତ୍ଵପୂର୍ଣ୍ଣ। ତେଣୁ ଏଥିପାଇଁ କଡ଼ା ଆଇନ ଆଣିବାକୁ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଦାବି କରିଛନ୍ତି। ଗିରିରାଜ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି, ଦେଶର ବିକାଶ ଏବଂ

ଖୁବଶୀଘ୍ର ଓଡ଼ିଶୀ ସଙ୍ଗୀତକୁ ମିଳିବ ଶାସ୍ତ୍ରୀୟ ମାନ୍ୟତା: କେନ୍ଦ୍ରମନ୍ତ୍ରୀ କେନ୍ଦ୍ର ପର୍ୟ୍ୟଟନ ମନ୍ତ୍ରୀଙ୍କୁ ଭେଟିଲେ…

ଭୁବନେଶ୍ୱର: ଖୁବ୍‍ ଶୀଘ୍ର ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ନେଇ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କହିଛନ୍ତି। ଦିଲ୍ଲୀ ଗସ୍ତରେ ଥିବା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ ଗୁରୁବାର ମନ୍ତ୍ରୀ ଶ୍ରୀ ପଟେଲ୍‍ଙ୍କୁ ଭେଟିଥିଲେ। ଏହି
error: Content is protected !!
Open chat