Browsing Category

Breaking News

‘କମଳା ହ୍ୟାରିସ’ : ପ୍ରଥମ ଭାରତୀୟ ବଂଶୋଦ୍ଭବ ମହିଳା ହେବେ ଆମେରିକାର ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ/ୱାଶିଂଟନ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ପ୍ରଥମ ଭାରତୀୟ ବଂଶୋଦ୍ଭବ ମହିଳା କମଳା ହ୍ୟାରିସ ହେବେ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ । ଡ଼େମୋକ୍ରାଟିକ୍ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇନେଡ଼ ଏ କଥା ଘୋଷଣା କରିଛନ୍ତି । ଏହି ପଦ ନିମନ୍ତେ ନିର୍ବାଚନ ଲଢ଼ିବାରେ ସେ

‘କଳିଙ୍ଗ ଜ୍ୟୋତି’ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଏବଂ ସ୍ୱାଧୀନତା ଦିବସ ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ।

ତା.୧୨/୦୮/୨୦୨୦, ବୁଧବାର ଠାରୁ ଦୈନିକ 'କଳିଙ୍ଗ ଜ୍ୟୋତି' ଇ-ପେପର ରୂେପ ଆତ୍ମପ୍ରକାଶ କଲା । ପଢିବାକୁ ଲଗଅନ କରନ୍ତୁ - www.kalingajyoti.com/epaper

‘ସ୍ପୁତନିକ ଭି’ : ରୁଷ ସାମ୍ନାକୁ ଆଣିଲା ବିଶ୍ୱର ପ୍ରଥମ କରୋନା ଭ୍ୟାକ୍ସିନର ଅଫିସିଆଲ ଫଟୋ

ନୂଆଦିଲ୍ଲୀ/ମସ୍କୋ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ସାମ୍ନାକୁ ଆସିଲା ରୁଷର କରୋନା ଭ୍ୟାକ୍ସିନ ‘ସ୍ପୁତନିକ ଭି’ର ଅଫିସିଆଲ ଫଟୋ ନିକଟରେ ରୁଷ ସଫଳତାର ସହ କରୋନା ଟିକା ପ୍ରସ୍ତୁତ କରିଥିବା ଘୋଷଣା କରିଛି। ଏହା କରିବାରେ ଏହା ବିଶ୍ୱର ପ୍ରଥମ ଦେଶ ହୋଇପାରିଛି। ଟୀକାକରଣର ପ୍ରଥମ ମାତ୍ରା

ଜନସାଧାରଣଙ୍କ ଅନୁରୋଧ ମାନିଲା ପ୍ରଶାସନ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଏବଂ ସ୍ୱାଧୀନତା ଦିବସରେ ସଟ୍‍ଡାଉନ…

ସମ୍ବଲପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮: ସ୍ୱାଧୀନତା ଦିବସ ଅବସରରେ ଆସନ୍ତା ୧୫ ତାରିଖ ଓ ନୂଆଖାଇ ଅବସରରେ ଆସନ୍ତା ୨୨ ଓ ୨୩ ତାରିଖ ଦିନ ସମ୍ବଲପୁର ଜିଲ୍ଲା ସଟ୍‌ଡାଉନ୍‌ ରହିବ ନାହିଁ। ସମ୍ବଲପୁର ଜିଲାରେ ସ୍ୱାଧୀନତା ଦିବସ ଓ ନୂଆଁଖାଇ ସମୟରେ ଲାଗୁ ହେବନି ସଟ୍‍ଡାଉନ କଟକଣା। ଏନେଇ

ଆସନ୍ତା ସ୍ୱାଧୀନତା ଦିବସରେ ସାରା ବିଶ୍ୱ ଦେଖିବ ଭାରତ-ଆମେରିକା ଦୃଢ଼ ସମ୍ପର୍କର ଝଲକ : ପ୍ରଥମଥର ପାଇଁ ନ୍ୟୁୟର୍କର…

ନୂଆଦିଲ୍ଲୀ/ନ୍ୟୁୟର୍କ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ପ୍ରଥମଥର ପାଇଁ ଭାରତର ସ୍ୱାଧୀନତା ଦିବସରେ ଟାଇମ୍ସ ସ୍କୋୟାରରେ ଭାରତୀୟ ଜାତୀୟ ପତାକା ଉତ୍ତୋଳନ ହେବ ଏବଂ ଏହାବ୍ୟତୀତ ଭାରତୀୟ ସଂସ୍କୃତି ସହ ଜଡ଼ିତ ବିଭିନ୍ନ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ଆସନ୍ତା ୧୫ ତାରିଖରେ ଭାରତର

‘ସମ୍ବାଦ’ର ସଂପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନା ଆକ୍ରାନ୍ତ : ନିଜେ ଟ୍ୱିଟ କରି ଦେଲେ ସୂଚନା

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୮: ଦୈନିକ ଖବରକାଗଜ ‘ସମ୍ବାଦ’ର ସମ୍ପାଦକ ତଥା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଡାକ୍ତରୀ ପରାମର୍ଶ ନେବାକୁ ବିଧାୟକ ସୌମ୍ୟରଞ୍ଜନ ଅନୁରୋଧ କରିଛନ୍ତି।

କରୋନା ପ୍ରଭାବ : ନିବେଶକଙ୍କୁ ବିପୁଳ ରିଟର୍ଣ୍ଣ ଦେଉଛି ସୁନା – ଦିପାବଳୀ ବେଳକୁ ସୁନା ଦର ଛୁଇଁପାରେ ୭୦,୦୦୦…

ମୁମ୍ବାଇ/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୮ : ଗତ କିଛି ଦିନ ମଧ୍ୟରେ କ୍ରମାଗତ ଭାବେ ୧୬ ଦିନ ଧରି ସୁନା ଓ ରୁପା ଦରରେ ବୃଦ୍ଧି ଜାରି ରହିଛି । କରୋନା ମାଡ଼ରେ ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି ସୁନା ଓ ରୁପା ଦର। ଚଳିତବର୍ଷ ଜାନୁଆରୀଠାରୁ ନିବେଶକଙ୍କୁ ବିପୁଳ

ରୁଷ ଲଞ୍ଚ କଲା ବିଶ୍ୱର ପ୍ରଥମ କରୋନା ଭାକ୍ସିନ : ରାଷ୍ଟ୍ରପତି ପୁଟିନଙ୍କ ଝିଅଙ୍କୁ ଦିଆଗଲା ପ୍ରଥମ ଡୋଜ

ନୂଆଦିଲ୍ଲୀ/ମସ୍କୋ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୦୮ : ସବୁ ଅପେକ୍ଷାର ଅନ୍ତ ଘଟାଇ ବିଶ୍ୱର ପ୍ରଥମ ଦେଶ ଭାବେ ରୁଷ କରୋନାକୁ ମାତ ଦେଇପାରୁଥିବା ଟିକା ବାହାର କରିବାରେ ସକ୍ଷମ ହୋଇଛି। ଆଜି ରୁଷ କରୋନା ଟିକା ବାହାର କରିଥିବା ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଘୋଷଣା କରିଛନ୍ତି। ଋଷ

ରାଜସ୍ଥାନ କଂଗ୍ରେସ ବିବାଦର ଅନ୍ତ : ହାଇକମାଣ୍ଡଙ୍କ ହସ୍ତକ୍ଷେପ ପରେ ମାନିଲେ ପାଇଲଟ

ଗାନ୍ଧୀ ପରିବାର ପ୍ରତି ଆନୁଗତ୍ୟ ପ୍ରମାଣ କଲେ ସଚ୍ଚିନ ପାଇଲଟ, ମାସେ ପରେ ଦଳକୁ ଫେରିଲେ - ମିଳିପାରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବିବାଦ ଭୁଲିଲେ ପାଇଲଟ, କହିଲେ- ‘ରାଜନୀତିରେ ବ୍ୟକ୍ତିଗତ ଶତ୍ରୁତା ଓ ମତପାର୍ଥକ୍ୟର ସ୍ଥାନ ନାହିଁ ’ ଜୟପୁର/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି

ଆଇପିଏଲରୁ ପ୍ରାୟୋଜକ ଚାଇନିଜ ମୋବାଇଲ କମ୍ପାନି “ଭିଭୋ” ଆଉଟ : ଟାଇଟଲ ସ୍ପନସରସିପ ଦୌଡ଼ରେ ପତଞ୍ଜଳି…

ଇଣ୍ଡିଆନ ପ୍ରିମିୟର ଲିଗ ଉପରେ ବାବା ରାମଦେବଙ୍କ ଆଖି – ଆଇପିଏଲ ଟାଇଟଲ ସ୍ପନସରସିପ୍ ଦୌଡ଼ରେ ସ୍ୱଦେଶୀ କମ୍ପାନୀ 'ପତଞ୍ଜଳି' ସାମିଲ ନୂଆଦିଲ୍ଲୀ/ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୦/୦୮ : ଇଣ୍ଡିଆନ ପ୍ରିମିୟର ଲିଗ ‌(ଆଇପିଏଲ) ଟାଇଟଲ ପ୍ରାୟୋଜକ ଦୌଡ଼ରେ ସାମିଲ ହୋଇଛି ସ୍ୱଦେଶୀ
error: Content is protected !!
Open chat