Browsing Category

Breaking News

ଇଡିର ବଡ଼ ଖୁଲାସା : ସୁଶାନ୍ତ ସିଂଙ୍କ ଖାତାରୁ ରୀୟାଙ୍କ ଭାଇ ଶୌବିକ ଚକ୍ରବର୍ତୀଙ୍କ ଆକାଉଣ୍ଟକୁ ଯାଉଥିଲା ଟଙ୍କା ! !

ମୁ‌ମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଇଡିର ପଚରାଉଚରା ବେଳେ ରୀୟା ଚକ୍ରବର୍ତୀଙ୍କ ଭାଇ ଶୌବିକ ଚକ୍ରବର୍ତୀଙ୍କ ବ୍ୟାଙ୍କ ଷ୍ଟେଟମେଣ୍ଟ ସାମ୍ନାକୁ ଆସିଛି । ଏହି ଷ୍ଟେଟମେଣ୍ଟରୁ ପ୍ରମାଣିତ ହେଉଛି ଯେ ସୁଶାନ୍ତ ସିଂ ରାଜପୁତ ଖାତାରୁ ଟଙ୍କା

ଚମକିଲେ ଆଉ ଜଣେ ଓଡ଼ିଆ ‘ନିଖିଳ ରଥ’ : ଟ୍ଵିଟ କରି ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମାନବ ରହିତ ଗଗନଯାନ ମିଶନ ପାଇଁ ଚୂଡ଼ାନ୍ତ ୪ ଜଣ ମହାକାଶଚାରୀଙ୍କ ମଧ୍ୟରେ ବଲାଙ୍ଗୀର ସୁନ୍ଦରପଦାର ନିଖିଲ ରଥ । ବର୍ତ୍ତମାନ ଚଣ୍ଡୀଗଡ଼ ଏୟାରବେସ ରେ ୱିଙ୍ଗ୍ କମାଣ୍ଡର ଭାବେ କାର୍ଯ୍ୟରତ ଅଛନ୍ତି ନିଖିଲ ରଥ ।

ଚାନ୍ଦବାଲି ଅଞ୍ଚଳରେ ବିକାଶର ଆଉ ଏକ ନଗ୍ନ ଚିତ୍ର : ପକ୍କା ରାସ୍ତା ନ ଥିବାରୁ ଗାଁକୁ ଯାଇ ପାରିଲାନାହିଁ ଗାଡି,…

ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ପୁଣି ଥରେ ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକରେ ବିକାଶର ଏକ ନଗ୍ନ ଚିତ୍ର ପଦାରେ ପଡିଛି । ଗାଁ ରାସ୍ତା ମାଟି କାଦୁଅ ପଚପଚ ହେଉଥିବାରୁ କୌଣସି ଚାରିଚକିଆ ଗାଡି ନଯିବା ଫଳରେ ବାଧ୍ୟହୋଇ ଜଣେ ୭୦ ବର୍ଷିୟା ବୃଦ୍ଧାଙ୍କୁ ସାଙ୍ଗୀ-ଦୋଳିରେ

ରାଜଗାଙ୍ଗପୁରରେ ବଢି ଚାଲିଛି କରୋନା ସଂକ୍ରମଣ : ପ୍ରଶାସନ ପକ୍ଷରୁ ସହରକୁ ଦୁଇ ଦିନିଆ ସଟଡାଉନ ଘୋଷଣା

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ମହାମାରୀ କରୋନା ରଚି ଚାଲିଛି ତାଣ୍ଡବ, ସାରା ବିଶ୍ୱ କୁ ସ୍ତବଧ କରିଛି । ବୀରଦର୍ପରେ ମାଡି ଚାଲିଛି ଏହି ମହାମାରୀ।ସରକାରଙ୍କ କଟକଣା ହାର ମାନିଛି ତା ନିକଟରେ - ସତେକି ଗୋଟିଏ ସାହସୀ ଯୋଦ୍ଧା !! କରୋନା ପ୍ରକୋପରୁ ବାଦ ପଡିନି ସୁନ୍ଦରଗଡ଼

କେରଳର କୋଝିକୋଡ ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ,୨ ଜଣ ପାଇଲଟ୍‌ଙ୍କ ସମେତ ୧୮ ଜଣଙ୍କର ମୃତ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ତିରୁଅନନ୍ତପୁରମ୦୮/୦୮: କେରଳର କୋଝିକୋଡ ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ରନେଓ୍ଵରେ ଦୁଇଖଣ୍ଡ ହୋଇଯିବା ପରେ ହେଲପ୍‌ଲାଇନ୍‌ ନମ୍ବର ଜାରି ହୋଇଛି। ସିଆଇଏସ୍‌ଏଫ୍‌ର ମହାନିର୍ଦ୍ଦେଶକ ରାଜେଶ ରଂଜନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ରଂଜନ

ବେହାଲ ଚାନ୍ଦବାଲି : ୨ ଦିନର ଲଗାଣ ବର୍ଷାରେ ଘରେ ପଶିଲା ନର୍ଦ୍ଦମା ପାଣି – ଉଜୁଡା ଡ୍ରେନେଜ ଓ ପରିମଳ…

ଚାନ୍ଦବାଲି/ଭଦ୍ରକ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଓଡିଶା ତଥା ଭଦ୍ରକ ଜିଲ୍ଲାର ପୁରାତନ ବନ୍ଦର ନଗରୀ ଚାନ୍ଦବାଲିରେ ଗତ ଦୁଇ ଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସହରର ହାଲବେହାଲ ହୋଇଯାଇଛି । ମୁୁୁଖ୍ୟତଃ ସହରର ବହୁ ପୁରାତନ ଡ୍ରେନେଜ ସମସ୍ୟାର ସମାଧାନ ହୋଇପାରି ନ ଥିବାରୁ ବର୍ଷା

ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରି ପ୍ରଦାନ : ରାଜ୍ୟରେ ଆଉ ୬ଟି ନୂଆ ଥାନା ସହ ୯୦୫ ନୂଆ ପୁଲିସ ପଦବୀକୁ ଅନୁମୋଦନ –…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : ରାଜ୍ୟରେ ଆଉ ୬ଟି ନୂଆ ଥାନା ସହ ୨୨୦ ଥାନାରେ ୯୦୫ ନୂଆ ପୁଲିସ ପଦବୀକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରି ପ୍ରଦାନ କରିଛନ୍ତି । ବର୍ତ୍ତମାନ ଥିବା ୬ଟି ଆଉଟ ପୋଷ୍ଟକୁ ଅଧିକ ମଜଭୁତ କରାଯିବା ନେଇ ରାଜ୍ୟରେ ଆଉ ୬ଟି ପୁଲିସ

ପାଞ୍ଚ ବର୍ଷ ପାଇଁ କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡିଶା କ୍ୟାଡର ଆଇପିଏସ ଅଫିସର : ସିଆରପିଏଫର ଇନ୍ସପେକ୍ଟର ଜେନେରାଲ…

ଭୁବନେଶ୍ୱର/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ର ଇନ୍ସପେକ୍ଟର ଜେନେରାଲ (ଆଇଜି) ଭାବେ ଓଡିଶା କ୍ୟାଡର ଆଇପିଏସ୍ ଅଧିକାରୀ ପିଏସ୍ ରଣପିସଙ୍କୁ ନିଯୁକ୍ତ କରାଯାଇଛି। ଯୋଗଦେବା ଦିନଠାରୁ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ (ପାଞ୍ଚ

ଭଦ୍ରକ ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ : ଆଖଣ୍ଡଳମଣିଙ୍କ ପୀଠ ଚତୁଃପାର୍ଶ୍ୱରୁ ହେବ ଜବରଦଖଲ ଉଚ୍ଛେଦ

ଭଦ୍ରକ/ଆରଡି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିସ୍ଥ ବାବା ଆଖଣ୍ଡଳମଣିଙ୍କ ପୀଠ ତଥା ମନ୍ଦିର ପରିସର ଓ ଚତୁଃପାର୍ଶ୍ୱର ଆନୁଷଙ୍ଗିକ ଉନ୍ନତି ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଗତ କିଛି ମାସ ହେବ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା। ଉକ୍ତ ମାମଲାର

ବୁର୍ଲା, ଭୀମସାର : ୭୦ ଡ଼ାକ୍ତରଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ – ଅଗଷ୍ଟ ୧୨ ପର୍ଯ୍ୟନ୍ତ ମେଡ଼ିସିନ…

ସମ୍ବଲପୁର/ବୁର୍ଲା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ବୀର ସୁୁୁୁରେନ୍ଦ୍ର ସାଏ ମେଡିକାଲ କଲେଜ (ଭୀମସାର), ବୁର୍ଲା ମେଡ଼ିସିନ ବିଭାଗର ୯ ଜଣ ଡ଼ାକ୍ତର ଗତ ମଙ୍ଗଳବାର ଦିନ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ଡ଼ାକ୍ତର ମାନଙ୍କ ସଂସ୍ପର୍ଶରେ ଆସିଥିବା ୭୦ ଜଣ ଡ଼ାକ୍ତରଙ୍କୁ
error: Content is protected !!
Open chat