Browsing Category

Breaking News

ହିମାଚଳ ପ୍ରଦେଶର କାଙ୍ଗଡା ଫୋର୍ଟ ଠାରେ ‘ଆନ୍ତର୍ଜାତିକ ଯୋଗ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ…

ଶାରିରୀକ ଓ ମାନସିକ ଶାନ୍ତି ପାଇଁ ଯୋଗ ଏକ ବୈଜ୍ଞାନିକ ପ୍ରୟୋଗ- ଧର୍ମେନ୍ଦ୍ର ପ୍ରଧାନ • ଚାପଗ୍ରସ୍ତ ଦୁନିଆରେ ଯୋଗର ମହତ୍ତ୍ୱ ବେଶ୍ ପ୍ରାସଙ୍ଗିକତା ହୋଇଛି• ଯୋଗ ଏକ କାର୍ଯ୍ୟକ୍ରମ ନୁହେଁ ବରଂ ଜୀବନ ପଦ୍ଧତି• ଛାତ୍ରଛାତ୍ରୀମାନେ ପିଲା…

ନୂଆବର୍ଷରେ ଖୁସିର ଖବର: କରୋନା ଟିକା କୋଭିସିଲ୍ଡକୁ ମିଳିଲା ଜରୁରୀକାଳୀନ ବ୍ୟବହାର ଅନୁମତି

ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ୱାରା ପ୍ରସ୍ତୁତ ଓ ଆସ୍ତ୍ରାଜେନେକା ଦ୍ୱାରା ବିକଶିତ ଟିକା ‘କୋଭିସିଲ୍ଡ’କୁ ଅନୁମତି ମିଳିଛି। କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂସ୍ଥାର ବିଶେଷଜ୍ଞ କମିଟି ଏହି ଟୀକାର ବ୍ୟବହାରକୁ ନେଇ ହୋଇଥିବା ଆବେଦନକୁ…

ଦ୍ୱିତୀୟ ଟି-୨୦: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ କଲା କମାଲ , ୨-୦ରେ ଶୃଙ୍ଖଳା ଜିତିଲା ଭାରତ

ସିଡନି: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସିଡନି କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ପକ୍ଷରୁ ମିଳିଥିବା ୧୯୫ ରନ୍‌ର ବିଜୟ ଲକ୍ଷ୍ୟକୁ ଭାରତ ୪ଟି  ଉଇକେଟ୍‌ ହରାଇ ୧୯.୪ ଓଭରରେ ପୂରା କରିଛି। ଏହି…

ବାଇକ୍ ପଛରେ ବସିଥିବା ବ୍ୟକ୍ତି ହେଲମେଟ୍ ପିନ୍ଧିନଥିଲେ ଚଳାଉଥିବା ବ୍ୟକ୍ତିର ଲାଇସେନ୍ସ ରଦ୍ଦ ହେବ

ଭୁବନେଶ୍ବର : ଏଣିକି ବାଇକ, ସ୍କୁଟର ଆଦି ଦୁଇଚକିଆ ଯାନର ପଛ ସିଟରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧିବା ବାଧ୍ୟତାମୂଳକ ହେବ । ପଛ ସିଟରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧି ନଥିଲେ, ଗାଡ଼ି ଚଳାଉଥିବା ବ୍ୟକ୍ତିର ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ହେବ । ଟ୍ବିଟ୍ କରି ଏପରି ଚେତାବନୀ ଶୁଣାଇଛି…

ଜାନୁଆରି ପ୍ରଥମଭାଗ ସୁଦ୍ଧା ଭାରତରେ କରୋନା ଟିକାକୁ ଅନୁମତି ମିଳିବା ସମ୍ଭାବନା : ଏମ୍ସ ମୁଖ୍ୟ

ନୂଆଦିଲ୍ଲୀ : କରୋନା ଟିକାକୁ ସାରା ଦେଶର ଲୋକେ ଅପେକ୍ଷା କରିଥିବାବେଳେ ଏମ୍ସ ନିର୍ଦ୍ଦେଶକ ଡଃ. ରଣଦୀପ ଗୁଲେରିଆ ଆଜି କହିଛନ୍ତି ଯେ ଚଳିତ ମାସ ଶେଷ କିମ୍ବା ଜାନୁଆରି ପ୍ରଥମ ଭାଗ ସୁଦ୍ଧା ଟିକା ଆସିଯିବ ବୋଲି ସେ ଆଶା କରୁଛନ୍ତି । ସେ କହିଛନ୍ତି ଯେ ଭାରତରେ ଟିକା ଗୁଡ଼ିକର…

ଘରେ ଘରେ ପରିଚିତ ଏମ୍‌ଡିଏଚ୍‌ ମସଲା କମ୍ପାନିର ମାଲିକ ଧରମପାଲ ଗୁଲାଟିଙ୍କ ପରଲୋକ

ନୂଆଦିଲ୍ଲୀ: ପ୍ରସିଦ୍ଧ ମସଲା କମ୍ପାନି ଏମ୍‌ଡିଏଚ୍‌ର ମାଲିକ ଧରମପାଲ ଗୁଲାଟିଙ୍କର ୯୮ ବର୍ଷ ବୟସରେ ପରଲୋକ ଘଟିଛି। ମସଲା ଦୁନିଆର ରାଜା କୁହାଯାଉଥିବା ଧରମପାଲ ଗୁଲାଟି ଦିଲ୍ଲୀର ମାତା ଚାନାନ ଦେବୀ ଡାକ୍ତରଖାନାରେ ଭର୍ତ୍ତି ହୋଇ ବେଶ୍‌ କିଛିଦିନ ହେବ ଚିକିତ୍ସିତ ହେଉଥିଲେ। ଗୁରୁବାର…

ପ୍ରଧାନମନ୍ତ୍ରୀଙ୍କୁ ସୁବ୍ରମଣ୍ୟମ୍ ସ୍ୱାମୀଙ୍କ ଚିଠି ସଂଶୋଧନ ହେଉ ‘ଜନ ଗଣ ମନ…’

ଭାରତର ଜାତୀୟ ସଙ୍ଗୀତ ‘ଜନ ଗଣ ମନ …. ’ରେ ସଂଶୋଧନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ନିବେଦନ କରିଛନ୍ତି ବିଜେପି ସାଂସଦ ସୁବ୍ରମଣ୍ୟମ୍‌ ସ୍ବାମୀ। ସଙ୍ଗୀତର ପ୍ରଥମ ତିନିଟି ଶବ୍ଦ (ଜନ-ଗଣ-ମନ)କୁ ପରିବର୍ତ୍ତନ କରିବାକୁ ସେ ଅନୁରୋଧ କରିଛନ୍ତି। ଏହି ଚିଠିର ଏକ ନକଲ ସେ…

ଶେଷ ଦିନିକିଆ : ରୋମାଞ୍ଚକର ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କଲା ଭାରତ

କାନବେରା : କାନବେରାର ମାନୁକା ଓଭାଲ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଚଳିତ ସିରିଜର ଶେଷ ଦିନିକିଆ ମ୍ୟାଚରେ ଭାରତ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି । ତେବେ ପୂର୍ବରୁ ୨ଟି ମ୍ୟାଚ ଜିତିଥିବା ଅଷ୍ଟ୍ରେଲିଆ ଏହି ତିନିଟିକିଆ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତିନେଇଛି । …

ମସ୍ତିଷ୍କକୁ ପ୍ରବେଶ କରିପାରେ କରୋନା ଭୂତାଣୁ

ବର୍ଲିନ: କରୋନା ଭୂତାଣୁ ଶରୀର ମଧ୍ୟକୁ ପ୍ରବେଶ କରି ଆମର ଶ୍ବାସକ୍ରିୟା ବ୍ୟବସ୍ଥା (ଫୁସ୍‌ଫୁସ୍‌)କୁ ସଂକ୍ରମଣ କରୁଥିବାବେଳେ ଏହା ଏବେ ମସ୍ତିଷ୍କକୁ ସଂକ୍ରମଣ କରିବାର ନୂଆ ଆଶଙ୍କା ସୃଷ୍ଟି କରିଛି। ନୂଆ ଗବେଷଣାରୁ ଜଣାଯାଇଛି କରୋନା ଭୂତାଣୁ ନାକ ବାଟ ଦେଇ ମସ୍ତିଷ୍କକୁ ଯିବାର ଆଶଙ୍କା…

ଝାରସୁଗୁଡ଼ା: ମୋବାଇଲ ଦୋକାନରେ ଅଗ୍ନିକାଣ୍ଡ, ୩୦ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ

ଝାରସୁଗୁଡ଼ା : ଝାରସୁଗୁଡ଼ାର ବକ୍ସି ଛକଠାରେ ଥିବା ଏକ ମୋବାଇଲ ଦୋକାନରେ ଅଗ୍ନିକାଣ୍ଡ ଘଟିବା ଫଳରେ ପ୍ରାୟ ୩୦ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବାର ଖବର ମିଳିଛି।ମିଳିଥିବା ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବକ୍ସି ଛକ ନିକଟରେ ଥିବା ମହାପାତ୍ର ଇଲେକ୍ଟ୍ରୋନିକ୍ସ ନାମକ…
error: Content is protected !!
Open chat