Browsing Category
Breaking News
+୨ ବିଜ୍ଞାନରେ ଶୂନ୍ୟ ପରୀକ୍ଷାଫଳ : ୧୫ଟି ହାୟର-ସେକେଣ୍ଡାରୀ ସ୍କୁଲକୁ କାରଣ ଦର୍ଶାଅ ନୋଟିସ – ଉଚ୍ଚ ମାଧ୍ୟମିକ…
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳାଫଳ ଗତକାଲି ପ୍ରକାଶ ପାଇଥିଲା। ଏହି ପରୀକ୍ଷାରେ ରାଜ୍ୟର ୧୫ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଶୂନ ରେଜଲ୍ଟ କରିଛି। ଶୂନ ରେଜଲ୍ଟ ୧୫ଟି ଉଚ୍ଚମାଧ୍ୟମିକ ବିଦ୍ୟାଳୟକୁ ନୋଟିସ କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା!-->…
‘ଟ୍ରାନ୍ସପାରେଣ୍ଟ ଟାକ୍ସେସନ – ଅନରିଂ ଦ ଅନେଷ୍ଟ’ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କଲେ ନୂତନ ଟିକସ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂତନ ଟିକସ ପ୍ଲାଟଫର୍ମ ଆରମ୍ଭ କରିଛନ୍ତି। ସଚ୍ଚୋଟ ଟିକସଦାତାଙ୍କୁ ଉତ୍ସାହିତ କରିବା ଏବଂ ଟିକସ ବ୍ୟବସ୍ଥାରେ ସ୍ୱଚ୍ଛତା ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗୁରୁବାର ଏକ ନୂତନ ସ୍ୱତନ୍ତ୍ର ପ୍ଲାଟଫର୍ମ!-->…
ରାଜ୍ୟରେ ସ୍ୱାଧୀନତା ଦିବସ ପାଇଁ କୋହଳ ହେଲା ସପ୍ତାହାନ୍ତ ସଟ୍ଡାଉନ : ଦିନ ୧୧ଟା ପର୍ଯ୍ୟନ୍ତ ଜନସାଧାରଣ ଜାତୀୟ ପତାକା…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : କରୋନା ପାଇଁ ରାଜ୍ୟ ସରକାର ଖୋର୍ଧା, ଗଞ୍ଜାମ, କଟକ ଓ ଗଜପତି ଜିଲ୍ଲା ଏବଂ ରାଉରକେଲା ସହରରେ ଶନିବାର ଓ ରବିବାରକୁ ସଟ୍ଡାଉନ୍ ଘୋଷଣା କରିଛନ୍ତି। ତେବେ ଶନିବାର ସ୍ବାଧୀନତା ଦିବସ ପାଇଁ ସରକାର ଏଥିରେ କିଛିଟା କୋହଳ କରିଛନ୍ତି। ଦିନ!-->…
ଅକ୍ଷୟ କୁମାର : ବିଶ୍ୱର ଷଷ୍ଠ ସର୍ବାଧିକ ଆୟକାରୀ ପୁରୁଷ ଅଭିନେତା – ଫୋର୍ବସ ପତ୍ରିକା ପ୍ରକାଶ କଲା ବିଶ୍ୱର…
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଲୋକପ୍ରିୟ ଅଭିନେତା ଅକ୍ଷୟ କୁମାର ଅନ୍ତର୍ଜାତୀୟ ପତ୍ରିକା ଫୋର୍ବସ୍ ପକ୍ଷରୁ ପ୍ରକାଶିତ ୨୦୨୦ର ବିଶ୍ୱର ୧୦ ଜଣ ସର୍ବାଧିକ ରୋଜଗାର କରୁଥିବା ପୁରୁଷ ଅଭିନେତାଙ୍କ ତାଲିକାରେ ଏକମାତ୍ର ଭାରତୀୟ ଭାବେ ସ୍ଥାନ ପାଇଛନ୍ତି । ପତ୍ରିକାରେ ପ୍ରଦତ୍ତ!-->…
ରାଜ୍ୟ ସରକାର ଗ୍ରୀଡ଼କୋକୁ ଦେବେ ୧୫୦୦ କୋଟି ଟଙ୍କାର ଋଣ ଗ୍ୟାରେଣ୍ଟି : ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମୋହର
ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୩/୦୮ : ଗ୍ରୀଡ଼କୋକୁ ୧୫୦୦ କୋଟି ଟଙ୍କା ଋଣ ଗ୍ୟାରେଣ୍ଟି ଦେବେ ରାଜ୍ୟ ସରକାର । ଏ ସଂକ୍ରାନ୍ତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି । ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଏ!-->…
ରାଜସ୍ଥାନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ସମର୍ଥକ ବିଧାୟକଙ୍କୁ ଧରି ଜୟପୁର ଫେରିଲେ
ନୂଆଦିଲ୍ଲୀ/ ଜୟପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ବିରୋଧରେ ଆରମ୍ଭ କରିଥିବା ବିଦ୍ରୋହରୁ ଓହରି ଯାଇ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ତାଙ୍କର ସମର୍ଥକ ବିଧାୟକମାନଙ୍କୁ ଧରି ଜୟପୁର ଫେରି ଆସିଛନ୍ତି। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ!-->…
ଅଭିନେତା ସଞ୍ଜୟ ଦତ୍ତଙ୍କୁ ଫୁସ୍ଫୁସ୍ କ୍ୟାନ୍ସର : ଚିକିତ୍ସା ପାଇଁ ଖୁବଶୀଘ୍ର ଯିବେ ଆମେରିକା
ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ଅଭିନେତା ସଞ୍ଜୟ ଦତ୍ତ ଫୁସ୍ଫୁସ୍ କ୍ୟାନ୍ସର୍ରେ ଆକ୍ରାନ୍ତ ହୋଇଥିବା ଥିବା ସୂଚନା ମିଳିଛି। ବର୍ତ୍ତମାନ ଏହା ଷ୍ଟେଜ୍-୩ରେ ଅଛି। ବଲିଉଡ୍ରେ 'ସଞ୍ଜୁ ବାବା' ଭାବେ ପରିଚିତ ସଞ୍ଜୟ ଦତ୍ତ କ୍ୟାନ୍ସର୍ରେ ଆକ୍ରାନ୍ତ ହୋଇଥିବା ନେଇ ମଙ୍ଗଳବାର!-->…
‘ପାରଦର୍ଶୀ କରାଧାନ-ଇମାନଦାର କା ସମ୍ମାନ’ – ସଚ୍ଚୋଟ ଟିକସଦାତା ହେବେ ପୁରସ୍କୃତ : ଆସନ୍ତାକାଲି ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ଆସନ୍ତାକାଲି ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଚ୍ଚୋଟ ଟିକସଦାତାମାନଙ୍କ ପାଇଁ ‘ପାରଦର୍ଶୀ କରାଧାନ-ଇମାନଦାର କା ସମ୍ମାନ’ ନାମକ ଏକ ପ୍ଲାଟଫର୍ମ ଲଞ୍ଚ କରିବେ। ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍!-->…
ଆଜି ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ : ପାସ ହାର ୭୦.୨୧ ପ୍ରତିଶତ
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮: ରାଜ୍ୟ ଶିକ୍ଷାମନ୍ତ୍ରୀଙ୍କ ପୁର୍ବ ଘୋଷଣା ଅନୁୁଯାୟୀ, ଆଜି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ୨୦୨୦ର ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଛି । ମୋଟ ୯୭୩୭୭ ଜଣ ପିଲା ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ!-->…
“କରୋନା ଲକ୍ଷଣ ପ୍ରକାଶ ପାଇବା ମାତ୍ରେ ସ୍ୱେଚ୍ଛାକୃତ ଭାବେ ତୁରନ୍ତ ଟେଷ୍ଟିଂ ପାଇଁ ଆଗେଇ ଆସନ୍ତୁ”…
ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮: କରୋନାକୁ ଭୟ ନ କରି ଚିକିତ୍ସା ପାଇଁ ଆଗେଇ ଆସିବା ସହିତ ରୋଗୀଙ୍କୁ ଘୃଣା ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ନିବେଦନ କରିଛନ୍ତି । କରୋନାକୁ ପ୍ରତିହତ କରିବା ପାଇଁ ଟେଷ୍ଟିଂ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏ ଦିଗରେ!-->…